Latest Odisha News

BREAKING NEWS

Browsing Tag

cyclone Odisha

ଅକ୍ଟୋବର ମାସ ଆସିଲେ ଉପକୂଳିଆ ଲୋକଙ୍କୁ ଘାରୁଛି ବାତ୍ୟା ଭୟ

ଭୁବନେଶ୍ୱର: ପ୍ରତିବର୍ଷ ବାତ୍ୟା ଦେଖୁଛି ଓଡ଼ିଶା । କେବେ ମେ’ତ ଆଉ କେବେ ଅକ୍ଟୋବର ଓ ନଭେମ୍ବରରେ ଓଡ଼ିଶାରେ ତାଣ୍ଡବ ରଚୁଛି ସାମୁଦ୍ରିକ ଝଡ଼ । ପାଣିପାଗ ବିଭାଗର ତଥ୍ୟ ଅନୁସାରେ, ବଙ୍ଗୋପସାଗରରେ ୧୮୭୭-୨୦୦୫ ମସିହା ମଧ୍ୟରେ ବଢ଼ିଛି ବାତ୍ୟା ସଂଖ୍ୟା । ମୁଖ୍ୟତଃ ଏସବୁ ବାତ୍ୟା ମେ ମାସରୁ ନେଇ…

୧୨ଘଣ୍ଟାରେ ବାତ୍ୟା, ବଙ୍ଗୋପସାଗରରେ ଗଭୀର ଅବପାତର ରୂପ ନେଲା ଅବପାତ

ଭୁବନେଶ୍ୱର: ଆସନ୍ତା ୧୨ଘଣ୍ଟାରେ ବାତ୍ୟା । ବଙ୍ଗୋପସାଗରରେ ଗଭୀର ଅବପାତର ରୂପ ନେଲା ଅବପାତ । ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସକାଳ ୫ଟା ୩୦ରେ ଗଭୀର ଅବପାତ ରୂପ ନେଇଛି ଅବପାତ । ଅଧିକ ଘନୀଭୂତ ହୋଇ ୧୨ଘଣ୍ଟାରେ ବାତ୍ୟାର ରୂପ ନେବା ସମ୍ଭାବନା । ଏନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ…