Latest Odisha News

BREAKING NEWS

Browsing Tag

Cyclone Yaas

ସମ୍ଭାବ୍ୟ ବାତ୍ୟା ‘ୟସ୍’ ପାଇଁ ୭୪ଟି ଟ୍ରେନ୍ ବାତିଲ୍ କଲା ପୂର୍ବତଟ ରେଳପଥ

ଭୁବନେଶ୍ୱର: ବଙ୍ଗୋପସାଗରରେ ବାତ୍ୟା ଆସୁଛି । ୨୬ରେ ଛୁଇଁପାରେ ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ । ସମ୍ଭାବ୍ୟ ବାତ୍ୟା ନେଇ ପାଣିପାଗ ବିଭାଗର ଏଭଳି ଆକଳନ ପରେ ପଦକ୍ଷେପ ନେଇଛି ପୂର୍ବତଟ ରେଳପଥ । ବାତ୍ୟାକୁ ଦୃଷ୍ଟିରେ ରଖି ପୂର୍ବତଟ ରେଳପଥ ପକ୍ଷରୁ ମୋଟ ୭୪ଟି ଟ୍ରେନକୁ ବାତିଲ୍ କରାଯାଇଛି । ଏହି…

ବାତ୍ୟା ମୁକାବିଲା ପ୍ରସ୍ତୁତି: ସଜାଗ ରହିବାକୁ ବିଭିନ୍ନ ବିଭାଗକୁ ନିର୍ଦ୍ଦେଶ

ଭୁବନେଶ୍ୱର: ସମ୍ଭାବ୍ୟ ବାତ୍ୟା ୟଶ ମୁକିବାଲ ପାଇଁ ଆରମ୍ଭ ହୋଇଛି ପ୍ରସ୍ତୁତି । ଆଜି ସ୍ଥିତି ଅନୁଧ୍ୟାନ କରିଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର । ଭାରତୀୟ ପାଣିପାଗ ବିଭାଡ ମହାନିର୍ଦ୍ଦେଶକ ଡକ୍ଟର ମୃତ୍ୟୁଞ୍ଜୟ ମହାପାତ୍ର ଓ ବିଭିନ୍ନ ବିଭାଗର ସଚିବଙ୍କ ସହ ଭିଡିଓ କନଫରେନ୍ସିଂରେ ଆଲୋଚନା…

ଆସୁଛି ବାତ୍ୟା ‘ୟଶ’: କୁଆଡ଼େ ଗତିପଥ, କେଉଁଠି କରିବ ଲ୍ୟାଣ୍ଡଫଲ୍ ?

ଭୁବନେଶ୍ୱର: ଆରବ ସାଗର ପରେ ବଙ୍ଗୋପସାଗରରେ ଆଶୁଛି ବାତ୍ୟା ୟଶ । ଦିନେ ପରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । ତାପରେ ଡିପ୍ରେସନ୍ ଓ ପରବର୍ତ୍ତୀ ୭୨ ଘଣ୍ଟାରେ ସାଇକ୍ଲୋନ୍ ସୃଷ୍ଟି ହେବ । ଏନେଇ ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ତେବେ ବାତ୍ୟା ୟଶ କୁଆଡ଼େ ମୁହାଇଁଇବ ? ଓଡ଼ିଶା,…