Latest Odisha News

BREAKING NEWS

Browsing Tag

Cyclone Fani

ମହାସାଗରରେ ଦୀର୍ଘ ୧୧ ଦିନ ଧରି ଘୂର୍ଣ୍ଣୟମାନ ଅବସ୍ଥାରେ ଥିଲା ବାତ୍ୟା ‘ଫନି’

ଭୁବନେଶ୍ୱର : ଅତି ଭୟଙ୍କର ଘୂର୍ଣ୍ଣିବାତ୍ୟା ‘ଫନି’ ଗତ ମେ’ ୩ ତାରିଖରେ ଉପକୂଳ ଓଡ଼ିଶାକୁ ଏକପ୍ରକାର ଧ୍ୱସ୍ତବିଧ୍ୱସ୍ତ କରିଦେଇଛି । ଏକ ଲଘୁଚାପ ଭାବେ ସୃଷ୍ଟି ହେବା ପରେ ସବୁଠାରୁ ଅଧିକ ସମୟ ଧରି ତିଷ୍ଠି ରହିଥିବା ବାତ୍ୟା ହେଉଛି ଫନି । ଶିକ୍ଷା ଓ ଅନୁସନ୍ଧାନ (ଡିମଡ ଟୁ ବି…

ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ଓଏମସିର ୧୦୦ କୋଟି ଟଙ୍କା ସହାୟତା ରାଶି ପ୍ରଦାନ

ଭୁବନେଶ୍ୱର : ବାତ୍ୟା ‘ଫନୀ’ ପ୍ରଭାବରେ କ୍ଷତିଗ୍ରସ୍ତ ହୋଇଥିବା ଓଡିଶାର ଲୋକମାନଙ୍କୁ ସହାୟତା ପ୍ରଦାନ ନିମନ୍ତେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ‘ଓଏମସି’ ପକ୍ଷରୁ ୧୦୦ କୋଟି ଟଙ୍କା ପ୍ରଦାନ କରଯାଇଛି ।…

ବାତ୍ୟା ‘ଫନି’ ପ୍ରଭାବରେ ମୃତ୍ୟୁ ସଂଖ୍ୟା ୬୪କୁ ବୃଦ୍ଧି

ଭୁବନେଶ୍ୱର : ବାତ୍ୟା ‘ଫନି’ ପ୍ରଭାବରେ ଓଡିଶାରେ ମୃତକଙ୍କ ସଂଖ୍ୟା ୬୪କୁ ବୃଦ୍ଧି ପାଇଛି । ମେ’ ୩ ତାରିଖ ସକାଳୁ ଆରମ୍ଭ ହୋଇଥିବା ସାମୁଦ୍ରିକ ଝଡ ଫନି ପ୍ରଭାବରେ ପୁରୀ ଜିଲ୍ଲାରେ ସର୍ବାଧିକ ୩୯ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ମୟୁରଭଞ୍ଜ ୪ ଜଣଙ୍କର ମୃତ୍ୟୁ ହୋଇଛି । ଆହୁରି ମଧ୍ୟ କଟକରେ…

ବାତ୍ୟା ‘ଫନି’: ମୃତ୍ୟୁ ସଂଖ୍ୟା ୪୩ ଛୁଇଁଲା

ଭୁବନେଶ୍ୱର : ବାତ୍ୟା ‘ଫନି’ ପ୍ରଭାବରେ ଓଡିଶାରେ ମୃତକଙ୍କ ସଂଖ୍ୟା ୪୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସରକାରଙ୍କ ଦ୍ୱାରା ଜାରି ଏକ ବିଜ୍ଞପ୍ତିରୁ ଜଣାପଡିଛି । ଉଲ୍ଲେଖଯୋଗ୍ୟ, ମେ’ ୩ ତାରିଖ ସକାଳୁ ଆରମ୍ଭ ହୋଇଥିବା ସାମୁଦ୍ରିକ ଝଡ ଫନି ପ୍ରଭାବରେ ପୁରୀ ଜିଲ୍ଲାରେ ସର୍ବାଧିକ ୨୧…

ରିଲିଫ୍ ଫଣ୍ଡକୁ ସହାୟତା ରାଶି ପ୍ରଦାନ କରିଥିବା ସମସ୍ତ ବ୍ୟକ୍ତିଙ୍କୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପ୍ରଳୟଙ୍କାରୀ ବାତ୍ୟା ‘ଫନି’ର ତାଣ୍ଡବରେ ଉପକୂଳ ଓଡିଶା ଏକପ୍ରକାର ଧ୍ୱସ୍ତବିଧ୍ୱସ୍ତ ହୋଇଯାଇଥିବା କହିଲେ ଅତ୍ୟୁକ୍ତି ହେବ ନାହିଁ । ପୁଣି ଥରେ ଏହାର ପୁର୍ନଉଦ୍ଧାର ତଥା ସ୍ୱାଭାବିକ ସ୍ଥିତି ଫେରାଇ ଆଣିବା ଲାଗି ରାଜ୍ୟ ସରକାର ଜୋରଦାର ପ୍ରୟାସ କରୁଛନ୍ତି । ଏହି…

