Latest Odisha News

BREAKING NEWS

Browsing Tag

Cuttack

ଟ୍ୱିନସିଟିରେ ପ୍ରବଳ ବର୍ଷା: ଦିନ ୧୦ଟା ଯାଏଁ ଘରୁ ନ ବାହାରିବାକୁ ପରାମର୍ଶ

ଭୁବନେଶ୍ୱର: ଆସୁଛି ଲଘୁଚାପ । ଏହାର ପ୍ରଭାବରେ ରାଜ୍ୟର ଗତକାଲିଠାରୁ ବର୍ଷା ଲାଗି ରହିଛି । ଭୁବନେଶ୍ୱର ଓ କଟକରେ ବି ଗତକାଲି ରାତିରୁ ବର୍ଷୁଛି । ପାଣିପାଗ ବିଭାଗ ସତର୍କ କରାଇଛି, ଟ୍ୱିନସିଟିରେ ଆଜି ପ୍ରବଳ ବର୍ଷା ହେବ । ଆଜି ଦିନ ୧୦ଟା ଯାଏଁ ଏଦି ହୁଇ ସହରରେ ପ୍ରବଳ ବର୍ଷିବ । ଘଣ୍ଟାକୁ…

ବ୍ରାଣ୍ଡ ଅସଲି ମାଲ୍ ନକଲି: ପୁଣି ନକଲି ସସ୍ କାରଖାନା ଉପରେ ରେଡ୍‌

କଟକ: ପୁଣି ବ୍ରାଣ୍ଡ ଅସଲି ମାଲ୍ ନକଲି । ଅସଲି ବ୍ରାଣ୍ଡରେ ବିକ୍ରି ହେଉଥିଲା ନକଲି ମାଳ୍ । କଟକରୁ ପୁଣି ଥରେ ନକଲି ସସ୍ କାରଖାନା ଠାବ ହୋଇଛି । କଟକ ଜଗତପୁର ଆଇବି ରୋଡ୍‌ରେ ଏକ ନକଲି ସସ୍ କାରଖାନା ଉପରେ ପୋଲିସ ଚଢ଼ାଉ କରିଛି । ବିପୁଳ ପରିମାଣର ନକଲି ସସ୍ ଓ ପ୍ରସ୍ତୁତରେ ବ୍ୟବହୃତ ସାମଗ୍ରୀ…

କଟକରେ ନାଳକୁ ଖସି ପଡିଲା କାର, ୧ ମୃତ

କଟକ: କନ୍ଦରପୁରଠାରେ ଶୁକ୍ରବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିିଯାଇଛି। ଏକ କାର ନାଳ ଭିତରେ ଖସି ପଡିବାରୁ ଚାଳକଙ୍କର ମୃତ୍ୟୁ ଘଟିଛି। ମୃତକଙ୍କ ନାଁ ମଞ୍ଜିତ ରୟତ ଓ ତାଙ୍କ ଘର ରାଜେନ୍ଦ୍ର ନଗରରେ ବୋଲି ଜଣାପଡିଛି । ସୂଚନାନୁସାରେ ଶୁକ୍ରବାର ରାତି ପ୍ରାୟ ୮ ଟା ସମୟରେ ମଞ୍ଜିତ…

କଟକ ସଦଗୁରୁ କୋଭିଡ ହସ୍ପିଟାଲରେ ଅଗ୍ନିକାଣ୍ଡ, କାରଣ ଅସ୍ପଷ୍ଟ

କଟକ: ଜଗତପୁର ସ୍ଥିତ ସଦଗୁରୁ କୋଭିଡ ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟିଛି । ଏହାର ଆଇସିୟୁରେ ନିଆଁ ଲାଗିଥିବା କୁହାଯାଉଛି । ତେବେ ଅଗ୍ନିକାଣ୍ଡର ପ୍ରକୃତ କାରଣ ଜଣାପଡିପାରିନାହିଁ । ସର୍ଟ ସର୍କିଟ୍ ଯୋଗୁଁ ଅଗ୍ନିକାଣ୍ଡ ହୋଇଥିବା ସନ୍ଦେହ କରାଯାଉଥିବା ବେଳେ କିଛି ପ୍ରତ୍ୟକ୍ଷଦର୍ଶୀ ଆଇସିୟୁ…

କରୋନା ମୁକାବିଲା ପାଇଁ କଟକରେ ଚେକିଂ ଜୋରଦାର୍ କଲା କମିଶନରେଟ୍ ପୋଲିସ

କଟକ: ଟ୍ୱିନସିଟିରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବା ବେଳେ କୋଭିଡ୍ ନିୟମ ପାଳନକୁ କଡ଼ାକଡ଼ି କରିବା ପାଇଁ ଅଣ୍ଟା ଭିଡିଛି କମିସନରେଟ୍ ପୋଲିସ । ପୋଲିସ ଡିଜି ସ୍ଥିତି ପରଖିବା ପରେ କୋଭିଡ ଯାଞ୍ଚ ଜୋରଦାର କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ । ଆଜି ସନ୍ଧ୍ୟା କଟକରେ ବିଭିନ୍ନ ଅଂଚଳ…

