Latest Odisha News
Browsing Tag

Cyclone Yaas

ବାତ୍ୟା ‘ୟଶ’ରେ ପରିଣତ ହେଲା ଗଭୀର ଅବପାତ, ଏବେ ପାରାଦୀପ ଠାରୁ ୫୪୦ କିମି ଦୂରରେ

ଭୁବନେଶ୍ୱର: ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ବାତ୍ୟା ‘ୟଶ୍’ରେ ପରିଣତ ହୋଇଛି । ଏବେ ବାତ୍ୟା ‘ୟଶ୍’ ପୋର୍ଟବ୍ଲେୟାର ଠାରୁ ଉତ୍ତର-ଉତ୍ତରପଶ୍ଚିମ ଦିଗରେ ୬୦୦ କିମି ଦୂରରେ ରହିଥିବା ବେଳେ ପାରାଦୀପ ଠାରୁ ଦକ୍ଷିଣ-ଦକ୍ଷିଣ ପୂର୍ବରେ ୫୯୦ କିମି ଦୂରରେ ଅଛି । ସେହିଭଳି…

ବାତ୍ୟା ପାଇଁ ୧୦ ଜିଲ୍ଲାରେ ଦୁଇ ଦିନ ବଢ଼ିଲା ଦୋକାନ ଖୋଲିବା ସମୟ

ଭୁବନେଶ୍ୱର: ବାତ୍ୟାକୁ ଦୃଷ୍ଟିରେ ରଖି ଲୋକଙ୍କୁ ସୁବିଧା ପାଇଁ ରାଜ୍ୟର ୧୦ଟି ଜିଲ୍ଲାରେ ଲକଡାଉନ୍ ନିୟମରେ ସାମାନ୍ୟ କୋହଳ କରିଛନ୍ତି ସରକାର । ଆଜି ଓ ଆସନ୍ତାକାଲି ଅତ୍ୟାବଶ୍ୟକ ସାମଗ୍ରୀ କିଣିବା ପାଇଁ ଦିନ ଗୋଟାଏ ଯାଏ ଖୋଲା ରହିବ ଦୋକାନ । ଏନେଇ ସ୍ୱତନ୍ତ୍ର ରିଲିଫ କମିଶନରଙ୍କ ପକ୍ଷରୁ…

ବଙ୍ଗୋପସାଗରରେ ଗଭୀତ ଅବପାତ ଆଜି ନେବ ବାତ୍ୟାର ରୂପ

ଭୁବନେଶ୍ୱର: ବଙ୍ଗୋପସାଗରରେ ଆଜି ସୃଷ୍ଟି ହେବ ବାତ୍ୟା । ଆକାର ଧାରଣ କରିବ ୟସ୍ । ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଡିପ୍ରେସନ୍ ଡିପ୍ ଡିପ୍ରେସନ୍ ବା ଗଭୀତ ଅବପାତରେ ପରିଣତ ହୋଇଛି । ଆଜି ଏହା ସାଇକ୍ଲୋନିକ୍ ଷ୍ଟର୍ମ ବା ସାମୁଦ୍ରିକ ଝଡ଼ର ରୂପ ନେବ । ସମୁଦ୍ର ଭିତରେ ବଳ ଗୋଟାଉଛି । ଗତ ୪…

ବାତ୍ୟା ‘ୟଶ’: ଏହି ସବୁ ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେବା ପରେ ଅବପାତରେ ପରିଣତ ହୋଇଛି। ଏହାର ପ୍ରଭାବରେ ଆସନ୍ତାକାଲି ବାତ୍ୟାର ରୂପ ନେବ ‘ୟଶ’। ୨୫ ତାରିଖ ବେଳକୁ ଭେରି ସିଭିୟର ସାଇକ୍ଲୋନିକ ଷ୍ଟର୍ମରେ ପରିଣତ ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ…

ବାତ୍ୟା ମୁକାବିଲା: କେଉଁ ଜିଲ୍ଲାରେ ମୁତୟନ ରହିବେ କେତୋଟି NDRF ଟିମ୍ ?

ଭୁବନେଶ୍ୱର: ବାତ୍ୟା ମୁକାବିଲା ପାଇଁ ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକରେ ବ୍ୟାପକ ପ୍ରସ୍ତୁତି ହେଲାଣି । ପ୍ରଭାବିତ ହେବାକୁ ଥିବା ଜିଲ୍ଲାକୁ ଯିବେ ଏନଡିଆରଏଫ୍, ଓଡ୍ରାଫ ଓ ଅଗ୍ନିଶନ ବିହାନୀ ଟିମ୍ । ୨୨ଟି ଏନଡିଆରଏଫ୍ ଟିମରୁ ବାଲେଶ୍ୱର ଜିଲ୍ଲାକୁ ୭ଟି ଟିମ୍ ଯିବେ । ସେହିପରି ଭଦ୍ରକକୁ ୪,…

