Latest Odisha News
Browsing Tag

Cyclone Mocha

ଭୀଷଣ ବାତ୍ୟାରେ ପରିଣତ ହେଲା ‘ମୋକା’, ଉପକୂଳ ଛୁଇଁବା ବେଳେ ୧୬୦ କିମି ବେଗରେ ପବନ

ଭୁବନେଶ୍ୱର: ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ‘ମୋକା’ ଭୀଷଣ ବାତ୍ୟାରେ ପରିଣତ ହୋଇଛି । ବିଗତ ୬ ଘଣ୍ଟା ହେଲା ଘଣ୍ଟା ପ୍ରତି ୧୧ କିଲୋମିଟର ବେଗରେ ବାତ୍ୟା ଗତି କରୁଥିବା ବେଳେ ଏବେ ପୋର୍ଟ ବ୍ଲେଆର ଠାରୁ ପଶ୍ଚିମରେ ୫୨୦ କିଲୋମଟର ଦୂରରେ ରହିଛି । ସେହିଭଳି ବାତ୍ୟା…

ଆଉ ୪ ଦିନ ପରେ ଆହୁରି ବଢ଼ିବ ତାତି, ଦିନ ୧୨ଟା ପୂର୍ବରୁ ୪୦ ଡେଇଁଲା ପାରଦ

ଭୁବନେଶ୍ୱର: ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ବଙ୍ଗୋପସାଗରରେ ସୃଷ୍ଟ ବାତ୍ୟା ମୋକାର ପ୍ରଭାବ ରାଜ୍ୟ ଉପରେ ନାହିଁ । ପାଣିପାଗ ବିଭାଗର ଆକଳନ ଅନୁସାରେ, ଆଗାମୀ ୪ ଦିନ ଯାଏ ସର୍ବୋଚ୍ଚ ଦିନ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବ ନାହିଁ । ତା’ପରେ ଆଭ୍ୟନ୍ତରୀଣ ଓଡ଼ିଶା ଅନ୍ୟ…

ଆସୁଥିବା ବାତ୍ୟାର କୌଣସି ପ୍ରଭାବ ଓଡ଼ିଶା ଉପରେ ପଡ଼ିବନି: ଆଇଏମଡି

ଭୁବନେଶ୍ୱର: ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଗଭୀର ଅବପାତରେ ପରିଣତ ଲଘୁଚାପ ଆଜି ରାତିରେ ବାତ୍ୟାରେ ପରିଣତ ହେବ । ଏହା ପରେ ବାତ୍ୟା ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତି କରି ଆହୁରି ଶକ୍ତିଶାଳୀ ହେବ । ତେବେ ଓଡ଼ିଶା ଉପରେ ଆସୁଥିବା ବାତ୍ୟାର କୌଣସି ପ୍ରଭାବ ପଡ଼ିବ ନାହିଁ । ଏନେଇ ସୂଚନା…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ୮ ସୁଦ୍ଧା ଲଘୁଚାପ

ବାରିପଦା: ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ପ୍ରଭାବରେ ୮ ତାରିଖ ସକାଳ ସୁଦ୍ଧା ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । ଲଘୁଚାପ ଘନୀଭୂତ ହୋଇ ୯ ତାରିଖ ବେଳକୁ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଅବପାତରେ ପରିଣତ ହେବ । ଏହାପରେ ଅବପାତ ବାତ୍ୟାର ପରିଣତ ହୋଇ ଉତ୍ତରପଶ୍ଚିମ…