Latest Odisha News

BREAKING NEWS

Browsing Tag

Cuttack

ବିଜେଡି ଛାଡ଼ିବେ କି ଭର୍ତ୍ତୃହରି ମହତାବ ?

ଭୁବନେଶ୍ୱର: କଟକ ସାଂସଦ ଭର୍ତ୍ତୃହରି ମହତାବଙ୍କୁ ନେଇ ଚିନ୍ତାରେ ବିଜେଡି । ସପ୍ତାହକ ତଳେ ପୁରୀରେ ଅନୁଷ୍ଠିତ ଦଳର ପ୍ରତିଷ୍ଠା ଦିବସରେ ଉପସ୍ଥିତ ନଥିଲେ ଭର୍ତ୍ତୃହରି । ଆଉ ଏବେ ଭର୍ତ୍ତୃହରି ଦେଇଥିବା ପ୍ରସଙ୍ଗ ମନ୍ତବ୍ୟ ବିଜେଡି ଶିବିରରେ ଭ୍ରୁକୁଞ୍ଚନ ସୃଷ୍ଟି କରିଛି । କଟକରେ ଦଳୀୟ…

ପିପରଫ୍ରାଏ ପକ୍ଷରୁ କଟକରେ ନୂତନ ଷ୍ଟୁଡିଓର ଶୁଭାରମ୍ଭ

କଟକ: ଅଗ୍ରଣୀ ଇ-କମର୍ସ ଆସବାବପତ୍ର ଓ ଗୃହୋପକରଣ ସାମଗ୍ରୀ କଂପାନି ପିପରଫ୍ରାଏ ପକ୍ଷରୁ କଟକରେ ଏହାର ପ୍ରଥମ ଷ୍ଟୁଡିଓ ଶୁଭାରମ୍ଭ କରାଯାଇଥିବା ବିଷୟରେ ଘୋଷଣା କରାଯାଇଛି । ଭାରତରେ ହୋମ୍ ଓ ଲିଭିଂସ୍ପେସ୍‌ରେ ଏହାର ଓମ୍‌ନି ଚ୍ୟାନେଲ୍‌ ଗ୍ରାହକ ସଂପୃକ୍ତିକୁ ସୁଦୃଢ଼ କରିବା ଓ ସ୍ୱତନ୍ତ୍ର…

କଟକ ଏବଂ ବରଗଡ଼ରୁ ପୁଣି ନକଲି ଔଷଧ ଜବତ

ଭୁବନେଶ୍ୱର: ପୁଣି ଜବତ ହୋଇଛି ନକଲି ଔଷଧ । ଆଜି କଟକ ଓ ବରଗଡ଼ର ଦୁଇଟି ଗୋଦାମରୁ ନକଲି ଔଷଧ ଜବତ କରାଯାଇଛି । ଏ ବିଷୟରେ ଗଣମାଧ୍ୟମ ପ୍ରଶ୍ନର ଉତ୍ତର ଦେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଶାସନ ସଚିବ ଶାଳିନୀ ପଣ୍ଡିତ କହିଛନ୍ତି, ସନ୍ଦେହାତ୍ମକ ଔଷଧ ପ୍ରସ୍ତୁତିରେ ଲିପ୍ତ ସଂସ୍ଥାକୁ…

ଇ-କାର୍ଟ ପ୍ୟାକେଟ୍ ପଠାଇଲେ, ୧୯ହଜାର ଲୁଟିଲେ ସାଇବର ଠକ

କଟକ : କଟକରେ ସାଇବର ଠକେଇ । ଅନଲାଇନ ସପିଂ ପ୍ୟାକେଟରୁ ବାହାରିଲା ଦୁର୍ଗନ୍ଧ କପଡା । ରିଫଣ୍ଡ ମାଗିବାକୁ ଯାଇ ଠକେଇର ଶିକାର ହୋଇଛନ୍ତି ମହିଳା । କଟକ ନୂଆ ବଜାର ଅଞ୍ଚଳର ଜଣେ ନାବାଳିକାଙ୍କୁ ନିଜର ଅନଲାଇନ ଅର୍ଡର ରିସିଭ କରିବା ପାଇଁ ଇ-କାର୍ଟ ରୁ ଏକ କଲ ଆସିଥିଲା । ନାବାଳିକା ଜଣକ ଘରେ…

ଶଶୂର ନାଁରେ ସଙ୍ଗୀନ ଅଭିଯୋଗ ଆଣିଲା ବୋହୂ

କଟକ : ନ୍ୟାୟ ପାଇବା ପାଇଁ ସ୍ୱାମୀ ଘର ଆଗରେ ଧାରଣାରେ ବସିଲେ ମହିଳା । ସ୍ବାମୀ ନଥିବା ସମୟରେ ଶଶୂର ଦେଉଥିଲା ନିର୍ଯାତନା । ବୋହୂକୁ ନିଜର କରିବାକୁ ଚଳାଇଥିଲା ପ୍ରୟାସ  । ଏଭଳି ସଙ୍ଗୀନ ଅଭିଯୋଗ ଆଣିଛି ଜଣେ ବୋହୂ । କଟକ ଜିଲ୍ଲା ସାଲେପୁର ଥାନା ଅନ୍ତର୍ଗତ ମାଛୁଆତି ଗାଁର ସନାତନ…