ଚା’ ବିକିଲେ, ପ୍ରତିବାଦ କଲେ

କଟକ: ଚା’ ବିକୁଛନ୍ତି ଶିକ୍ଷିତ ଯୁବକ । ଆଜି ଏଭଳି ଏକ ନିଆରା ପ୍ରତିବାଦ ଦେଖିବାକୁ ମିଳିଛି କଟକ ସହରରେ । ଆଜି ସାରା ବିଶ୍ୱରେ ବିଜେପି କର୍ମୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନ ପାଳନ କରୁଥିବା ବେଳେ କଟକ ଜିଲ୍ଲାପାଳଙ୍କ ଅଫିସ ଆଗରେ କିନ୍ତୁ ଦେଖିବାକୁ ମିଳିଛି ନିଆରା ପ୍ରତିବାଦ…

ଟ୍ୱିନ୍‌ସିଟିରେ କଡାକଡି ହେବ କୋଭିଡ ଯାଞ୍ଚ

ଭୁବନେଶ୍ୱର: ଏଣିକି ଟ୍ୱିନ୍‌ସିଟିରେ କଡାକଡି ହେବ କୋଭିଡ ଯାଂଚ । କଟକ-ଭୁବନେଶ୍ୱର କରୋନା କଟକଣାକୁ ଜୋରଦାର କରାଯିବ । ବଜାର ଅଂଚଳ ଓ ହଟ୍‌ସ୍ପରେ କୋଭିଡ ଚେକିଂ ଜୋରଦାର ହେବ । ଏଥିପାଇଁ ଭୁବନେଶ୍ୱରୁ ୩ଟି ଜୋନ୍‌ରେ ବିଭକ୍ତ କରାଯାଇଛି । ପ୍ରତି ଜୋନ୍ ଦାୟିତ୍ୱରେ ରହିବେ ଜଣେ ଲେଖାଏଁ ଡିସିପି,…

ଡିସିପିଙ୍କୁ ଜଣାଅ ମୂର୍ତ୍ତିର ଉଚ୍ଚତା: ହାଇକୋର୍ଟ

କଟକ: କଟକରେ ଦୁର୍ଗାପୂଜା ମୂର୍ତ୍ତି ଉଚ୍ଚତା ନେଇ ହାଇକୋର୍ଟରେ ହୋଇଥିବା ମାମଲାର ଆଜି ଶୁଣାଣି ହୋଇଛି । କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି ଯେ, ପୂଜା କମିଟି ମୂର୍ତିର ଉଚତା ନେଇ ଡିସିପିଙ୍କୁ ଜଣାଇବେ । ଆଜି ସନ୍ଧ୍ୟା ୭ଟା ସୁଦ୍ଧା ପ୍ରତ୍ୟେକ କମିଟି ସେମାନେ କରିଥିବା ମୂର୍ତିର ଉଚତା ନେଇ…

୨୧,୦୦୦ ଲିଟର ପିଡିଏସ୍ କିରୋସିନ୍ ଜବତ, ୩ ଅଟକ

କଟକ: ଜବତ ହେଲା ବିପୁଳ ପିଡିଏସ୍ କିରୋସିନ୍ । ବିଶ୍ୱସ୍ତ ସୂତ୍ରରୁ ସୂଚନା ମିଳିବା ପରେ କଟକ ଜିଲ୍ଲା ଗୁରୁଡ଼ିଝାଟିଆ ଥାନା ପୁଲିସର ସହଯୋଗରେ ଚର୍ଚ୍ଚ ବଉଳ ଅଂଚଳରେ ଏସଟିଏଫ ଅତର୍କିତ ଚଢ଼ାଉ କରି ୨୧ ହଜାର ଲିଟର ପିଡିଏସ କିରାସିନି ଜବତ କରିଛି । ଏହି ଘଟଣାରେ ୩ଜଣଙ୍କୁ ଅଟକ ରଖିଛି ଏସ୍‌ଟିଏଫ୍ ।…

କଟକ ଦୁର୍ଗାପୂଜା ବିବାଦ ପ୍ରସଙ୍ଗ, ପୂଜା କମିଟି ସହ କଥା ହେବେ ଡିସିପି

କଟକ: ଦଶହରା ମୂର୍ତ୍ତି ଉଚ୍ଚତା ବିବାଦ ପ୍ରସଙ୍ଗରେ ଆଜି ସନ୍ଧ୍ୟାରେ କଟକ ଡିସିପିଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବ । ଏଥିରେ ମୂର୍ତ୍ତିର ଉଚ୍ଚତା ନେଇ ପୂଜା କମିଟି ସହ ଡିସିପି ଆଲୋଚନା କରିବେ । ଏନେଇ କମିଶନରଙ୍କୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ଆଜି ବୈଠକରେ ନିଷ୍କର୍ସ ଜାଣିଲା ପରେ…