ବାତ୍ୟା ମୁକାବିଲା: ଆଜି ପ୍ରଭାବିତ ଜିଲ୍ଲାକୁ ଯିବେ NDRF, ଓଡ୍ରାଫ ଓ ଅଗ୍ନିଶମ ବାହିନୀ

ଭୁବନେଶ୍ୱର: ବାତ୍ୟା ୟସ୍ ମୁକାବିଲା ନେଇ ପ୍ରଶାସନିକ ସ୍ତରରେ ସବୁ ପ୍ରକାର ପ୍ରସ୍ତୁତି  କରାଯାଇଛି । ବରିଷ୍ଠ ଅଧିକାରୀ ଜିଲ୍ଲାସ୍ତରରେ ପ୍ରସ୍ତୁତିର ସମୀକ୍ଷା କରିଛନ୍ତି । ସଜାଗ ଅଛନ୍ତି ଏନଡିଆରଏଫ୍, ଓଡ୍ରାଫ ଓ ଅଗ୍ନିଶମ ବାହିନୀ । ଆଜି ପ୍ରଭାବିତ ଆଶଙ୍କା ଥିବା ଉପକୂଳବର୍ତ୍ତୀ ଜିଲ୍ଲାର…

ବାତ୍ୟା ୟସ୍ ମୁକାବିଲା ପ୍ରସ୍ତୁତିର ଆଜି ସମୀକ୍ଷା କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ବଙ୍ଗୋପସାଗରରେ ଆସୁଥିବା ବାତ୍ୟା ୟସ୍ ମୁକାବିଲା ପ୍ରସ୍ତୁତିର ଆଜି ସମୀକ୍ଷା କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ସକାଳ ୧୧ଟାରେ ଉଚ୍ଚସ୍ତରୀୟ ବୈଠକରେ ସମୀକ୍ଷା କରିବେ । ଏହି ବୈଠକରେ ବିଭିନ୍ନ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, ଅନ୍ୟ ବିଭାଗର ମନ୍ତ୍ରୀ ଓ ବରିଷ୍ଠ…

ସମ୍ଭାବ୍ୟ ବାତ୍ୟା ନେଇ ଜାତୀୟ ସଂକଟ ପରିଚାଳନା କମିଟିର ସମୀକ୍ଷା, କୋଭିଡ୍ ରୋଗୀଙ୍କ ଚିକିତ୍ସା ଉପରେ ଫୋକସ୍

ନୂଆଦିଲ୍ଲୀ: ବଙ୍ଗୋପସାଗରରେ ସୃଷ୍ଟ ସାମୁଦ୍ରିକ ଘୂର୍ଣ୍ଣିବାତ୍ୟା ‘ଯଶ’କୁ କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କ ମନ୍ତ୍ରଣାଳୟ ଏଜେନ୍ସିମାନଙ୍କ ଦ୍ୱାରା କିଭଳି ଭାବେ ସଫଳତାର ସହ ମୁକାବିଲା କରାଯାଇପାରିବ ତାହାର ପ୍ରସ୍ତୁତି ସମ୍ପର୍କରେ ଆଜି କ୍ୟାବିନେଟ ସଚିବ ରାଜୀବ ଗୌବାଙ୍କ ଅଧ୍ୟକ୍ଷତାରେ ଜାତୀୟ…

ୟସ୍ ନେବ ଅତି ଭୀଷଣ ବାତ୍ୟାର ରୂପ, ପଶ୍ଚିମବଙ୍ଗ ଓ ସଂଲଗ୍ନ ଉତ୍ତର ଓଡ଼ିଶା ଉପକୂଳ ଦେଇ ଗତି କରିବ

ଭୁବନେଶ୍ୱର: ଆସୁଛି ବାତ୍ୟା ୟସ୍ । ଆଜି ସକାଳେ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର । ଆସନ୍ତା ୨୪ ତାରିଖରେ ଏହା ସାଇକ୍ଲୋନିକ ଷ୍ଟର୍ମରେ ପରିଣତ ହେବ । ଏନଇ ସୂଚନା ଦେଇଛି ଭାରତୀୟ ପାଣିପାଗ ବିଭାଗ । ପରବର୍ତ୍ତୀ ୨୪ ଘଣ୍ଟାରେ ବାତ୍ୟା ଅଧିକ ଘନୀଭୂତ ହୋଇ ଭେରି…

ଆଜି ଜଣାପଡ଼ିବ ସମ୍ଭାବ୍ୟ ବାତ୍ୟା ‘ୟସ୍’ ଯିବ କୁଆଡ଼େ ?

ଭୁବନେଶ୍ୱର: ଉତ୍ତର ଆଣ୍ଡାମାନ ସାଗର ଓ ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଆଜି ସୃଷ୍ଟି ହେବ ଲଘୁଚାପ ବଳୟ । ଏହା ଧୀରେ ଧୀରେ ଉତ୍ତର-ପଶ୍ଚିମ ଦିଗରେ ଗତି କରି ଅଧିକ ଘନୀଭୂତ ହେବ । ୨୪ ତାରିଖ ବେଳକୁ ଲଘୁଚାପ ସାଇକ୍ଲୋନ ବା ବାତ୍ୟାର ରୂପ ନେବ । ବାତ୍ୟାର ନାଁ ରହିବ ୟସ ।…