Latest Odisha News

BREAKING NEWS

Browsing Tag

Cuttack

ଆଜି ସରୁଛି ଐତିହାସିକ କଟକ ବାଲିଯାତ୍ରା

କଟକ: ବିଶ୍ୱ ପ୍ରସିଦ୍ଧ କଟକ ଐତିହାସିକ ବାଲିଯାତ୍ରାର ଆଜି ହେଉଛି ଅନ୍ତିମ ଦିନ। ମିଳିଥିବା ସୂଚନା ଅନୁଯାୟୀ ଚଳିତ ବର୍ଷର ଏହି ବାଲିଯାତ୍ରା ୮ମ ଦିନ ଅତିକ୍ରାନ୍ତ କରିଥିବାବେଳେ ଆଜି ଉଦଯାପିତ ହେବାକୁ ଯାଉଛି । ଅନେକ ଦିନ ଧରି ବାଲିଯାତ୍ରା ସନ୍ଧ୍ୟାରେ ସମସ୍ତ ଦର୍ଶକମାନଙ୍କୁ ଷ୍ଟାର୍…

ବାଲିଯାତ୍ରାରେ ସୋନାଙ୍କ ଜଲଓ୍ବା, ରଙ୍ଗବତୀରେ ଝୁମିଲେ ଦର୍ଶକ

କଟକ: ବିଶ୍ୱ ପ୍ରସିଦ୍ଧ କଟକ ଐତିହାସିକ ବାଲିଯାତ୍ରା ପଡିଆରେ ଅନୁଷ୍ଠିତ ସାଂସ୍କୃତିକ କାର୍ଯ୍ୟକ୍ରମ ଉତ୍ସବର ରବିବାର ସନ୍ଧ୍ୟାରେ ମୁଖ୍ୟ ଆକର୍ଷଣ ସାଜିଥିଲେ କଣ୍ଠଶିଳ୍ପୀ ସୋନା ମହାପାତ୍ର । ବଲିଉଡ ଷ୍ଟାର ମ୍ୟୁଜିକ ନାଇଟରେ ପରିବେସିତ ଗୀତ ଶୀତୁଆ ରାତିକୁ ପୂରା ଗରମାଗରମ ମାହୋଲରେ ପରିଣତ…

ବଲିଉଡ ଗାୟକ ଦଲେରଙ୍କ ଧୁନରେ ମତୁଆଲା ହେଲା ବାଲିଯାତ୍ରା ସନ୍ଧ୍ୟା

କଟକ: ବିଶ୍ୱ ପ୍ରସିଦ୍ଧ କଟକ ଐତିହାସିକ ବାଲିଯାତ୍ରା ପଡିଆରେ ଅନୁଷ୍ଠିତ ସାଂସ୍କୃତିକ କାର୍ଯ୍ୟକ୍ରମ ଉତ୍ସବରେ ମୁଖ୍ୟ ଆକର୍ଷଣ ସାଜିଥିଲେ ବଲିଉଡ ସିଙ୍ଗର ଦଲେର ମେହେନ୍ଦି । ଅନେକ ଦିନ ଧରି ବାଲିଯାତ୍ରା ସନ୍ଧ୍ୟାରେ ସମସ୍ତ ପର୍ଯ୍ୟଟକମାନେ ମତୁଆଲା ହେଉଥିବା ବେଳେ ଏହାର ୫ମ ସନ୍ଧ୍ୟାରେ…

ଇସ୍ରୋ ପକ୍ଷରୁ ବାଲିଯାତ୍ରାରେ ‘ଡେମୋନଷ୍ଟ୍ରେସନ୍ ପ୍ରୋଗ୍ରାମ୍’

କଟକ: ବିଶ୍ୱ ପ୍ରସିଦ୍ଧ କଟକ ଐତିହାସିକ ବାଲିଯାତ୍ରା ଲାଗି ଚଳଚଞ୍ଚଳ ହୋଇ ଉଠିଛି କଟକ ସହର । ଏହି ପରିପ୍ରେକ୍ଷୀରେ ବାଲିଯାତ୍ରାରେ ଇସ୍ରୋ ପକ୍ଷରୁ ଭାରତୀୟ ମହାକାଶ ସମ୍ବନ୍ଧୀୟ ଜ୍ଞାନ ପ୍ରଦର୍ଶିତ କରାଯାଇଛି । https://youtu.be/kyd3ikObVsY ଇଣ୍ଡିଆନ ସ୍ପେସ ରିସର୍ଚ୍ଚ…

୪ର୍ଥ ଦିନରେ ଐତିହାସିକ କଟକ ବାଲିଯାତ୍ରା, ଆକୃଷ୍ଟ କରୁଛି କାଶ୍ମିରୀ ସାଲ୍…..

କଟକ: ବିଶ୍ୱ ପ୍ରସିଦ୍ଧ କଟକ ଐତିହାସିକ ବାଲିଯାତ୍ରାର ଆଜି ହେଉଛି ୪ର୍ଥ ଦିନ। ଐତିହାସିକ  ବାଲିଯାତ୍ରା ପାଇଁ ଚଳଚଞ୍ଚଳ ହୋଇ ଉଠିଛି କଟକ ସହର । ମିଳିଥିବା ସୂଚନା ଅନୁଯାୟୀ ୮ଦିନ ଧରି ଚାଲିବାକୁ ଥିବା ଏହି ବାଲିଯାତ୍ରାକୁ ଚଳିତ ବର୍ଷ ଆଉ ଗୋଟିଏ ଦିନ ପାଇଁ ବୃଦ୍ଧି କରାଯାଇଛି । ଖାଦ୍ୟ ତଥା…

ଆଉ ୨ ଦିନ ବଢିଲା ଐତିହାସିକ କଟକ ବାଲିଯାତ୍ରା !

