Latest Odisha News

BREAKING NEWS

Browsing Tag

Cyclone Alert

ରାଜ୍ୟକୁ ଫେରିଲା ତାତି, ୪୦ ଉପରେ ୭ ସହର

ଭୁବନେଶ୍ୱର: ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ସାମାନ୍ୟ ବଢ଼ିଛି । କାଳବୈଶାଖୀ ପ୍ରଭାବ କମିବା ପରେ ରାଜ୍ୟରେ ବୃଦ୍ଧି ପାଇଛି ତାପମାତ୍ରା । ଆଜି ରାଜ୍ୟର ୭ଟି ସ୍ଥାନରେ ଦିନର ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଛି । ଅନୁଗୁଳରେ ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ୪୧.୭ ଡିଗ୍ରୀ ରେକର୍ଡ…

ଆରବ ସାଗରରେ ଆସୁଛି ବାତ୍ୟା ‘ସାହିନ୍’, ନେଇପାରେ ସିଭିୟର ସାଇକ୍ଲୋନିକ୍ ଷ୍ଟର୍ମ ରୂପ

ନୂଆଦିଲ୍ଲୀ: ଆରବ ସାଗରରେ ସୃଷ୍ଟି ହେବ ବାତ୍ୟା ସାହିନ୍ । ବଙ୍ଗୋପସାଗରରେ ସୃଷ୍ଟି ବାତ୍ୟା ଗୁଲାବର ଅବଶିଷ୍ଟାଂଶରୁ ଏହାର ପୂନର୍ଜନ୍ମ ହୋଇଛି । ସାଇକ୍ଲୋନିକ ଷ୍ଟର୍ମ ନେଇ ଆଲର୍ଟ ଜାରି କରିଛି ଭାରତୀୟ ପାଣିପାଗ ବିଭାଗ । ବର୍ତ୍ତମାନ ଆରବ ସାଗରରେ ଓ୍ୱେଲ୍ ମାର୍କଡ ଲୋ ପ୍ରେସର ଅବପାତର ରୂପ ନେଇ…

ଆସୁଛି ବାତ୍ୟା: ଦକ୍ଷିଣ ଓଡ଼ିଶା ଓ ଆନ୍ଧ୍ରକୁ ସତର୍କ ସୂଚନା

ଭୁବନେଶ୍ୱର: ବଙ୍ଗପସାଗରରେ ସୃଷ୍ଟି ହେବ ସାମୁଦ୍ରିକ ଝଡ଼ । ସମ୍ଭାବ୍ୟ ବାତ୍ୟା ନେଇ ସତର୍କ କରାଇଲା ଭାରତୀୟ ପାଣିପାଗ ବିଭାଗ । ଉତ୍ତର ଆନ୍ଧ୍ର ପ୍ରଦେଶ ଓ ସଂଲଗ୍ନ ଦକ୍ଷିଣ ଓଡ଼ିଶା ଉପକୂଳ ପାଇଁ ଜାରି ହୋଇଥି ବାତ୍ୟା ସତର୍କତା । ବାତ୍ୟା ନେଇ ୟେଲୋ ଆଲର୍ଟ ଜାରି କରିଛି ଭାରତୀୟ ପାଣିପାଗ…

ଅପରାହ୍ଣ ୪ଟାରେ ରାଜ୍ୟବାସୀଙ୍କୁ ସମ୍ବୋଧିତ କରିବେ ମୁଖ୍ୟମନ୍ତ୍ରୀ, ବାତ୍ୟା ନେଇ କରିପାରନ୍ତି ସତର୍କ

ଭୁବନେଶ୍ୱର: ଆଜି ଅପରାହ୍ଣରେ ରାଜ୍ୟବାସୀଙ୍କୁ ସମ୍ବୋଧିତ କରିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୪ଟାରେ ବେଳେ ଭିଡିଓ ବାର୍ତ୍ତା ଦେବେ ମୁଖ୍ୟମନ୍ତ୍ରୀ । କଣ କହିବେ ତାଉପରେ ନଜର ରହିଛି । ବାତ୍ୟା ନେଇ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀ ସତର୍କ କରାଇ ପାରନ୍ତି । ଓଡ଼ିଶା ଉପକୂଳରେ ବାତ୍ୟାର…

ତାଉ’ତେ ଗଲା, ଆସିବ ୟଶ୍: ଆଉ ଏକ ବାତ୍ୟା ଆଶଙ୍କା, ବଙ୍ଗୋପସାଗର ଉପକୂଳରେ ଲ୍ୟାଣ୍ଡଫଲ୍ !

ନୂଆଦିଲ୍ଲୀ: ଗୋଟିଏ ଗଲା, ଆଉ ଗୋଟିଏ ଆସୁଛି । ଆରବ ସାଗର ପରେ ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ । ଏହା ଧୀରେ ଧୀରେ ଘନୀଭୂତ ହୋଇ ବାତ୍ୟାର ରୂପ ନେଇପାରେ । ବର୍ତ୍ତମାନର ମଡେଲକୁ ଦେଖି ବିଭିନ୍ନ ପାଣିପାଗ ସଂସ୍ଥା ବାତ୍ୟା ପୂର୍ବନୁମାନ କରୁଛନ୍ତି । ବର୍ତ୍ତମାନ ସମୁଦ୍ର ଭିତରେ…

ଗୁଜରାଟ ମୁହାଁ ବାତ୍ୟା ତାଉ’ତେ: ଆଜି ନେବ ସିଭିୟର ସାଇକ୍ଲୋନିକ୍ ଷ୍ଟର୍ମ ରୂପ

ନୂଆଦିଲ୍ଲୀ: ଆରବ ସାଗରରେ ସୃଷ୍ଟି ସାମୁଦ୍ରିକ ଝଡ଼ ତାଉ’ତେ ଘନୀଭୂତ ହେଉଛି । ଆଜି ସନ୍ଧ୍ୟା ସାଢ଼େ ୫ଟା ସୁଦ୍ଧା ସାଇକ୍ଲୋନିକ୍ ଷ୍ଟର୍ମ ସିଭିୟର ସାଇକ୍ଲୋନିକ ଷ୍ଟର୍ମରେ ପରିଣତ ହେବ । ଆସନ୍ତାକାଲି ସକାଳ ସାଢ଼େ ୧୧ଟା ବେଳକୁ ଏହା ଭେରି ଅତି ତୀବ୍ର ସାମୁଦ୍ରିକା ଝଡ଼ (ଭେରି ସିଭିୟର…