Latest Odisha News

BREAKING NEWS

Browsing Tag

cyclone

ବଙ୍ଗୋପସାଗରରେ ବାତ୍ୟା ‘ସିତ୍ରଙ୍ଗ’ ଆଶଙ୍କା, ଜାଣନ୍ତୁ କେଉଁ ଦେଶ କରିଛି ନାମକରଣ, ଅର୍ଥ କଣ ?

ଭୁବନେଶ୍ୱର: ଓଡ଼ିଶାବାସୀଙ୍କ ମନରେ ଛନକା । ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ଆସୁଛି ବାତ୍ୟା । ଅକ୍ଟୋବର ୨୨ ତାରିଖ ବେଳକୁ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ବାତ୍ୟା ସୃଷ୍ଟି ନେଇ ପାଣିପାଗ ବିଭାଗ ଆକଳନ କରିଛି । ଦକ୍ଷିଣ ଆଣ୍ଡାମାନ ସାଗର ଏବଂ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଗତକାଲି ସୃଷ୍ଟି…

[ଦେଖନ୍ତୁ ଭିଡିଓ] ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ବାତ୍ୟା ନେଇ ବଢ଼ିଲା ଆଶଙ୍କା

ଭୁବନେଶ୍ୱର: ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ବାତ୍ୟା ଆଶଙ୍କା କଲା ପାଣିପାଗ ବିଭାଗ । ଗତକାଲିର ଘୂର୍ଣ୍ଣିବଳୟ ଆଜି ସକାଳ ୮.୩୦ ପାଖାପାଖି ଉତ୍ତର-ଆଣ୍ଡାମାନ ସାଗର ଏବଂ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିବା ସହ ବାୟୁମଣ୍ଡଳର ୫.୮ କିମି ଯାଏ ବ୍ୟାପିଛି । ଏହି ଘୂର୍ଣ୍ଣିବଳୟ ପ୍ରଭାବରେ…

‘ବାତ୍ୟା’ ନେଇ କଣ କହିଲେ IMD ଡିଜି ?

ନୂଆଦିଲ୍ଲୀ: ବାତ୍ୟା ଆଶଙ୍କା ଭିତରେ ଚର୍ଚ୍ଚା ଉପରେ ପୂର୍ଣ୍ଣଚ୍ଛେଦ ଟାଣିଛନ୍ତି ଆଇଏମଡି ଡିଜି । IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି, ଗତ ଗୁରୁବାରର ପୂର୍ବାନୁମାନ ଅନୁସାରେ ଉତ୍ତର ଆଣ୍ଡାମାନ ସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ତାହା କ୍ରମଶଃ ପଶ୍ଚିମ ଉତ୍ତର-ପଶ୍ଚିମ ଦିଗକୁ…

‘୭ ଦିନ ପୂର୍ବରୁ ପାଣିପାଗ ଆକଳନ ନୁହେଁ ବିଜ୍ଞାନ ସମ୍ମତ, ବାତ୍ୟା ‘ଗୁଜବ’ ଠାରୁ ଦୂରେଇ…

ଭୁବନେଶ୍ୱର: ଅକ୍ଟୋବରରେ ପୁଣି ଆସିବ କି ବାତ୍ୟା ? ଓଡ଼ିଶା ଉପକୂଳରେ କରିବ କି ଲ୍ୟାଣ୍ଡଫଲ୍ ? ବିଭିନ୍ନ ବିଦେଶୀ ପାଣିପାଗ ସଂସ୍ଥାର ଆକଳନ ଅନୁସାରେ, ଅକ୍ଟୋବର ତୃତୀୟ ସପ୍ତାହରେ ବଙ୍ଗୋପସାଗରରେ ଲଘୁଚାପ ଘନୀଭୂତ ହୋଇ ଅବପାତ ଓ ପରେ ବାତ୍ୟାର ରୂପ ନେବ । ତେବେ ଏନେଇ ଏଯାବତ ଭାରତୀୟ ପାଣିପାଗ…

ଅକ୍ଟୋବର ମାସ ଆସିଲେ ଉପକୂଳିଆ ଲୋକଙ୍କୁ ଘାରୁଛି ବାତ୍ୟା ଭୟ

ଭୁବନେଶ୍ୱର: ପ୍ରତିବର୍ଷ ବାତ୍ୟା ଦେଖୁଛି ଓଡ଼ିଶା । କେବେ ମେ’ତ ଆଉ କେବେ ଅକ୍ଟୋବର ଓ ନଭେମ୍ବରରେ ଓଡ଼ିଶାରେ ତାଣ୍ଡବ ରଚୁଛି ସାମୁଦ୍ରିକ ଝଡ଼ । ପାଣିପାଗ ବିଭାଗର ତଥ୍ୟ ଅନୁସାରେ, ବଙ୍ଗୋପସାଗରରେ ୧୮୭୭-୨୦୦୫ ମସିହା ମଧ୍ୟରେ ବଢ଼ିଛି ବାତ୍ୟା ସଂଖ୍ୟା । ମୁଖ୍ୟତଃ ଏସବୁ ବାତ୍ୟା ମେ ମାସରୁ ନେଇ…