ବାତ୍ୟା ବିପନ୍ନଙ୍କ ଲାଗି ସହଯୋଗର ହାତ ବଢାଇଲେ ବଲିଉଡର ସେଲିବ୍ରିଟି

ଭୁବନେଶ୍ୱର : ଓଡିଶାରେ ତାଣ୍ଡବ ରଚିଥିବା ବାତ୍ୟା ‘ଫନି’ ପରେ ରାଜ୍ୟବାସୀଙ୍କୁ ସହାୟତାର ହାତ ବଢାଇଛନ୍ତି ବଲିଉଡର ସେଲିବ୍ରିଟିମାନେ । ଏହି ସେଲିବ୍ରିଟିମାନେ #WithYouOdisha ନାମକ ଏକ ଅଭିଯାନ ଆରମ୍ଭ କରିବା ସହ ଓଡିଶାବାସୀଙ୍କୁ ସହାୟତା ପାଇଁ ଆହ୍ୱାନ କରିଛନ୍ତି ।…

ଦେଖନ୍ତୁ ନାସା ଜାରି କରିଥିବା ଫଟୋଚିତ୍ର, ଅନ୍ଧାର ବଳୟରେ ଟ୍ୱିନସିଟି

ନୂଆଦିଲ୍ଲୀ : ବାତ୍ୟା ‘ଫନି’ ଓଡ଼ିଶାରେ ତାଣ୍ଡବ ରଚିବା ପରେ ରାଜ୍ୟର କେତେକାଞ୍ଚଳ ବିପର‌୍ୟ୍ୟସ୍ତ ହୋଇ ପଡ଼ିଥିବାବେଳେ ସବୁଆଡେ ଅନ୍ଧାର ବଳୟରେ ଆବଦ୍ଧ ହୋଇରହିଛି । ଏହି ପରିପ୍ରେକ୍ଷୀରେ ଆମେରିକୀୟ ସ୍ପେସ୍ ଏଜେନସି ‘ନାସା’ ବାତ୍ୟା ପୂର୍ବ ଓ ପରର କଟକ ଓ ଭୁବନେଶ୍ୱର ସହରର ଏକ ଫଟୋଚିତ୍ର…

ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ୨ ମାସର ଦରମା ଦାନ କଲେ ମନ୍ତ୍ରୀ ନିରଞ୍ଜନ ପୂଜାରୀ

ଭୁବନେଶ୍ୱର : ବାତ୍ୟା‘ଫନୀ’ରେ କ୍ଷତିଗ୍ରସ୍ତ ଲୋକମାନଙ୍କ ସହାୟତା ନିମନ୍ତେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ନିଜର ୨ ମାସର ଦରମା ଦାନ କରିଛନ୍ତି ମନ୍ତ୍ରୀ ନିରଞ୍ଜନ ପୂଜାରୀ। ମିଳିଥିବା ସୂଚନାନୁଯାୟୀ ରାଜ୍ୟ ସରକାରଙ୍କ ଜଳସଂପଦ, ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ନିରଞ୍ଜନ…

ମେ’ ୧୨ ସୁଦ୍ଧା ଭୁବନେଶ୍ୱରବାସୀଙ୍କୁ ମିଳିପାରିବ ସମ୍ପୂର୍ଣ୍ଣ ବିଦ୍ୟୁତ୍ ସେବା

ଭୁବନେଶ୍ୱର : ବାତ୍ୟା ‘ଫନି’ ଓଡିଶାରେ ତାଣ୍ଡବ ରଚିବା ପରେ ଏହାର ପୁନରୁଦ୍ଧାର ପାଇଁ ସରକାରଙ୍କ ପକ୍ଷରୁ ଯୁଦ୍ଧକାଳୀନ ଭିତ୍ତିରେ ଉଦ୍ୟମ ଜାରି ରହିଥିବା ବେଳେ ମେ’ ୧୨ ତାରିଖ ସୁଦ୍ଧା ରାଜଧାନୀ ଭୁବନେଶ୍ୱରର ସମସ୍ତ ସ୍ଥାନରେ ବିଦ୍ୟୁତ୍ ସଂଯୋଗ କରାଯିବ। ଏହାପରେ ପୁରୀରେ ବିଦ୍ୟୁତ୍ ସେବା…

ବାତ୍ୟା ‘ଫନି’ ପ୍ରଭାବରେ ମୃତ୍ୟୁ ସଂଖ୍ୟା ୪୧କୁ ବୃଦ୍ଧି

ଭୁବନେଶ୍ୱର : ବାତ୍ୟା ‘ଫନି’ ପ୍ରଭାବରେ ଓଡିଶାରେ ମୃତକଙ୍କ ସଂଖ୍ୟା ବୁଧବାର ଦିନ ସରକାରୀ ଭାବେ ୪୧କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ସଚିବ ସଂଜୟ ସିଂହ ଗଣମାଧ୍ୟମକୁ ସୂଚନା ପ୍ରଦାନ କରିଛନ୍ତି। ମେ’ ୩ ତାରିଖ ସକାଳୁ ଆରମ୍ଭ ହୋଇଥିବା ସାମୁଦ୍ରିକ ଝଡ ଫନି…