୨୪ ଘଣ୍ଟାରେ ରାଜ୍ୟରୁ ୩୭୪ କରୋନା ଆକ୍ରାନ୍ତ ଚିହ୍ନଟ, ୪ ମୃତ
ଭୁବନେଶ୍ୱର: ରାଜ୍ୟରେ କମୁଛି କରୋନା କାୟା । ଦୈନିକ ସଂକ୍ରମିତଙ୍କ ସଂଖ୍ୟା ୪୦୦ ତଳକୁ ଖସିଛି । ୨୪ ଘଣ୍ଟାରେ ରାଜ୍ୟରୁ ବାହାରିଛନ୍ତି ୩୭୪ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ ୬୫ ଜଣ ୧୮ ବର୍ଷରୁ କମ୍ ସଂକ୍ରମିତ ଅଛନ୍ତି । ୨୪ ଜିଲ୍ଲାରୁ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧାରୁ…