Latest Odisha News

BREAKING NEWS

Browsing Tag

Cyclone Jawad

ବାତ୍ୟା ପ୍ରଭାବରେ କେଉଁଠି କେତେ ପବନ ବହିବ ? ଜାଣନ୍ତୁ

ଭୁବନେଶ୍ୱର: ବଙ୍ଗୋପସାଗରରେ ସମ୍ଭାବ୍ୟ ବାତ୍ୟା ଜଓ୍ୱାଦ ସାଙ୍ଗରେ ନେଇ ଆସିବ ପ୍ରବଳ ବର୍ଷା ପବନ । ଉପକୂଳ ଆଡ଼କୁ ଅଗ୍ରସର ବେଳେ ଆରମ୍ଭ ହେବ ବର୍ଷା ପବନ । ଲଘୁଚାପ ଅବପାତ ରୂପ ନେବା ବେଳେ ଦକ୍ଷିଣ-ପୂର୍ବ ଓ ସଂଲଗ୍ନ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଘଣ୍ଟାପ୍ରତି ୫୦-୬୦ କିଲୋମିଟର ବେଗରେ…

ଆସୁଛି ବାତ୍ୟା: ଆଜି ସ୍ପଷ୍ଟ ହେବ କୁଆଡ଼େ ଯିବ ‘ଜଓ୍ୱାଦ୍’

ଭୁବନେଶ୍ୱର: ବଙ୍ଗୋପସାଗରରେ ଆସୁଛି ବାତ୍ୟା । ଆଣ୍ଡାମାନ ସାଗରରେ ସକ୍ରିୟ ଲଘୁଚାପ ଆଜି ଅବପାତରେ ପରିଣତ ହୋଇପାରେ । ଆସନ୍ତାକାଲି ବଙ୍ଗୋପସାଗର ଅଞ୍ଚଳରେ ସୃଷ୍ଟି ହୋଇପାରେ ବାତ୍ୟା । ଏହାର ନାଁ ରହିବ ଜଓ୍ୱାଦ । ସାଇକ୍ଲୋନ ହେବା ପରେ ଉପକୂଳ ମୁହାଁ ହେବ । ଉତ୍ତର-ଉତ୍ତର ପଶ୍ଚିମ ଦିଗକୁ ଗତି…

ଆସୁଛି ବାତ୍ୟା! ସତର୍କ କଲା ପାଣିପାଗ ବିଭାଗ

ଭୁବନେଶ୍ୱର: ବାତ୍ୟା ‘ଜୱାଦ’ ଆସନ୍ତା ୪ ତାରିଖ ସକାଳେ ଉତ୍ତର ଆନ୍ଧ୍ରପ୍ରଦେଶ- ଓଡ଼ିଶା ଉପକୂଳ ଛୁଇଁବ ବୋଲି ଆଜି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସ୍ପଷ୍ଟ ସୂଚନା ଦିଆଯାଇଛି । ବାତ୍ୟାନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ କରାଯାଇଛି । ତେବେ ସମ୍ଭାବ୍ୟ ବାତ୍ୟା ଉପରେ ନଜର ରଖିବାକୁ…

ଭୀଷଣ ରୂପ ନେଇ ଆସୁଛି ବାତ୍ୟା, ଉପକୂଳରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର : ଦୁଇ ମାସର ବ୍ୟବଧାନରେ ପୁଣି ଓଡ଼ିଶାକୁ ବାତ୍ୟା ବିପଦ । ଚଳିତ ବର୍ଷର ଦ୍ବିତୀୟ ବାତ୍ୟା ‘ଜୱାଦ’ ଆସନ୍ତା ୪ ତାରିଖ ସକାଳେ ଉତ୍ତର ଆନ୍ଧ୍ରପ୍ରଦେଶ- ଓଡ଼ିଶା ଉପକୂଳ ଛୁଇଁବ ବୋଲି ଆଜି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସ୍ପଷ୍ଟ ସୂଚନା ଦିଆଯାଇଛି । ଯଦି ଏହା ଓଡ଼ିଶା ଉପକୂଳ ସ୍ପର୍ଶ…

ବଙ୍ଗୋପସାଗରରେ ବଢୁଛି ବାତ୍ୟା ଆଶଙ୍କା

ଭୁବନେଶ୍ୱର: ୨୯ ତାରିଖରେ ଦକ୍ଷିଣ ଆଣ୍ଡାମାନ ସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । ଏହା ଧୀରେ ଧୀରେ ବଙ୍ଗୋପସାଗରରେ ପ୍ରବେଶ କରିବ । ଅଧିକ ଘନୀଭୂତ ହୋଇ ବାତ୍ୟାର ରୂପ ନେଇପାରେ । ବିଭିନ୍ନ ପାଣିପାଗ ସଂସ୍ଥା ଏଭଳି ପୂର୍ବାନୁମାନ କରୁଛନ୍ତି । ତେବେ ଲଘୁଚାପ ସୃଷ୍ଟି ହେବା ପରେ ସ୍ପଷ୍ଟ…