କଟକ: ବିଶ୍ୱ ପ୍ରସିଦ୍ଧ କଟକ ଐତିହାସିକ ବାଲିଯାତ୍ରାର ଆଜି ହେଉଛି ଦ୍ୱିତୀୟ ଦିନ। ଏହି ଅବସରରେ ଆଉ ୨ ଦିନ ଲାଗି ବାଲିଯାତ୍ରାକୁ ବୃଦ୍ଧି କରାଯାଇଥିବା ବେଳେ ଏହା ଏବେ ନଭେମ୍ବର ୨୧ ତାରିଖରେ ସମାପ୍ତ ହେବ । ଗଣମାଧ୍ୟମରେ ପ୍ରକାଶିତ ରିପୋର୍ଟ ଅନୁଯାୟୀ ୮ଦିନ ଧରି ଚାଲିବାକୁ…

ଆଜିଠୁ ଐତିହାସିକ ବାଲିଯାତ୍ରା ଆରମ୍ଭ, ଚଳଚଞ୍ଚଳ କଟକ ସହର

କଟକ: ବିଶ୍ୱ ପ୍ରସିଦ୍ଧ କଟକ ଐତିହାସିକ ବାଲିଯାତ୍ରା ନଭେମ୍ବର ୧୨ ତାରିଖ ତଥା ଆଜିଠାରୁ ଆରମ୍ଭ ହେଉଛି । ଯାହାଫଳରେ ଏକପ୍ରକାର ଚଳଚଞ୍ଚଳ ହୋଇପଡିଛି କଟକ ସହର । ମିଳିଥିବା ସୂଚନା ଅନୁଯାୟୀ ୮ଦିନ ଧରି ଚାଲିବାକୁ ଥିବା ଏହି ବାଲିଯାତ୍ରାକୁ ଉଦଘାଟନ କରିବେ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର…

ନିର୍ଭରଯୋଗ୍ୟ ଗୋବର ନିର୍ମିତ ଜାଳେଣୀ; ଜାଣନ୍ତୁ ଓଡ଼ିଶାର କେଉଁଠି ହେଉଛି ତିଆରି…

ଭୁବନେଶ୍ୱର: ଆପଣମାନେ ଗଛରୁ ବାହାରୁଥିବା କାଠ ସମ୍ପର୍କରେ ତ ଜାଣିଥିବେ କିନ୍ତୁ ଗୋବରରେ ତିଆରି କାଠ କଥା ଶୁଣିଲେ ନିଶ୍ଚୟ ଆଶ୍ଚର୍ଯ୍ୟ ଲାଗିବ । ଯାହା ଏକପ୍ରକାର କାଠର ଭ୍ରମ ସୃଷ୍ଟି କରିଥାଏ। ଏଭଳି ଏକ ଅଭିନବ ପଦକ୍ଷେପ ନେଇଛନ୍ତି କଟକ ନୂଆବଜାର ସ୍ଥିତ ଗୋ-ଶାଳା କର୍ତ୍ତୃପକ୍ଷ ।…

‘ବାଲିଯାତ୍ରା’କୁ ମିଳିଲା ରାଜ୍ୟସ୍ତରୀୟ ଉତ୍ସବ ମାନ୍ୟତା

ଭୁବନେଶ୍ୱର: ବିଶ୍ୱ ପ୍ରସିଦ୍ଧ କଟକ ଐତିହାସିକ ବାଲିଯାତ୍ରାକୁ ମିଳିଲା ରାଜ୍ୟସ୍ତରୀୟ ଉତ୍ସବ ମାନ୍ୟତା। ନଗର ଉନ୍ନୟନ ବିଭାଗ ଓ ସଂସ୍କୃତି ବିଭାଗ ପକ୍ଷରୁ ଶୁକ୍ରବାର ଦିନ ଲୋକସେବା ଭବନରେ ଆୟୋଜିତ ହୋଇଥିବା ଏକ ବୈଠକରେ ଏଭଳି ନିଷ୍ପତ୍ତି ଗ୍ରହଣ କରାଯାଇଛି । କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ…

ବାଣ ଗୋଦାମ ଉପରେ ଚଢାଉ, ୩ ଗିରଫ

କଟକ: କଟକ ଜଗତପୁର ଥାନା ପକ୍ଷରୁ ଫୁଣି ଥରେ ବେଆଇନ ବାଣ ଗୋଦାମ ଉପରେ ଚଢ଼ାଉ କରାଯାଇଛି। ଏହି ଘଟଣାରେ କମିସନରେଟ ପୋଲିସ ୩ ଜଣଙ୍କୁୁ ଗିରଫ କରିବା ସହିତ ଗୋଟିଏ ଟ୍ରକ୍ ବାଣ ଜବତ କରିଥିବା ନେଇ ସୂଚନା ମିିିଳିିିଛି। ତେବେ ଜବତ ବାଣର ଆନୁମାନିକ ମୂଲ୍ୟ ୫ ଲକ୍ଷ ଟଙ୍କା ହୋଇଥିବାବେଳେ ଏନେଇ…