Latest Odisha News

BREAKING NEWS

Browsing Tag

Cwc

[ଦେଖନ୍ତୁ ଭିଡିଓ] କଂଗ୍ରେସ ଅଧ୍ୟକ୍ଷ ପଦ ପାଇଁ ଅକ୍ଟୋବର ୧୭ରେ ନିର୍ବାଚନ, ୧୯ରେ ହେବ ଭୋଟ୍ ଗଣତି

ନୂଆଦିଲ୍ଲୀ: କଂଗ୍ରେସକୁ ମିଳିବ ନୂଆ ଅଧ୍ୟକ୍ଷ । ଅଧ୍ୟକ୍ଷ ପଦ ପାଇ ନିର୍ବାଚନ ହେବ । ଅକ୍ଟୋବର ୧୭ ତାରିଖରେ ନିର୍ବାଚନ ହେବାକୁ ଥିବା ବେଳେ ୧୯ ତାରିଖରେ ହେବ ଭୋଟ୍ ଗଣତି । ଆଜି ବସିଥିବା ସଡବ୍ଲୁସି ବୈଠକରେ ଏନେଇ ନିଷ୍ପତ୍ତି ନେଇଛି ।…

ଅପରାହ୍ନରେ କଂଗ୍ରେସ କାର୍ଯ୍ୟକାରିଣୀ କମିଟି ବୈଠକ: ସଭାପତି ନିର୍ବାଚନ ନେଇ ହେବ ଆଲୋଚନା

ନୂଆଦିଲ୍ଲୀ: ଆଜି ଅପରାହ୍ନରେ କଂଗ୍ରେସ କାର୍ଯ୍ୟକାରିଣୀ କମିଟି ବୈଠକ ଅନୁଷ୍ଠିତ ହେବାକୁ ଯାଉଛି । ଏଥିରେ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଅଧ୍ୟକ୍ଷତା କରିବେ । ଅପରାହ୍ନ ୩ଟା ୩୦ରେ ଏହି ବୈଠକ ଭର୍ଚୁଆଲ ମୋଡ୍‌ରେ ଅନୁଷ୍ଠିତ ହେବ । ଦଳର ସମସ୍ତ ବରିଷ୍ଠ ନେତା ଏଥିରେ ସାମିଲ ହୋଇ ଦଳର ଆଗାମୀ…

ବିଧାନସଭାରେ ପୁଣି ଉଠିଲା କେନ୍ଦ୍ରୀୟ ଅବହେଳା ପ୍ରସଙ୍ଗ

ଭୁବନେଶ୍ୱର: ବିଧାନସଭାରେ ପୁଣି ଉଠିଲା କେନ୍ଦ୍ରୀୟ ଅବହେଳା ପ୍ରସଙ୍ଗ । ଜଳ ସମ୍ପଦ ବିଭାଗର ପ୍ରଶ୍ନୋତ୍ତର ବେଳେ ଉଠିଲା ମହାନଦୀ ଜଳ ବିବାଦ ପ୍ରସଙ୍ଗ । ରାଜ୍ୟର ବିଭିନ୍ନ ପ୍ରକଳ୍ପକୁ CWC ମଞ୍ଜୁରୀ ଦେଉ ନଥିବା ଅଭିଯୋଗ କରିଛନ୍ତି ବିଜେଡି ବିଧାୟକ ପ୍ରଦୀପ ଅମାତ । ପ୍ରଦୀପ ଅମାତ କହିଛନ୍ତି,…

ମେ ୧୫ରୁ ୩୦ ମଧ୍ୟରେ ହୋଇପାରେ କଂଗ୍ରେସର ସାଙ୍ଗଠନିକ ନିର୍ବାଚନ

ନୂଆଦିଲ୍ଲୀ: କଂଗ୍ରେସ କାର୍ଯ୍ୟକାରୀ କମିଟି (CWC) ବୈଠକ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଚାଲିଛି । ସୂତ୍ରରୁ ମିଳିଥିବା ସୂଚନା ମୁତାବକ ବହୁ ପ୍ରତୀକ୍ଷିତ କଂଗ୍ରେସର ସାଙ୍ଗଠନିକ ନିର୍ବାଚନ ମେ ମାସରେ ହେବ । ମେ ୧୫ରୁ ମେ ୩୦ ମଧ୍ୟରେ ହେବାକୁ ଥିବା ସାଙ୍ଗଠନିକ ନିର୍ବାଚନରେ କଂଗ୍ରେସ ବାଛିବ…

କନ୍ଧମାଳ ସେବାଶ୍ରମରେ ପୁଣି ଜଣେ ଛାତ୍ରୀ ଗର୍ଭବତୀ, ୧ ଅଟକ

ଫୁଲବାଣୀ: କନ୍ଧମାଳ ଜିଲ୍ଲା ବେଲଘରସ୍ଥିତ ଏକ ଆଦିବାସୀ ସେବାଶ୍ରମରେ ଜଣେ ଅଷ୍ଟମ ଶ୍ରେଣୀର ଛାତ୍ରୀ ଗର୍ଭବତୀ ହୋଇଥିବା ନେଇ ଜଣାପଡିଛି । ମିଳିଥିବା ସୂଚନାନୁଯାୟୀ ସମ୍ପୃକ୍ତ ଛାତ୍ରୀ ୪ ମାସର ଅର୍ନ୍ତସତ୍ୱା ହୋଇଥିବାବେଳେ ଉକ୍ତ ବିଦ୍ୟାଳୟ ପ୍ରଧାନଶିକ୍ଷକ ଏନେଇ ଥାନାରେ ଏତଲା ଦେବା ପରେ…