Latest Odisha News

BREAKING NEWS

Browsing Tag

Cyber Police

ସାଇବର ଥାନାରେ କଣ୍ଠଶିଳ୍ପୀ ପମି, ମ୍ୟୁଜିକ ଚୋରି ଅଭିଯୋଗ

ଭୁବନେଶ୍ୱର: ବିଶିଷ୍ଟ ଓଡିଆ ଗାୟକ ପମି ମିଶ୍ର ଭୁବନେଶ୍ୱରର ସାଇବର ଥାନାରେ ଏକ ମ୍ୟୁଜିକ୍ ପ୍ରଡକ୍ସନ୍ ହାଉସ ବିରୋଧରେ ଅଭିଯୋଗ କରିଛନ୍ତି। ତାଙ୍କ ଅଭିଯୋଗ ଅନୁଯାୟୀ, ପ୍ରଡକ୍ସନ୍ ହାଉସ୍ ତାଙ୍କର ୧୪ ବର୍ଷ ତଳର ପୁରୁଣା ଗୀତକୁ ନିଜର କହି ଆର୍ଥିକ ଲାଭ କରୁଛନ୍ତି। ଘଟଣା ସମ୍ପର୍କରେ ଜାଣିବା…

ମନ୍ତ୍ରୀଙ୍କ ପିଏ ପରିଚୟ ଦେଇ ଫୋନରେ କରୁଥିଲେ ପକେଟ୍ ଖାଲି

ଭୁବନେଶ୍ୱର: ହ୍ୟାଲୋ… ମୁଁ ମନ୍ତ୍ରୀଙ୍କ ପି.ଏ. କହୁଛି । ମନ୍ତ୍ରୀଙ୍କ ମାଆ ହୋମଯଜ୍ଞ କରିବେ । ଆପଣ ଯଜ୍ଞ ପାଇଁ କିଛି ସାହାଯ୍ୟ କରନ୍ତୁ ।... କିଛି ଏମିତି ଢଙ୍ଗରେ ଜାଲ ବିଛାଇଥିଲା କିନ୍ନର ମନିଷା ଓରଫ ସୌମ୍ୟ ରଞ୍ଜନ ପ୍ରଧାନ । କେତେବେଳେ ନେତା ତ କେତେବେଳେ ମନ୍ତ୍ରୀଙ୍କ ପିଏ ବୋଲି ପରିଚୟ…

କିଟି କ୍ୟାସ୍ ଗ୍ରୁପ ଜରିଆରେ ଅନଲାଇନ ଠକେଇ, ମଧ୍ୟପ୍ରଦେଶର ଠକକୁ ଧରିଲା ସାଇବର ଥାନା

ଭୁବନେଶ୍ୱର: ୧୦୦୦ ଟଙ୍କା ବିନିଯୋଗରେ ମିଳିବ ୧୦୦ ଟଙ୍କା ସୁଧ । ୧୦ ପ୍ରତିଶତ ସୁଧ ଲୋଭ ଦେଖାଇ ମୋବାଇଲ ଗ୍ରୁପ୍ ଜରିଆରେ ଠକାମିର ଜାଲ ବିଛାଇଥିଲେ । ଗ୍ରାହକଙ୍କ ମନ ଜିଣିବା ପାଇଁ ପ୍ରଥମେ ପ୍ରଥମେ ଭଲ ରିଟର୍ଣ୍ଣ ଦେଉଥିଲେ । ଆଉ ବଡ଼ ଧରଣର ଟଙ୍କା ବିନିଯୋଗ ପରେ ଠକେଇ କରୁଥିଲେ । ସୁଧ ଟଙ୍କାକୁ…