ବାତ୍ୟା ମୁକାବିଲା ପାଇଁ ଅଗ୍ନିଶମ ପ୍ରସ୍ତୁତ; ଛୁଟି ବାତିଲ୍

ଭୁବନେଶ୍ୱର: ବର୍ତ୍ତମାନର ଘୂର୍ଣ୍ଣିବଳୟ ଘନୀଭୂତ ହୋଇ ଲଘୁଚାପ ଆଉ ପରେ ଅବପାତ ରେ ପରିଣତ ହୋଇପାରେ ବୋଲି ଭୁବନେଶ୍ୱର ପାଣିପାଗକେନ୍ଦ୍ର ଆକଳନ କରିଛି। ସମ୍ଭାବ୍ୟ ବାତ୍ୟା ମୁକାବିଲା ର ଜାଗ୍ରତ ପ୍ରହରୀ ଅଗ୍ନିଶମ ବିଭାଗ ପୁରା ପ୍ରସ୍ତୁତ ଅଛି। ସରକାର ସବୁ ଦିଗରୁ ପ୍ରସ୍ତୁତି କରୁଥିବାବେଳେ…

କେନ୍ଦ୍ରାପଡ଼ାରେ ତୁହାକୁ ତୁହା ବର୍ଷା, ଉଜୁଡ଼ିବାକୁ ବସିଛି ଧାନ ଫସଲ

କେନ୍ଦ୍ରାପଡ଼ା : ବାତ୍ୟା ଜଓ୍ବାଦ ଟଳିଯାଇଛି । ମାତ୍ର କେନ୍ଦ୍ରାପଡ଼ା ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ଲାଗି ରହିଛି ତୁହାକୁ ତୁହା ବର୍ଷା । ଫଳରେ କେନ୍ଦ୍ରାପଡ଼ା ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ପାଣିରେ ବୁଡ଼ି ରହିଛି ଧାନଫସଲ । କେନ୍ଦ୍ରାପଡ଼ା ଜିଲ୍ଲା ମହାକାଳପଡ଼ା, ରାଜନଗର, ପଟ୍ଟାମୁଣ୍ଡାଇ,…

ଦୁର୍ବଳ ହେଉଛି ଜଓ୍ବାଦ୍, ପୁରୀ ଉପକୂଳ ଦେଇ ଉତ୍ତର-ଉତ୍ତର ପୂର୍ବ ଦିଗକୁ ଗତି କରୁଛି

ଭୁବନେଶ୍ବର : ଦୁର୍ବଳ ହେବାରେ ଲାଗିଛି ଜଓ୍ବାଦ । ଅବପାତରେ ପରିଣତ ହେଲା ବାତ୍ୟା । ବର୍ତ୍ତମାନ ଏହା ପୁରୀ ଉପକୂଳ ଦେଇ ଉତ୍ତର-ଉତ୍ତର ପୂର୍ବ ଦିଗରେ ଗତି କରୁଛି । ଏବେ ପୁରୀ ଉପକୂଳରୁ ଦକ୍ଷିଣ-ଦକ୍ଷିଣ ପଶ୍ଚିମ ଦିଗର ୭୦ କିଲୋମିଟର ଓ ଗୋପାଳପୁର ଠାରୁ ୧୦୦ କିମି ଦୂରରେ ରହିଛି । ଘଣ୍ଟାକୁ ୧୮…

ଦୁର୍ବଳ ହେଉଛି ବାତ୍ୟା, ତଥାପି ସତର୍କ ରହିବାକୁ ପରାମର୍ଶ

କୋଣାର୍କ : ଧିରେ ଧିରେ ଦୁର୍ବଳ ହେଉଛି ବାତ୍ୟା ‘ଜୱାଦ’ । ଆସନ୍ତାକାଲି ମଧ୍ୟାହ୍ନରେ ପୁରୀ ପହଞ୍ଚିଲା ବେଳକୁ ଏହାର ତୀବ୍ରତା କମିଯିବ । ଏନେଇ ଆକାଳନ କରିଛି ପାଣିପାଗ ବିଭାଗ । ସେହିପରି ପୁରୀ ଛୁଇଁଲା ବେଳକୁ ପବନର ବେଗ ଘଣ୍ଟା ପ୍ରତି ୬୦ରୁ ୭୦ କିମି ରହିବ । ତେବେ ପୁରୀରୁ ଜିଲ୍ଲା ବିପଦ…

ବାତ୍ୟା ପ୍ରଭାବରେ ଭଦ୍ରକରେ ଲାଗି ରହିଛି ବର୍ଷା, ମୁତୟନ ଅଛନ୍ତି ଜରୁରୀକାଳୀନ ଟିମ୍

ଭଦ୍ରକ : ଦୁର୍ବଳ ହୋଇଛି ବାତ୍ୟା ଜଓ୍ବାଦ । ତଥାପି ଭଦ୍ରକ ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି । ଆବଶ୍ୟକୀୟ ପଦକ୍ଷେପ ନିଆଯାଇଥିବା ବେଳେ, ଜିଲ୍ଲାରେ ଝିପି ଝିପି ବର୍ଷା ଲାଗି ରହିଛି । ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଜରୁରୀ ବୈଠକ ଅନୁଷ୍ଠିତ ହୋଇଥିବା ବେଳେ, ସତର୍କତା…