Latest Odisha News

BREAKING NEWS

Browsing Tag

Cuttack

ଏଥର ବିନା ଦର୍ଶକରେ ରାବଣ ପୋଡି

ଭୁବନେଶ୍ୱର: କରୋନା ପାଇଁ ଚଳିତ ବର୍ଷ ଫିକା ପଡିବ ଦଶହରା । ଏଥିସହ ବିନା ଦର୍ଶକରେ ହେବ ରାବଣ ପୋଡି । ଘରେ ବସି ଫେସ୍‌ବୁକ୍ ଓ ୟୁଟ୍ୟୁବରେ ଲାଇଭ ଦେଖିବେ ଦର୍ଶକ । କଟକରେ ପ୍ରଶାସନର ଅନୁମତି କ୍ରମେ ରାବଣ ପୋଡି ଉତ୍ସବକୁ ଅନୁମତି ମିଳିଛି । କିନ୍ତୁ କରୋନା କଟକଣା ଯୋଗୁଁ ଚଳିତଥର ଏଠାରେ ବିନା…

କ୍ୟାନସର ରୋଗୀଙ୍କୁ ରାସ୍ତା ଉପରେ ଶୁଆଇ ପ୍ରତିବାଦ

କଟକ: ରାଜରାସ୍ତାରେ ଶୋଇଲେ କ୍ୟାନ୍‌ସର ରୋଗୀ । ମିଳିଲାନି ଚିକିତ୍ସା । ଉତ୍ତମ ଚିକିତ୍ସା ଦାବିରେ ରାସ୍ତାରେ ଉପରେ ରୋଗୀଙ୍କୁ ଶୁଆଇ ପ୍ରତିବାଦ କଲେ ଗାଁ ଲୋକେ । ଏଭଳି ଘଟଣା ଦେଖିବାକୁ ମିଳିଛି କଟକ ଜିଲ୍ଲା ବାଙ୍କୀ-କଳାପଥର ମୁଖ୍ୟ ରାସ୍ତାରେ । କିଛି ଯୁବକ ଜଣେ କ୍ୟାନ୍‌ସର ରୋଗୀଙ୍କୁ ଶୁଆଇ…

ଧରାପଡିଲା ଲୁଟେରା ଗ୍ୟାଙ୍ଗ, ଲୁଟରେ ସ୍ତ୍ରୀ କରୁଥିଲେ ସହଯୋଗ

କଟକ: ଦୀର୍ଘ ଦିନ ପରେ କଟକ ଚୌଦ୍ୱାର ପୋଲିସ କବ୍‌ଜାରେ ଧରାପଡିଛି ଏକ ଆନ୍ତଃଜିଲ୍ଲା ଲୁଟେରା ଗ୍ୟାଙ୍ଗ । ଏହି ଗ୍ୟାଙ୍ଗର ୭ ଜଣ ସଦସ୍ୟଙ୍କ ମଧ୍ୟରୁ ୫ ଜଣଙ୍କୁ ପୋଲିସ୍‌ ଧରିଛି। ସେମାନଙ୍କ ନିକଟରୁ ୨୨୦ ଗ୍ରାମ ସୁନା ଅଳଙ୍କାର ୨୩୭ ଗ୍ରାମ ରୂପା ଓ ୨ଟି ଗାଡ଼ି ଜବତ ହୋଇଛି। ହରିହର ସାମଲ, ତାଙ୍କ…

କେନାଲକୁ ଓଲଟିଲା କାର୍‌; ୩ ମୃତ

କଟକ: କଟକ ସହରର ଉପକଣ୍ଠରେ ଥିବା ତେଲେଙ୍ଗାପେଣ୍ଠ ନିକଟସ୍ଥ କେନାଲକୁ ଏକ କାର୍ ଓଲଟି ପଡିବାରୁ ୩ ଜଣଙ୍କର ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରେ ସମ୍ବଲପୁରର ପୂର୍ବତନ ସାଂସଦ ଅମର ପ୍ରଧାନଙ୍କ ପୁଅ ଅଙ୍କୁର ପ୍ରଧାନ ଓ ତାଙ୍କ ସାଙ୍ଗ ଗୌତମ ଦାସ ରହିଛନ୍ତି। ତେବେ ଏଯାବତ୍ ଅନ୍ୟ ଜଣଙ୍କର ପରିଚୟ…

ନାବାଳିକା ଦୁଷ୍କର୍ମ ମାମଲା: ଜେଲ ଗଲେ ଦୁଇ ଅଭିଯୁକ୍ତ

କଟକ: ବହୁ ଚର୍ଚ୍ଚିତ କଟକ ଗତିରାଉତପାଟଣାର ହୋଇଥିବା ନାବାଳିକା ଦୁଷ୍କର୍ମ ଘଟଣାରେ ମୁଖ୍ୟ ଅଭିଯୁକ୍ତ ସନ୍ତେଷ ବେହେରା ଓରଫ ଟିକି ଓ ତାର ସହଯୋଗୀ ରାକେଶ କୁମାର ରାଉତକୁ ପୁଲିସ ଗିରଫ କରି ଚୈାଦ୍ୱାର ଜେଲ ହାଜାତକୁ ପଠାଇ ଦେଇଛି । ଆହତ ନାବାଳିକାକୁ ବସୁନ୍ଧରାରେ ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା…

