Latest Odisha News

BREAKING NEWS

Browsing Tag

Cuttack

୫ ଲକ୍ଷ ଟଙ୍କାର ନକଲି ଲଙ୍କା, ହଳଦୀ ଓ ମସଲା ଗୁଣ୍ଡ ଜବତ

କଟକ: ପୁଣି ବ୍ରାଣ୍ଡ ଅସଲି ମାଲ୍ ନକଲି । କଟକ ମାଲଗୋଦାମରେ ନକଲି ଲଙ୍କା ଓ ହଳଦୀ ଗୁଣ୍ଡ ଫ୍ୟାକ୍ଟ୍ରିରେ ବୁଧବାର ପୋଲିସ ଅତର୍କିତ ଚଢ଼ଉ କରିଛି। ଘଟଣାସ୍ଥଳରୁ ୧୫ କୁଇଣ୍ଟାଲ ଓଜନର ନକଲି ସାମଗ୍ରୀ ଜବତ କରିଛି ପୋଲିସ । ଜବତ ହୋଇଥିବା ସାମଗ୍ରୀର ମୂଲ୍ୟ ୫ ଲକ୍ଷ ଟଙ୍କାରୁ ଅଧିକ ହେବ ବୋଲି ଆକଳନ…

କଟକରେ ‘ଆୟକର ଆପିଲେଟ ଟ୍ରିବ୍ୟୁନାଲ’ ଭବନ ଉଦ୍‌ଘାଟନ କଲେ ମୋଦି

କଟକ: କଟକ ଆୟକର ଆପିଲେଟ ଟ୍ରିବ୍ୟୁନାଲ ନୂଆ ଭବନ ଉଦଘାଟନ ହୋଇଛି। ଭିଡିଓ କନଫେରନ୍ସିଂ ଯୋଗେ ଏହାକୁ ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏହି ଅବସରରେ  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି, କଟକ ବେଞ୍ଚ ପୂର୍ବ ଭାରତ ଟିକସଦାତାଙ୍କୁ ସୁବିଧା ଦେଇପାରିବ। ବିଜୁ…

ଗିରଫ ହେଲେ ପୂର୍ବତନ କର୍ପୋରେଟର ରଞ୍ଜିତା ବିଶ୍ୱାଳ

କଟକ: ଦାଦାବଟି ମାଗିବା ଅଭିଯୋଗରେ ଗିରଫ ହେଲେ ପୂର୍ବତନ କର୍ପୋରେଟର ରଂଜିତା ବିଶ୍ୱାଳ । ରଂଜିତାଙ୍କ ସମେତ ୩ ଜଣଙ୍କୁ ପୋଲିସ ଗିରଫ କରିଛି । ଜଣେ ବ୍ୟବସାୟୀଙ୍କୁ ଏମାନେ ଦାଦାବଟି ମାଗୁଥିଲେ । ଏନେଇ ବ୍ୟବସାୟୀ ଜଣକ ଥାନାର ଦ୍ୱାରସ୍ଥ ହୋଇଥିଲେ । ଏହାପରେ ପୋଲିସ ୩ ଅଭିଯୁକ୍ତଙ୍କୁ ଗିରଫ…

କଟକଣା ଭିତରେ କଟକର କାଳୀ ପୂଜା

କଟକ: କରୋନା କଟକଣା ଭିତରେ ହେବ କଟକର କାଳୀ ପୂଜା । ଦୁର୍ଗାପୂଜା ଭଳି କାଳୀ ପୂଜା ମଧ୍ୟ ପାଳନ ହେବ । ପୂଜାକୁ ନେଇ କଟକ ଡିସିପ ପ୍ରତୀକ ସିଂ କଟକଣା ଜାରି କରିଛନ୍ତି । କାଳୀପୂଜା ବେଳେ ଗହଳୀକୁ କଣ୍ଟ୍ରୋଲ କରିବାକୁ ପୋଲିସ ପାଟ୍ରୋଲିଂକୁ କଡା କଡି କରାଯିବା ସହ ବିଭିନ୍ନ ସ୍ଥାନରେ ଏଡ୍…

କାରକୁ ଚାପି ଦେଲା ହାଇଓ୍ୱା, ୨ ଜଣ ଗୁରୁତର

କଟକ: ବାରଙ୍ଗ ନିକଟ ତ୍ରିଶୂଳିଆରେ ନେତାଜୀ ସୁଭାଷ ସେତୁ ଉପରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । କାର୍ ଉପରେ ମାଡ଼ି ଗଲା ବାଲି ବୋଝେଇ ହାଇଓ୍ୱା । ଏଥିରେ କାରରେ ଥିବା ଡ୍ରାଇଭର ଅ ଅନ୍ୟ ଜଣେ ଆହତ ହୋଇଛନ୍ତି । କାର୍ ଡ୍ରାଇଭରଙ୍କ ଅବସ୍ଥା ଗୁରୁତର ରହିଛି । ତାଙ୍କୁ ଚିକିତ୍ସା ପାଇଁ କଟକ ବଡ଼…