ଦିନ ୧୧ଟା ସୁଦ୍ଧା ବି ବ୍ଲକ କାର୍ଯ୍ୟାଳୟକୁ ଆସୁନାହାନ୍ତି ଅଧିକାରୀ

କଟକ: କଟକ ଜିଲ୍ଲା ନିଶ୍ଚିତକୋଇଲି ବ୍ଲକ କାର୍ଯ୍ୟାଳୟର ଅଧିକାରୀ ପୂର୍ବାହ୍ନ ୧୧ଟା ସୁଦ୍ଧା ବି ପହଞ୍ଚୁନଥିବା ଅଭିଯୋଗ କରିଛନ୍ତି ହିତାଧିକାରୀ । ଜନସାଧାରଣଙ୍କୁ ତ୍ୱରିତ ସେବା ପ୍ରଦାନ ନିମନ୍ତେ ରାଜ୍ୟ ସରକାର ମୋ ସରକାର  ଯୋଜନା ଚଲାଇଛନ୍ତି । ହେଲେ ଦିନ ୧୧ଟାରେ ବି  ବ୍ଲକ କାର୍ଯ୍ୟାଳୟରେ…

ବାଲିଯାତ୍ରାରେ ସମ୍ବଲପୁରୀ ଗାୟକ ମଣ୍ଟୁ ଛୁରିଆଙ୍କ ଗୀତରେ ଝୁମିଲେ ଦର୍ଶକ

କଟକ: ଲୋକଙ୍କ ମନମୋହୁଛି କଟକର ବାଲିଯାତ୍ରା । ଦୁଇ ବର୍ଷର କରୋନା କଟକଣା ପରେ ଏଥର ଝଲସୁଛି ବାଲିଯାତ୍ରା ପଡ଼ିଆ । ଭଳିକି ଭଳି ଖାଦ୍ୟ ସାଙ୍ଗକୁ ଅନେକ ପ୍ରକାରର ଦୋଳି ଲୋକଙ୍କୁ କରୁଛି ଆକୃଷ୍ଟ । ସନ୍ଧ୍ୟା ହେଲେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମର ମଜା ନେଉଛନ୍ତି ଦର୍ଶକ ।  ବିଶେଷ କରି  ଝିଲମିଲ…

ଆଜି ସରୁଛି ଐତିହାସିକ ବାଲିଯାତ୍ରା,ଉଦ୍‌ଯାପନୀ ସମାରୋହରେ ଯୋଗଦେବେ ରାଜ୍ୟପାଳ

କଟକ : ଆଜି ସରିବ କଟକର ଐତିହାସିକ ବାଲିଯାତ୍ରା। ନଭେମ୍ବର ୮ତାରିଖରୁ ଆରମ୍ଭ ହୋଇଥିଲା କଟକ ପ୍ରସିଦ୍ଧ ବାଲିଯାତ୍ରା।ପ୍ରଶାସନ ନିଷ୍ପତ୍ତି ଅନୁଯାୟୀ ଏହି ବାଲିଯାତ୍ରାକୁ ଗୋଟିଏ ଦିନ ବୃଦ୍ଧି କରାଯାଇଥିଲା। ତେଣୁ ଆଜି ସରୁଛି ଏହି ଐତିହାସିକ ବାଲିଯାତ୍ରା । କାର୍ତ୍ତିକ ପୂର୍ଣ୍ଣିମାରୁ ଆରମ୍ଭ…

ଦିନଟିଏ ବଢ଼ିଲା କଟକ ପ୍ରସିଦ୍ଧ ଐତିହାସିକ ବାଲିଯାତ୍ରା

କଟକ : ଗୋଟିଏ ଦିନ ବଢ଼ିଲା ଐତିହାସିକ ବାଲିଯାତ୍ରା । ବୁଧବାର ଶେଷ ହେବାର ଥିଲା ଗୁରୁବାର ସରିବ ବାଲିଯାତ୍ରା । ଏନେଇ ସୂଚନା ଦେଲେ କଟକ ଜିଲ୍ଲାପାଳ ଭବାନୀ ଶଙ୍କର ଚୟନୀ। ସାଧାରଣ ଲୋକ ଓ ବ୍ୟବସାୟୀଙ୍କ ଦାବିକୁ ଦୃଷ୍ଟିରେ ରଖି ବାଲିଯାତ୍ରାକୁ ଆଉ ଦୁଇ ଦିନ ବଢ଼ାଇବା ପାଇଁ କଟକ ମେୟରଙ୍କ ତରଫରୁ…

ବାଲିଯାତ୍ରାରେ ମନ ମୋହୁଛି ସ୍ମୋକ୍ ବିସ୍କୁଟ୍

କଟକ: ବିସ୍କୁଟ୍ ଖାଇବାକୁ ସମସ୍ତଙ୍କୁ ଭଲ ଲାଗେ । ପିଲାଠୁ ବୁଢ଼ା ସମସ୍ତଙ୍କୁ ବିସ୍କୁଟ୍ ଲୋଡ଼ା । ଆଉ ଚା କପ୍ ସହ ବିସ୍କୁଟ୍ ହେଲେ ଆନନ୍ଦ କାହିଁରେ କେତେ । କଟକ ବାଲିଯାତ୍ରାରେ ସ୍ମୋକ ବିସ୍କୁଟ୍ ସମସ୍ତଙ୍କ ମନ ମୋହୁଛି । ଏହି ବିସ୍କୁଟ୍ ଯିଏ ଥରେ ଖାଉଛି, ଆଉ ଥରେ ଖାଇବାକୁ ଇଚ୍ଛା କରୁଛି ।…