ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ବାତ୍ୟା ରୂପ ନେଲା ଗଭୀର ଅବପାତ
ଭୁବନେଶ୍ୱର: ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ବାତ୍ୟା ‘ଅସାନି’ର ରୂପ ନେଲା ଗଭୀର ଅବପାତ । ୨୪ ଘଣ୍ଟାରେ ଭୀଷଣ ବାତ୍ୟାରେ ପରିଣତ ହେବାର ସମ୍ଭାବନା ରହିଛି । ଗତ ୬ ଘଣ୍ଟା ହେବ ଏହା ୧୬ କିଲୋମିଟର ବେଗରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରୁଛି । ପୁରୀଠାରୁ ଦକ୍ଷିଣ-ଦକ୍ଷିଣ-ପୂର୍ବ ଦିଗରେ…