Latest Odisha News

BREAKING NEWS

Browsing Tag

Cyclone Yaas Alert

ଓଡ଼ିଶା ଉପକୂଳରେ ୧୮୫ କି.ମି ବେଗରେ ବହିବ ପବନ, ଘୁ ଘୁ ଗର୍ଜନ କରି ମାଡ଼ି ଆସିବ ସମୁଦ୍ର

ଭୁବନେଶ୍ୱର: ବାତ୍ୟା ୟସ୍ ଓଡ଼ିଶା ଉପକୂଳ ଅତିକ୍ରମ କରିବା ବେଳେ କରାଳ ରୂପ ଦେଖାଇବ । ପ୍ରବଳ ବେଗରେ ବହିବ ପବନ । ଆଇଏମଡି ଆକଳନ କରିଛି ଭେରି ସିଭିୟର ସାଇକ୍ଲୋନିକ୍ ଷ୍ଟର୍ମ ବା ଅତି ତୀବ୍ର ବାତ୍ୟା ହୋଇ ହିଟ୍ କରିବ ୟସ୍ । ଏତିକିବେଳେ ଘଣ୍ଟାପ୍ରତି ୧୫୫-୧୬୫ କିଲୋମିଟ ବେଗରେ ପବନ ବହିବ ।…

‘ୟସ’ର ଲାଣ୍ଡଫଲ୍ ବେଳେ ୧୯୦ କି.ମି. ବେଗରେ ବହିବ ପବନ

ଭୁବନେଶ୍ୱର: ବଙ୍ଗୋପସାଗରରେ ଜନ୍ମ ନେଇଛି ବାତ୍ୟା ୟସ୍ । ୨୬ ତାରିଖ ମଧ୍ୟାହ୍ନରେ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳର ପାରାଦୀପରୁ ସାଗର ଦ୍ୱୀପ ମଧ୍ୟରେ ଲାଣ୍ଡଫଲ୍ କରିବ ବୋଲି ଭାରତୀୟ ପାଣିପାଗ ବିଭାଗ କହିଛି । ଓଡ଼ିଶା ଉପକୂଳର ୪ଟି ଜିଲ୍ଲା ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା ଓ…

ବଙ୍ଗୋପସାଗରରେ ଗଭୀତ ଅବପାତ ଆଜି ନେବ ବାତ୍ୟାର ରୂପ

ଭୁବନେଶ୍ୱର: ବଙ୍ଗୋପସାଗରରେ ଆଜି ସୃଷ୍ଟି ହେବ ବାତ୍ୟା । ଆକାର ଧାରଣ କରିବ ୟସ୍ । ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଡିପ୍ରେସନ୍ ଡିପ୍ ଡିପ୍ରେସନ୍ ବା ଗଭୀତ ଅବପାତରେ ପରିଣତ ହୋଇଛି । ଆଜି ଏହା ସାଇକ୍ଲୋନିକ୍ ଷ୍ଟର୍ମ ବା ସାମୁଦ୍ରିକ ଝଡ଼ର ରୂପ ନେବ । ସମୁଦ୍ର ଭିତରେ ବଳ ଗୋଟାଉଛି । ଗତ ୪…

ବାତ୍ୟା ମୁକାବିଲା: ଆଜି ପ୍ରଭାବିତ ଜିଲ୍ଲାକୁ ଯିବେ NDRF, ଓଡ୍ରାଫ ଓ ଅଗ୍ନିଶମ ବାହିନୀ

ଭୁବନେଶ୍ୱର: ବାତ୍ୟା ୟସ୍ ମୁକାବିଲା ନେଇ ପ୍ରଶାସନିକ ସ୍ତରରେ ସବୁ ପ୍ରକାର ପ୍ରସ୍ତୁତି  କରାଯାଇଛି । ବରିଷ୍ଠ ଅଧିକାରୀ ଜିଲ୍ଲାସ୍ତରରେ ପ୍ରସ୍ତୁତିର ସମୀକ୍ଷା କରିଛନ୍ତି । ସଜାଗ ଅଛନ୍ତି ଏନଡିଆରଏଫ୍, ଓଡ୍ରାଫ ଓ ଅଗ୍ନିଶମ ବାହିନୀ । ଆଜି ପ୍ରଭାବିତ ଆଶଙ୍କା ଥିବା ଉପକୂଳବର୍ତ୍ତୀ ଜିଲ୍ଲାର…

ବାତ୍ୟା ମୁକାବିଲା ପ୍ରସ୍ତୁତିର ଆଜି ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ସମ୍ଭାବ୍ୟ ବାତ୍ୟା ମୁକାବିଲା ପାଇଁ ପ୍ରସ୍ତୁତ ହେଲେଣି ଓଡ଼ିଶା ସରକାର । ପ୍ରଶାସନିକସ୍ତରରେ ଘନ ଘନ ବୈଠକ ବସୁଛି । ଆଲ୍ରଟରେ ଉପକୂଳବର୍ତ୍ତୀ ଜିଲ୍ଲା । ଆଜି ବାତ୍ୟା ମୁକାବିଲାର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅପରାହ୍ଣରେ ସମୀକ୍ଷା ବୈଠକ ରହିଛି । ରାଜ୍ୟର…

ଆଜି ଜଣାପଡ଼ିବ ସମ୍ଭାବ୍ୟ ବାତ୍ୟା ‘ୟସ୍’ ଯିବ କୁଆଡ଼େ ?

ଭୁବନେଶ୍ୱର: ଉତ୍ତର ଆଣ୍ଡାମାନ ସାଗର ଓ ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଆଜି ସୃଷ୍ଟି ହେବ ଲଘୁଚାପ ବଳୟ । ଏହା ଧୀରେ ଧୀରେ ଉତ୍ତର-ପଶ୍ଚିମ ଦିଗରେ ଗତି କରି ଅଧିକ ଘନୀଭୂତ ହେବ । ୨୪ ତାରିଖ ବେଳକୁ ଲଘୁଚାପ ସାଇକ୍ଲୋନ ବା ବାତ୍ୟାର ରୂପ ନେବ । ବାତ୍ୟାର ନାଁ ରହିବ ୟସ ।…

ଆସୁଛି ବାତ୍ୟା “ୟଶ”, ପ୍ରସ୍ତୁତ ଜଗତସିଂହପୁର ପ୍ରଶାସନ

ଜଗତସିଂହପୁର: ଚେତାବନୀ ଦେଇଛି ଭାରତୀୟ ପାଣିପାଗ ବିଭାଗ । ଆସୁଛି ବାତ୍ୟା “ୟଶ୍‌” । ଏହି ବାତ୍ୟା ଆମ୍ଫାନ୍ ସହ ସମକକ୍ଷ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି । ଏଥିପାଇଁ ଆଜିଠୁ ସାଧାରଣ ଜନତାଙ୍କ ସମେତ ମତ୍ସ୍ୟଜୀବୀଙ୍କୁ ସଚେତନ କରିଛି ଜଗତସିଂହପୁର ଜିଲ୍ଲା ପ୍ରଶାସନ । ଜଗତସିଂହପୁରରେ…

ବାତ୍ୟା ଆଶ୍ରୟସ୍ଥଳୀରେ ସ୍ଥିତି ପରଖିଲେ ଭଦ୍ରକ ଜିଲ୍ଲାପାଳ

ଭଦ୍ରକ: ବାତ୍ୟା ୟଶ ଆସୁଛି । ସଜାଗ ରହିବା ପାଇଁ ଉପକୂଳବର୍ତ୍ତୀ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ସତର୍କ କରିଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର । ଏହାପରେ ଆରମ୍ଭ ହୋଇଛି ପ୍ରସ୍ତୁତି । ଆଜି ଭଦ୍ରକ ଜିଲ୍ଲାପାଳ ଡକ୍ତର ଜ୍ଞାନ ଦାସ ବାସୁଦେବପୁର ଅଞ୍ଚଳରେ ଥିବା ବାତ୍ୟା ଆଶ୍ରୟ ସ୍ଥଳୀ ପରିଦର୍ଶନ…

ବାତ୍ୟା ମୁକାବିଲା ପ୍ରସ୍ତୁତି: ସଜାଗ ରହିବାକୁ ବିଭିନ୍ନ ବିଭାଗକୁ ନିର୍ଦ୍ଦେଶ

ଭୁବନେଶ୍ୱର: ସମ୍ଭାବ୍ୟ ବାତ୍ୟା ୟଶ ମୁକିବାଲ ପାଇଁ ଆରମ୍ଭ ହୋଇଛି ପ୍ରସ୍ତୁତି । ଆଜି ସ୍ଥିତି ଅନୁଧ୍ୟାନ କରିଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର । ଭାରତୀୟ ପାଣିପାଗ ବିଭାଡ ମହାନିର୍ଦ୍ଦେଶକ ଡକ୍ଟର ମୃତ୍ୟୁଞ୍ଜୟ ମହାପାତ୍ର ଓ ବିଭିନ୍ନ ବିଭାଗର ସଚିବଙ୍କ ସହ ଭିଡିଓ କନଫରେନ୍ସିଂରେ ଆଲୋଚନା…