Latest Odisha News

BREAKING NEWS

Browsing Tag

Cyclone Yaas Preparedness

ସମୁଦ୍ର ଉପକୂଳର ତଳି ଅଞ୍ଚଳରୁ ଲକ୍ଷେ ୨୦ ହଜାର ଲୋକଙ୍କୁ ସ୍ଥାନାନ୍ତର କରାଯିବ, ଫୋକସରେ ବାଲେଶ୍ୱର

ବାଲେଶ୍ୱର: ବାତ୍ୟାର ମୁକାବିଲା ପାଇଁ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି । ବାଲେଶ୍ୱରରେ ବେଶୀ ପଡ଼ିପାରେ ୟସର ପ୍ରଭାବ । ଆଜି ଗ୍ରାଉଣ୍ଡରେ ପ୍ରାକ୍ ଓ ପରବର୍ତ୍ତୀ ବାତ୍ୟା ମୁକାବିଲା ସ୍ଥିତିର ସମୀକ୍ଷା କରିଛନ୍ତି ପୋଲିସ ଆଇଜି ତଥା ଆଇନ ଶୃଙ୍ଖଳା ଏଡିଜି ଯଶଓ୍ୱନ୍ତ ଜେଠଓ୍ୱା ।…

ବାଲେଶ୍ୱରରେ ବାତ୍ୟା ମୁକାବିଲା ପ୍ରସ୍ତୁତିର ସମୀକ୍ଷା କଲେ ସ୍ୱତନ୍ତ୍ର ରିଲିଫ କମିଶନର

ବାଲେଶ୍ୱର: ସମ୍ଭାବ୍ୟ ବାତ୍ୟା ପ୍ରସ୍ତୁତି ନେଇ ଜିଲ୍ଲାସ୍ତରରେ ବସୁଛି ଘନ ଘନ ବୈଠକ । ଆଜି ବାଲେଶ୍ୱରରେ ମୁକାବିଲା ପ୍ରସ୍ତୁତିର ସମୀକ୍ଷା କରିଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା । ଜିଲ୍ଲାପାଳ, ଏସପି ଓ ଜିଲ୍ଲାର ବରିଷ୍ଠ ଅଧିକାରୀଙ୍କ ସହ ପ୍ରସ୍ତୁତି ନେଇ ପୁଙ୍ଖାନୁପୁଙ୍ଖ…

ବାତ୍ୟା ମୁକାବିଲା ପ୍ରସ୍ତୁତିର ଆଜି ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ସମ୍ଭାବ୍ୟ ବାତ୍ୟା ମୁକାବିଲା ପାଇଁ ପ୍ରସ୍ତୁତ ହେଲେଣି ଓଡ଼ିଶା ସରକାର । ପ୍ରଶାସନିକସ୍ତରରେ ଘନ ଘନ ବୈଠକ ବସୁଛି । ଆଲ୍ରଟରେ ଉପକୂଳବର୍ତ୍ତୀ ଜିଲ୍ଲା । ଆଜି ବାତ୍ୟା ମୁକାବିଲାର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅପରାହ୍ଣରେ ସମୀକ୍ଷା ବୈଠକ ରହିଛି । ରାଜ୍ୟର…