Latest Odisha News

BREAKING NEWS

Browsing Tag

Cuttack

ଦମ୍ପତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ଆତ୍ମହତ୍ୟା ସନ୍ଦେହ

କଟକ: କଟକ ବୟାଳିଶ ମୌଜା ଝିକିଂ ଅଞ୍ଚଳରୁ ଦମ୍ପତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ଦୁହେଁ ବେକରେ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି । ମୃତଦେହ ନିକଟରୁ ହତାଲେଖା ସୁଇସାଇଡ ନୋଟ୍ ପୋଲିସ ଜବତ କରିଛି । ସୁଇସାଇଟ ନୋଟ୍‌ରେ ‘ଆମ ମରିବା ପାଇଁ କେହି ଦାୟୀ ନୁହନ୍ତି । ଆମେ ଭଗବାନ ଅନୁକୂଳ…

ସଂକ୍ରମିତଙ୍କ ସଂସ୍ପର୍ଶରେ ଆସି ୭୧% ଆକ୍ରାନ୍ତ: ସିଏମ୍‌ସି କମିଶନର

କଟକ: କଟକରେ କରୋନାର ତାଜା ସ୍ଥିତି ନେଇ ରାଜ୍ୟ ସରକାର ସୂଚନା ଦେଇଛନ୍ତି । ୩୭୩ କୋଭିଡ଼ କେୟାର ହୋମ୍ କରାଯାଇଛି । ଆଗକୁ ଅଧିକ କରୋନା ପରୀକ୍ଷା କରାଯିବ । ନରସିଂହପୁର, ମାହାଙ୍ଗାରୁ ବେଶି ପ୍ରବାସୀ ଆସିଥିଲେ । କୋଭିଡ଼ କେୟାର ସେଂଟରରେ ଯଥେଷ୍ଟ ବ୍ୟବସ୍ଥା କରାଯାଇଛି । ଲକ୍ ଡ଼ାଉନ ସମୟରେ ଘରକୁ…

ବାରବାଟୀ ଓ ଜବାହରଲାଲ ନେହେରୁ ଇଣ୍ଡୋର ଷ୍ଟାଡିୟମରେ କୋଭିଡ କେୟାର ସେଣ୍ଟର

କଟକ: ସିଲଭର ସିଟି କଟକରେ ଦିନକୁ ଦିନ ବଢ଼ି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଏହାକୁ ଦୃଷ୍ଟିରେ ରଖି କଟକରେ ୨ଟି ନୂଆ କୋଭିଡ କେୟାର ସେଂଟର ପ୍ରସ୍ତୁତ କରାଯାଇଛି । ବାରବାଟୀ ଅଲିମ୍ପିକ ଆସୋସିଏସନ୍ ପରିସର ଓ ଜବାହରଲାଲ ନେହେରୁ ଇଣ୍ଡୋର ଷ୍ଟାଡିୟମରେ କୋଭିଡ କେୟାର ସେଂଟାର ତିଆରି…

କଟକ ଖଟବିନ୍ ସାହିର ବରି ଲେନ୍ କଣ୍ଟେନମେଣ୍ଟ ଜୋନ୍ ଘୋଷଣା

କଟକ: ସହରରେ ପୁଣି ଏକ କଣ୍ଟେନମେଣ୍ଟ ଜୋନ୍ ଘୋଷଣା ହୋଇଛି । ଖଟବିନ ସାହିର ବରି ଲେନକୁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରିଛି କଟକ ମହାନଗର ନିଗମ । ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ପରେ ପ୍ରଶାସନ ଏହି ନିଷ୍ପତ୍ତି ନେଇଛି । କଣ୍ଟେନମେଣ୍ଟ ଜୋନ ଘୋଷିତ ଅଞ୍ଚଳର ଲୋକଙ୍କ ଯାଆସ ଉପରେ ଲାଗିଛି କଟକଣା ।…

୪ ଜିଲ୍ଲାରେ ବଦଳିଲା ବ୍ୟାଙ୍କ ଖୋଲିବା ସମୟ

ଭୁବନେଶ୍ୱର: ବଦଳିଲା ବ୍ୟାଙ୍କ ଖୋଲିବା ସମୟ । କାଲିଠୁ ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ଲକଡାଉନ ଅଂଚଳରେ ବ୍ୟାଙ୍କ ଖୋଲିବା ସମୟରେ ପରିବର୍ତ୍ତନ କରାଯାଇଛି । ଏନେଇ ନିର୍ଦ୍ଦେଶାବଳୀ ଜାରି କରିଛନ୍ତି ରାଜ୍ୟ ସରକାର । ଗଞ୍ଜାମ, ଖୋର୍ଦ୍ଧା, କଟକ, ଯାଜପୁର ଜିଲ୍ଲା ସହିତ ରାଉରକେଲା ସହରରେ…

କଟକରେ କମିଛି ସଂକ୍ରମିତଙ୍କ ସଂଖ୍ୟା

କଟକ: ଗତ ସପ୍ତାହକ ମଧ୍ୟରେ କଟକ ସହରରେ କରୋନା ସଂକ୍ରମିତଙ୍କ ସଂଖ୍ୟା କମିବାରେ ଲାଗିଛି । କଟକରେ କରୋନା ସ୍ଥିତି ନେଇ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ସିଏମସି କମିଶନର ଅନନ୍ୟା ଦାଶ । ସେ କହିଛନ୍ତି ଯେ, ସହରରେ ଜୁଲାଇ ୩୧ ଯାଏ ଲକଡାଉନ୍ ଜାରି ରହିଥିବା ବେଳେ ଏହି ସମୟରେ କରୋନା…

କଟକର ୩ ହସ୍ପିଟାଲ ପାଇଁ ଏସ୍‌ଓପି ଜାରି

କଟକ: ରାଜ୍ୟରେ କରୋନାକୁ ଲାଗୁନି ବ୍ରେକ୍ । ଦିନକୁ ଦିନ କରୋନା ତାରା କାୟା ବିସ୍ତାର କରିବାରେ ଲାଗିଛି । ତେବେ ଏହାର ମୁକାବିଲା ପାଇଁ କଟକର ବିଭିନ୍ନ ମେଡିକାଲ ପାଇଁ ଏସ୍‌ଓପି ଜାରି ହୋଇଛି । ଏସ୍‌ସିବି, ଆଚାର୍ଯ୍ୟ ହରିହର କ୍ୟାନସର ହସ୍ପିଟାଲ ଏବଂ ଶିଶୁ ଭବନ ପାଇଁ ଏସ୍‌ଓପି ଜାରି ହୋଇଛି ।…

ଲକଡାଉନ୍ ଘୋଷିତ ଚାରି ଜିଲ୍ଲାରେ ୬୪% ଆକ୍ଟିଭ୍ କେସ୍

ଭୁବନେଶ୍ୱର: କରୋନା ମୁକାବିଲା ପାଇଁ ଅଧିକ ସଂକ୍ରମିତ ଚାରି ଜିଲ୍ଲା ଗଞ୍ଜାମ, ଖୋର୍ଦ୍ଧା, କଟକ ଓ ଯାଜପୁରକୁ ଲକଡାଉନ୍ ଘୋଷଣା କରିଛନ୍ତି ସରକାର । ଏହାସହ ରାଉରକେଲା ମହାନଗର ନିଗମ ଅଞ୍ଚଳରେ ବି ୧୪ ଦିନିଆ ସଟଡାଉନ୍ ଲାଗୁ ହେବ । କାରଣ ସେସବୁ ଜିଲ୍ଲାରେ ସଂକ୍ରମିତ ଓ ଆକ୍ଟିଭ୍ କେସ୍ ଅଧିକ…

ସୁନ୍ଦର ଚିତ୍ରକଳାରେ ସଜେଇ ହେଉଛି ସିଲଭରସିଟି କଟକ

ସିଲଭରସିଟି କୁ ସରସ ସୁନ୍ଦର କରିବା ପାଇଁ କଟକ ମହାନଗର ନିଗମର ଅଭିନବ ପ୍ରୟାସ । କଟକ ସହରର ବିଭିନ୍ନ ଫ୍ଲାଇ ଓଭର ଗୁଡିକରେ କଟକ ଓ ଓଡ଼ିଶାର ସଂସ୍କୃତି କୁ ଚିତ୍ରିତ କରାଯାଉଛି। ଭାଇଚାରାର ସହର କଟକ କୁ ସବୁବେଳେ ସୁନ୍ଦର କରିବା ପାଇଁ କଟକିଆ ମାନେ ସବୁବେଳେ ଦାବି କରି ଆସିଛନ୍ତି। ଏହି…

ସିଲଭରସିଟିର ଗୋଲଡେନ ମ୍ୟାନଙ୍କ ମୁହଁରେ ୧୦୦ ଗ୍ରାମର ସୁନା ମାସ୍କ

କଟକ: ସାରା ବିଶ୍ୱକୁ କବଳିତ କରିଛି କରୋନା । ମହାମାରୀ କରୋନା ପାଇଁ ଚାରିଆଡେ ହା ହା କାର । କୋଭିଡ-୧୯ରୁ ବଂଚିବା ପାଇଁ ଏକମାତ୍ର ଉପାୟ ହେଉଛି ମାସ୍କ ପିନ୍ଧିବା ଏବଂ ସାନିଟାଇଜ କରିବା । ଏଥିପାଇଁ ବଜାରରେ ଭଳି କି ଭଳି ମାସ୍କ ବିକ୍ରି ହେଉଛି । ଏବେ ବିଭିନ୍ନ ଡାଜାଇନର ମାସ୍କ ଟ୍ରେଣ୍ଡରେ…