କଟକ ଗଣ ଦୁଷ୍କର୍ମ ଘଟଣା; ଅଭିଯୁକ୍ତ ଗିରଫ

କଟକ: କଟକରେ ଜଣେ ନାବାଳିକା କୁ ଦୀର୍ଘ ୨୨ ଦିନ ଧରି ଚଳିଥିବା ଦୁଷ୍କର୍ମ ଘଟଣାରେ ଜଣେ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଛି। ବର୍ତ୍ତମାନ ସୁଦ୍ଧା ଜଣେ ଅଭିଯୁକ୍ତକୁ ଚାଉଳିଆଗଞ୍ଜ ଥାନା ପୋଲିସ ଗିରଫ କରିଥିବା ବେଳେ ଅନ୍ୟ ଅଭିଯୁକ୍ତକୁ ଖୋଜା ଚାଲିଛି । ଖୁବ୍‌ଶୀଘ୍ର ସେମାନଙ୍କୁ ମଧ୍ୟ ଗିରଫ…

ବନ୍ଦ ଘରେ ନାବାଳିକାଙ୍କୁ ୨୨ଦିନ ଧରି ଗଣଦୁଷ୍କର୍ମ ଅଭିଯୋଗ

କଟକ: ପୁଣି ଲଜ୍ଜା । ବନ୍ଦ କୋଠରୀରେ ରଖି ଜଣେ ନାବାଳିକାକୁ ୨୨ ଦିନ ଗଣଦୁଷ୍କର୍ମ କରାଯାଇଥିବା ଅଭିଯୋଗ । କଟକ ସହରର ଗତିରାଉତ ପାଟଣାରୁ ଏହି ଅଭିଯୋଗ ଆସିଛି । ଚାଇଲ୍ଡ ଲାଇନ ପକ୍ଷରୁ ଚାଉଳିଆଗଞ୍ଜ ଥାନାରେ ଏତଲା ଦିଆଯାଇଛି । ତନାଘନା ତଦନ୍ତ ଚଳାଇଛି ପୋଲିସ । ପୀଡ଼ିତାଙ୍କ ବୟାନ ରେକର୍ଡ…

କଟକର ପାନ ଦୋକାନୀ ପାଳିଲେ ବିଗ୍ ବି’ଙ୍କ ବାର୍ଥ ଡେ’

କଟକ: ଆଜି ହେଉଛି ବଲିଉଡର ସହେନ୍‌ସା ବିଗ୍ ବିଙ୍କ ଜନ୍ମ ଦିନ । ୭୮ରେ ପାଦ ରଖିଛନ୍ତି ଅମିତାଭ ବଚ୍ଚନ । ତେବେ ତାଙ୍କ ଜନ୍ମ ଦିନକୁ ନିଆରା ଢ଼ଙ୍ଗରେ ପାଳନ କରିଛନ୍ତି ତାଙ୍କର ଜଣେ ବଡ ଫ୍ୟାନ୍ । କଟର ବାଦାମବାଡି ଅଂଚଳର ପାନ ଦୋକାନୀ ଧନେଶ୍ୱର ଅମିତାଭଙ୍କ ଜନ୍ମ ଦିବସକୁ ଧୁମଧାମରେ ପାଳନ…

ନାବାଳିକା ଦୁଷ୍କର୍ମକାରୀକୁ ୨୦ ବର୍ଷ ଜେଲ୍‌

କଟକ: ନାବାଳିକା ଦୁଷ୍କର୍ମକାରୀକୁ ମିଳିଲା ୨୦ ବର୍ଷ ଜେଲ ଦଣ୍ଡାଦେଶ । ଏକ ମାମଲାର ଶୁଣାଣି କରି ଏଭଳି ଦଣ୍ଡାଦେଶ ଶୁଣାଇଛନ୍ତି କଟକ ସ୍ୱତନ୍ତ୍ର ପୋକ୍ସ ଅଦାଲତ । ସୂଚନା ମୁତାବକ, ୨୦୧୪ ଏପ୍ରିଲ ୧୩ ତାରିଖରେ କଟକ ନିଶ୍ଚିନ୍ତକୋଇଲି ଥାନା ଅଞ୍ଚଳର ଜଣେ ନାବାଳିକା ରାମ ନବମୀ ଯାତ୍ରା ଦେଖିବା…

କଟକ ଓ ଭୁବନେଶ୍ୱରକୁ ଘଡଘଡି ସହ ପ୍ରବଳ ବର୍ଷା ୱାର୍ଣ୍ଣିଂ

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଯୋଗୁଁ ଓଡ଼ିଶାରେ ବର୍ଷା ଲାଗି ରହିଛି । ଏହାର ପ୍ରଭବାରେ ଟ୍ୱିନ୍‌ସିଟି କଟକ ଓ ଭୁବନେଶ୍ୱରେ ଘଡଘଡି ସହ ବର୍ଷା ସମ୍ଭବନା ରହିଛି । ଏ ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରିଛି। ଆଗାମୀ…