Latest Odisha News

BREAKING NEWS

Browsing Tag

Cuttack

ଲକ୍‌ଡାଉନ୍ ରେସିପି: କଟକରୁ ସ୍ୱାଗତୀକା ମହାନ୍ତିଙ୍କ ହରିୟାଲି ଗୋଭି କବାବ୍

ଭୁବନେଶ୍ୱର : www.odishabytes.com  ଓ www.odishasambad.in ପକ୍ଷରୁ ଏପ୍ରିଲ ମାସ ଶେଷ ସପ୍ତାହରୁ ଆରମ୍ଭ ହୋଇଥିଲା ଲକ୍‌ଡାଉନ ରେସିପି ପ୍ରତିଯୋଗିତା । ଏଥିରେ ବହୁ ସଂଖ୍ୟାରେ ଭାଗ ନେଇ ପ୍ରତିଯୋଗୀ ଆମକୁ ତାଙ୍କର ଇନୋଭେଟିଭ୍ ରେସିପି ପ୍ରସ୍ତୁତ କରି ଭିଡିଓ ପଠାଇଥିଲେ । ଏହାକୁ ଆମେ…

ଲକଡାଉନ୍ ୩.୦: କଟକରେ ମଦ ଦୋକାନ ଖୋଲିବା ନେଇ ସରକାରଙ୍କୁ ହାଇକୋର୍ଟଙ୍କ ନୋଟିସ୍‌

କଟକ: କଟକ ସହରରେ ମଦ ଦୋକାନ ଖୋଲିବା ପ୍ରସଙ୍ଗରେ ଏକ ପିଟିସନକୁ ଭିତ୍ତିକରି ରାଜ୍ୟ ସରକାରଙ୍କୁ ଓଡ଼ିଶା ହାଇକୋର୍ଟ ନୋଟିସ୍ ପ୍ରଦାନ କରିଛନ୍ତି । କଟକ ସହରର ପ୍ରକାଶ କୁମାର ରାଉତରାଏ ଏବଂ ଅନ୍ୟ ଦୁଇଜଣ ସ୍ଥାନୀୟ ବାସିନ୍ଦାଙ୍କ ଜନସ୍ୱାର୍ଥ ମାମଲାର ଶୁଣାଣି କରିଛନ୍ତି ଅଦାଲତ । ମଙ୍ଗଳବାର ଦିନ…

ବଡ଼ ଖବର: କଟକରେ ଖୋଲିଲା ଗାର୍ମେଣ୍ଟ୍ ମଲ୍ !

କଟକ: ଓଡ଼ିଶା ସମେତ ସାରା ଭାରତରେ ଜାରି ରହିଛି ଲକ୍‌ଡାଉନ୍ । ଲକ୍‌ଡାଉନ୍ କଟକଣା ଯୋଗୁଁ ଦୀର୍ଘ ଦିନ ବନ୍ଦ ରହିବା ପରେ ଆଜି କଟକରେ ଖୋଲିଛି ଗାର୍ମେଣ୍ଟ୍ ମଲ୍ । ମିଳିଥିବା ସୂଚନାନୁଯାୟୀ, କଟକ ସହରର ବ୍ୟାବସାୟିକ ପେଣ୍ଠସ୍ଥଳ ଭାବେ ପରିଚିତ ବାଦାମବାଡ଼ି, ଦୋଳମୁଣ୍ଡାଇ ନୂଆପାଟଣା ଏବଂ…

ଝଡ଼ର ଇଗଲ୍‌: ସାଇକେଲରେ ଦୂରଦିଗ୍‌ବଳୟ

(ଝଡ଼ର ଇଗଲ୍ – ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କୁ ନେଇ ଏହି ଆଲେଖର ସୃଷ୍ଟି । ଓଡ଼ିଶା ସାହିତ୍ୟ ଜଗତର ପ୍ରତିଷ୍ଠିତ ଲେଖକ ତଥା ବରିଷ୍ଠ ସ୍ତମ୍ଭକାର ଦାଶ ବେନହୁରଙ୍କ ଦ୍ୱାରା ଲିଖିତ ଏହି ଆଲେଖ ସମୁଦାୟ ଏଗାରଟି କଡ଼ିରେ ବିଭକ୍ତ । ‘ଓଡ଼ିଶା ସମ୍ବାଦ’ ପକ୍ଷରୁ  ପ୍ରତିଦିନ ଧାରାବାହିକ ଭାବେ…

ଝଡ଼ର ଇଗଲ୍‌: ଉଡ଼ାଜାହାଜରେ ଉଡ଼ିବି

(ଝଡ଼ର ଇଗଲ୍ – ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କୁ ନେଇ ଏହି ଆଲେଖର ସୃଷ୍ଟି । ଓଡ଼ିଶା ସାହିତ୍ୟ ଜଗତର ପ୍ରତିଷ୍ଠିତ ଲେଖକ ତଥା ବରିଷ୍ଠ ସ୍ତମ୍ଭକାର ଦାଶ ବେନହୁରଙ୍କ ଦ୍ୱାରା ଲିଖିତ ଏହି ଆଲେଖ ସମୁଦାୟ ଏଗାରଟି କଡ଼ିରେ ବିଭକ୍ତ । ‘ଓଡ଼ିଶା ସମ୍ବାଦ’ ପକ୍ଷରୁ  ପ୍ରତିଦିନ ଧାରାବାହିକ ଭାବେ…

ଝଡ଼ର ଇଗଲ୍‌: ଉଦୟ ବେଳା

(ଝଡ଼ର ଇଗଲ୍ - ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କୁ ନେଇ ଏହି ଆଲେଖର ସୃଷ୍ଟି । ଓଡ଼ିଶା ସାହିତ୍ୟ ଜଗତର ପ୍ରତିଷ୍ଠିତ ଲେଖକ ତଥା ବରିଷ୍ଠ ସ୍ତମ୍ଭକାର ଦାଶ ବେନହୁରଙ୍କ ଦ୍ୱାରା ଲିଖିତ ଏହି ଆଲେଖ ସମୁଦାୟ ଏଗାରଟି କଡ଼ିରେ ବିଭକ୍ତ । 'ଓଡ଼ିଶା ସମ୍ବାଦ' ପକ୍ଷରୁ ଆଜିଠାରୁ ପ୍ରତିଦିନ ଧାରାବାହିକ ଭାବେ…

କଟକରୁ ହଟିଲା କ୍ଲଷ୍ଟର କଂଟେନମେଣ୍ଟ ଜୋନ କଟକଣା

କଟକ: କଟକର ପ୍ରଥମ କରୋନା ପଜିଟିଭ୍ ରୋଗୀ ଚିହ୍ନଟ ହେବାପରେ ସହରର ପଟାପୋଲ ଅଂଚଳରେ ପ୍ରଶାସନ ପକ୍ଷରୁ ଜାରି କରାଯାଇଥିବା କ୍ଲଷ୍ଟର କଣ୍ଟେନ୍‌ମେଣ୍ଟ ଜୋନ୍ କଟକଣା ରବିବାର ପ୍ରତ୍ୟାହାର କରାଯିବା ନେଇ ନିର୍ଦ୍ଦେଶ ଜାରି କରିଛନ୍ତି ସିଏମ୍‌ସି କମିଶନର । ତେବେ ଏଠାରେ ବତ୍ତମାନ ଚାଲିଥିବା…

ପରଲୋକରେ ବରିଷ୍ଠ ଆଇନଜୀବୀ ଅଶ୍ୱିନୀ କୁମାର ମିଶ୍ର

କଟକ: ଓଡ଼ିଶା ହାଇକୋର୍ଟର ବରିଷ୍ଠ ଆଇନଜୀବୀ ଅଶ୍ୱିନୀ କୁମାର ମିଶ୍ରଙ୍କର ସୋମବାର ଦିନ ଦେହାନ୍ତ ଘଟିଛି । ସେ ଅସୁସ୍ଥତା ଯୋଗୁଁ ସେ କଟକ ଏସସିବିରେ ଚିକିତ୍ସା ଲାଗି ଭର୍ତ୍ତି ହୋଇଥିଲେ ଏବଂ ସୋମବାର ସକାଳ ୮ଟା ସମୟରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଥିଲେ । ମୃତ୍ୟୁ ବେଳକୁ ତାଙ୍କୁ ୭୨ ବର୍ଷ…

କୋଭିଡ୍‌-୧୯ ସଟ୍‌ଡାଉନ୍‌: କଟକରେ ପୋଲିସ ଉପରକୁ ଟେକାମାଡ଼

କଟକ: କଟକରେ ଏବେ ସଟ୍‌ଡାଉନ୍ ସଫଳ ହେବା ଲାଗି ପୋଲିସ ପ୍ରଶାସନ ପକ୍ଷରୁ କଡ଼ାକଡ଼ି ପଦକ୍ଷେପ ଗ୍ରହଣ କରାଯାଇଛି । କେଶରପୁର ଅଞ୍ଚଳରେ କିଛି ଯୁବକ ସଂଘବଦ୍ଧ ଭାବେ ପୋଲିସ ଉପରକୁ ଟେକାମାଡ଼ କରିବା ଫଳରେ ପୋଲିସକୁ ଲାଠି ଚାର୍ଜ କରିବାକୁ ପଡ଼ିଛି । ମିଳିଥିବା ଖବର ଅନୁଯାୟୀ, ମଙ୍ଗଳାବାଗ ଥାନା…

କରୋନା ରୋକିବା ପାଇଁ କଟକରେ ଶନିବାରଠାରୁ ଯୁଗ୍ମ-ଅଯୁଗ୍ମ ବ୍ୟବସ୍ଥା ଆରମ୍ଭ

କଟକ: କରୋନା ମହାମାରୀର ଭୟାବହତାକୁ ରୋକିବା ପାଇଁ କଟକ ସହରରେ ମଧ୍ୟ ସର୍ବସାଧାରଣ ପରିବହନ ବ୍ୟବସ୍ଥାରେ ଯୁଗ୍ମ-ଅଯୁଗ୍ମ ବ୍ୟବସ୍ଥା ଶନିବାର ଠାରୁ ଲାଗୁ ହେବ । ବସ୍‌, ଅଟୋ, ଟାକ୍ସି ଓ ଟ୍ରକ୍ ଇତ୍ୟାଦି ର ଚଳାଚଳ ଉପରେ ଏହି ନୂଆ ନିୟମ ଲାଗୁ ହେବ ବୋଲି ଭୁବନେଶ୍ୱର-କଟକ କମିଶନରେଟ୍ ପୋଲିସ୍…