ରାଜ୍ୟରେ ଖୋଲିବ ୧୧ଟି ସାଇବର ଓ ଅର୍ଥନୈତିକ ଅପରାଧ ଥାନା
ଭୁବନେଶ୍ବର : ସାରା ବିଶ୍ବ ପାଇଁ ଚିନ୍ତାର କାରଣ ହୋଇଛି ସାଇବର ଅପରାଧ । ଦେଶ ତଥା ଆମ ରାଜ୍ୟରେ ମଧ୍ୟ ସାଇବର ଅପରାଧର ଅନେକ ଘଟଣା ନଜରକୁ ଆସୁଛି । ସାଇବର ଅପରାଧ, ବ୍ୟାଙ୍କ ଦେଣନେଣ ତଥା ଜଟିଳ ଡିଜିଟାଲ ଦେଣନେଣରେ ଅଧିକ ଭାବରେ ସଂପୃକ୍ତ । ତେଣୁ ଏସବୁ ଅପରାଧର ଯଥାର୍ଥ ଅନୁସନ୍ଧାନ ଓ…