କଟକରୁ ୨୨ ଚୋରା ବାଇକ୍ ଜବତ

କଟକ: ଏକ ଚୋରା ବାଇକ୍ ଗ୍ୟାଙ୍ଗକୁ ମଙ୍ଗଳବାର ଦିନ ପୋଲିସ୍ ଧରିବା ସହ ୨୨ଟି ବାଇକ୍ ଜବତ କରିଛି । ସୂଚନା ଅନୁଯାୟୀ ଗତ ଅକ୍ଟୋବର ୧୪ ତାରିଖରେ ଭାରତିଆ ଟାୱାର ସମ୍ମୁଖରେ ବାଇକ୍ ଚୋରି ହୋଇଯାଇଥିବା ନେଇ ଜଗତପୁରର ସରୋଜ କୁମାର ବେହେରା ବାଦାମବାଡି ଥାନାରେ ଅଭିଯୋଗ କରିଥିଲେ । ଉକ୍ତ…

୪ଲକ୍ଷରୁ ଉର୍ଦ୍ଧ୍ୱ ଟଙ୍କାର କଫ ସିରପ ଜବତ

କଟକ: କଟକରୁ ବିପୁଳ ପରିମାଣର ବେଆଇନ କଫ ସିରପ ଜବତ । ମର୍କତନଗର ଥାନା ଚଢ଼ାଉ କରି ୪ଲକ୍ଷ ୧୫ ହଜାର ଟଙ୍କାର ବେଆଇନ କଫ ସିରପ ଜବତ କରିବା ସହ ୨ଜଣଙ୍କୁ ଗିରଫ କରିଛି ପୋଲିସ । ଏମାନଙ୍କ ସହ ଆଉ କିଏ ସଂପୃକ୍ତ ଅଛି ସେନେଇ ତଦନ୍ତ ଜାରି ରଖିଥିବା ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ପୋଲିସ…

ଆଠଗଡ଼ରେ ୫୫ ନମ୍ୱର ଜାତୀୟ ରାଜପଥ ଉପରେ ହାତୀ ପଲ

ଆଠଗଡ଼(କଟକ): ଜଙ୍ଗଲ ଛାଡ଼ି ଜନବସତି ମୁହାଁ ଗଜରାଜ । କଟକ ଜିଲ୍ଲା ଖୁଣ୍ଟୁଣି ରେଞ୍ଜ ସୁନିଆମୁହଁ ରିଜର୍ଭ ଫରେଷ୍ଟ ନିକଟରେ ବୁଲୁଛନ୍ତି ୨୦ ଟିକିଆ ହାତୀପଲ । ଆଜି ବାଳି ନିକଟରେ ୫୫ ନମ୍ବର ଜାତୀୟ ରାଜପଥ ପାର ହୋଇଛନ୍ତି ହାତୀ । ଛୁଆ ହାତୀଙ୍କୁ ମିଶାଇ ପ୍ରାୟ ୨୦ଟି ହାତୀ ରାସ୍ତା ପାର…

କଟକଣା ଭିତରେ କଟକରେ ୪ଟି ପର୍ଯ୍ୟାୟରେ ହେବ ଭସାଣ

କଟକ: କରୋନା କଟକଣା ଭିତରେ ସାରା ରାଜ୍ୟରେ ପାଳିତ ହେଉଛି ଦଶହରା । ଆଜି ଦଶମୀ ଆସନ୍ତାକାଲି ଭସାଣ ଉତ୍ସବ । ଏଥିପାଇଁ କଟକରେ ଲାଗୁ ହୋଇଛି କଟକଣା । ଭସାଣ ପାଇଁ କମିଶନରେଟ ପୋଲିସ ପକ୍ଷରୁ ସ୍ୱତନ୍ତ୍ର ନିର୍ଦ୍ଦେଶାବଳୀ ଜାରି ହୋଇଛି । ନିର୍ଦ୍ଦେଶାବଳୀ ଅନୁଯାୟୀ, ଆସନ୍ତାକାଲି କଟକରେ ୧୪ଟି…

ଯୁବକଙ୍କୁ ପଥରରେ ଛେଚି ହତ୍ୟା

କଟକ: ବାଙ୍କୀ ଥାନା ଅନ୍ତର୍ଗତ ଘୋଳପୁର ଗ୍ରାମରେ ଘଟିଛି ଏକ ଲୋମହର୍ଷଣକାରୀ ଘଟଣା। ଯୁବକଙ୍କୁ ପଥରରେ ଛେଚି ହତ୍ୟା କରିଛନ୍ତି କିଛି ଦୁର୍ବୃତ୍ତ । ଖବର ଅନୁଯାୟୀ, ଶନିବାର ସକାଳେ ଘୋଳପୁର ଗ୍ରାମର ଗୋବିନ୍ଦ ବେହେରା ନାମକ ଜଣେ ଯୁବକ ବାଇକ୍ ନେଇ ଦୋକାନକୁ ସଉଦା କରିବାକୁ ଯାଉଥିଲାବେଳେ…