Latest Odisha News

BREAKING NEWS

Browsing Tag

cyclone Bulbul

‘ବୁଲବୁଲ୍’ କ୍ଷତିଗ୍ରସ୍ତ ଅଞ୍ଚଳରେ କେନ୍ଦ୍ରୀୟ ଟିମ୍, କରୁଛନ୍ତି କ୍ଷୟକ୍ଷତିର ଅନୁଧ୍ୟାନ

ଭୁବନେଶ୍ୱର: ରାଜ୍ୟରେ ବାତ୍ୟା ‘ବୁଲବୁଲ୍’ ପ୍ରଭାବରେ ଉପକୂଳ ଓଡିଶାରେ ହୋଇଥିବା କ୍ଷୟକ୍ଷତିର ଅନୁଧ୍ୟାନ କରିବା ଲାଗି ଶୁକ୍ରବାର ଦିନ କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଆନ୍ତଃମନ୍ତ୍ରୀସ୍ତରୀୟ କେନ୍ଦ୍ରୀୟ ଟିମ୍ । ପ୍ରାପ୍ତ ସୂଚନାନୁଯାୟୀ କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରଣାଳୟର ଯୁଗ୍ମ…

ବାତ୍ୟା ‘ବୁଲବୁଲ୍’: ଓଡିଶା ଗସ୍ତରେ କେନ୍ଦ୍ରୀୟ ଟିମ୍, କରିବେ କ୍ଷୟକ୍ଷତିର ଅନୁଧ୍ୟାନ

ଭୁବନେଶ୍ୱର: ରାଜ୍ୟରେ ବାତ୍ୟା ‘ବୁଲବୁଲ୍’ ପ୍ରଭାବରେ ଉପକୂଳ ଓଡିଶାରେ ହୋଇଥିବା କ୍ଷୟକ୍ଷତିର ଅନୁଧ୍ୟାନ କରିବା ଲାଗି ଗୁରୁବାର ଦିନ ଓଡିଶା ଗସ୍ତରେ ଆସୁଛନ୍ତି ଆନ୍ତଃମନ୍ତ୍ରୀସ୍ତରୀୟ କେନ୍ଦ୍ରୀୟ ଟିମ୍ । ପ୍ରାପ୍ତ ସୂଚନାନୁଯାୟୀ କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରଣାଳୟର ଯୁଗ୍ମ ସଚିବ ସହେଲି…

ଦୁର୍ବଳ ହେଉଛି ବୁଲବୁଲ୍, ଓଡିଶାର ବିଭିନ୍ନ ସ୍ଥାନରେ ପାଗ ଶୁଖିଲା

ଭୁବନେଶ୍ୱର: ଅତି ଭୟଙ୍କର ରୂପ ନେଇଥିବା ବାତ୍ୟା ବୁଲବୁଲ୍ ଧିରେଧିରେ ଦୁର୍ବଳ ହେବାରେ ଲାଗିଛି । ଏହା ବର୍ତ୍ତମାନ ସମୟରେ ବାଂଲାଦେଶର ଉତ୍ତର-ପୂର୍ବ ଖେପପୁରା ଠାରୁ ୧୬୦ କିମି. ଦୂରରେ ବାଂଲାଦେଶର ଉପକୂଳ ଅଞ୍ଚଳରେ ରହିଛି । ଯାହା ଆଗାମୀ ୬ ଘଣ୍ଟା ମଧ୍ୟରେ ଏହା ଗଭୀର ଅବପାତରେ ପରିଣତ ହୋଇ…

ବାତ୍ୟାରେ ଦେବଦୂତ ସାଜି ଗର୍ଭବତୀଙ୍କୁ ଉଦ୍ଧାର କଲେ ଉଦ୍ଧାରକାରୀ ଦଳ

ଭୁବନେଶ୍ୱର: ବାତ୍ୟା ‘ବୁଲବୁଲ୍’ ସିଭିୟର୍ ସାଇକ୍ଲୋନିକ ଷ୍ଟର୍ମର ରୂପ ଧାରଣ କରିବା ସହ ଓଡିଶାର ନିକଟତର ହେଉଛି । ଯାହାର ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ସକାଳୁ ପବନ ସହ ପ୍ରବଳ ବର୍ଷା ଲାଗି ରହିଛି । ଏଭଳି ଏକ ଘଡିସନ୍ଧି ମୂହୁର୍ତ୍ତରେ ସମ୍ଭାବ୍ୟ ବାତ୍ୟା ପରିସ୍ଥିତିର ମୁକାବିଲା…

ବାତ୍ୟା ବୁଲବୁଲ୍: ଓଡିଶାର ବିଭିନ୍ନ ସ୍ଥାନରେ ବର୍ଷା ଜାରି

ଭୁବନେଶ୍ୱର: ବାତ୍ୟା ‘ବୁଲବୁଲ୍’ ସିଭିୟର୍ ସାଇକ୍ଲୋନିକ ଷ୍ଟର୍ମର ରୂପ ଧାରଣ କରିବା ସହ ଓଡିଶାର ନିକଟତର ହେଉଛି । ଯାହାର ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ସକାଳୁ ପବନ ସହ ବର୍ଷା ଲାଗି ରହିଛି । ବାତ୍ୟା ବୁଲବୁଲ୍ ବର୍ତ୍ତମାନ ସମୟରେ ପାରାଦୀପ ଠାରୁ ପ୍ରାୟ ୧୧୦ କିମି. ଦୂରରେ…

ଅତି ଭୟଙ୍କର ରୂପ ନେଉଛି ‘ବୁଲବୁଲ୍’, ଜାଣନ୍ତୁ କେଉଁ ଜିଲ୍ଲାକୁ ଆଲର୍ଟ ଜାରି

ଭୁବନେଶ୍ୱର: ବାତ୍ୟା ‘ବୁଲବୁଲ୍’ ସିଭିୟର୍ ସାଇକ୍ଲୋନିକ ଷ୍ଟର୍ମର ରୂପ ଧାରଣ କରୁଥିବା ବେଳେ ଏହାର ପ୍ରଭାବରେ ଓଡିଶାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବା ନେଇ ଭାରତୀୟ ପାଣିପାଗ ବିଭାଗ(ଆଇଏମଡି) ପକ୍ଷରୁ ଶୁକ୍ରବାର ଦିନ ଆକଳନ କରାଯାଇଛି । ଆଇଏମଡି ପକ୍ଷରୁ ଜାରି ସଦ୍ୟତମ ବୁଲେଟିନ୍…