Latest Odisha News

BREAKING NEWS

Browsing Tag

Cyclonic circulation

୧୮ରୁ ଅତି ପ୍ରବଳ ବର୍ଷା, ୫ ଦିନ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ୧୬ ତାରିଖ ସୁଦ୍ଧା ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଘୂର୍ଣ୍ଣିବଳୟ । ପ୍ରଭାବରେ ୧୮ ତାରିଖରୁ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବ । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ପୂର୍ବାନୁମାନ ଅନୁସାରେ, ଆଗାମୀ ୫ ଦିନ ଯାଏ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ହେବ ।…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ୮ ସୁଦ୍ଧା ଲଘୁଚାପ

ବାରିପଦା: ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ପ୍ରଭାବରେ ୮ ତାରିଖ ସକାଳ ସୁଦ୍ଧା ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । ଲଘୁଚାପ ଘନୀଭୂତ ହୋଇ ୯ ତାରିଖ ବେଳକୁ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଅବପାତରେ ପରିଣତ ହେବ । ଏହାପରେ ଅବପାତ ବାତ୍ୟାର ପରିଣତ ହୋଇ ଉତ୍ତରପଶ୍ଚିମ…

୨୪ ଘଣ୍ଟାରେ ଲଘୁଚାପ, ବାତ୍ୟା ହେଲେ କେଉଁଆଡ଼େ ମୁହାଁଇବ ?

ଭୁବନେଶ୍ୱର: ଉତ୍ତର-ଆଣ୍ଡାମାନ ସାଗର ଏବଂ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ଘୂର୍ଣ୍ଣିବଳୟ ଆଜି ସମାନ ଅଞ୍ଚଳରେ ସକ୍ରିୟ ରହିବା ସହ ବାୟୁ ମଣ୍ଡଳର ମଧ୍ୟ ଭାଗ ଯାଏ ବ୍ୟାପିଛି । ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ-ପୂର୍ବ ପାର୍ଶ୍ଵବର୍ତ୍ତୀ ପୂର୍ବ କେନ୍ଦ୍ରୀୟ…

ସୃଷ୍ଟି ହେଲା ଘୂର୍ଣ୍ଣି ବଳୟ, ୨୦ ତାରିଖ ସୁଦ୍ଧା ଲଘୁଚାପ ସମ୍ଭାବନା

ଭୁବନେଶ୍ୱର: ଦକ୍ଷିଣ ଆଣ୍ଡାମାନ ସାଗର ଏବଂ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଆଜି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଘୂର୍ଣ୍ଣି ବଳୟଟି ବାୟୁମଣ୍ଡଳର ୩.୧ କିମି ଯାଏ ବ୍ୟାପିଛି । ପ୍ରଭାବରେ ଦକ୍ଷିଣ-ପୂର୍ବ ପାର୍ଶ୍ଵବର୍ତ୍ତୀ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ୨୦ତାରିଖ ବେଳକୁ ଏକ ଲଘୁଚାପ…

୨୦ ବେଳକୁ ବଙ୍ଗୋପସାଗରରେ ଲଘୁଚାପ, ଆରମ୍ଭ ହେବ ମୌସୁମୀ ଅପସାରଣ ପ୍ରକ୍ରିୟା !

ଭୁବନେଶ୍ୱର: ଆସୁଛି ଲଘୁଚାପ, ବର୍ଷାରେ ଭିଜିବ ଓଡ଼ିଶା । ୧୮ ତାରିଖ ବେଳକୁ ଉତ୍ତର-ଆଣ୍ଡାମାନ ସାଗର ଏବଂ ତାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ପରବର୍ତ୍ତୀ ସମୟରେ ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ମୁହାଁଇ ପଶ୍ଚିମକେନ୍ଦ୍ରୀୟ…

ପ୍ରବଳ ବର୍ଷା ନେଇ ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ଉପକୂଳ ଓଡ଼ିଶାରେ ଝିପିଝିପି ବର୍ଷା

ଭୁବନେଶ୍ୱର: ଉତ୍ତର-ପୂର୍ବ ବଙ୍ଗୋପସାଗର ଏବଂ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ପ୍ରଭାବରେ ରାଜ୍ୟରେ ବର୍ଷା ହେଉଛି । ଆଭ୍ୟନ୍ତରୀଣ ଓଡ଼ିଶା ସମେତ ପଶ୍ଚିମ ଓଡ଼ିଶାରେ ପାଗ କୋହଲା ରହିଛି । ପଶ୍ଚିମ ଓଡ଼ିଶାର ୪ ଜିଲ୍ଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର ଓ…

ବଙ୍ଗୋପସାଗରରେ ଆସୁଛି ଲଘୁଚାପ, ତାତିରୁ ମିଳିବ ତ୍ରାହି

ଭୁବନେଶ୍ୱର: ଆସୁଛି ଲଘୁଚାପ । ଏପ୍ରିଲ ୬ ତାରିଖ ବେଳକୁ ଦକ୍ଷିଣ ଆଣ୍ଡାମାନ ସାଗର ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ବାୟୁମଣ୍ଡଳର ଉପରି ଭାଗରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହା ପ୍ରଭାବରେ ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର…

୧୬ ଜିଲ୍ଲାରେ ବର୍ଷା ଓ ବଜ୍ରପାତ ସମ୍ଭାବନା, ସତର୍କ ସୂଚନା ଜାରି

ଭୁବନେଶ୍ୱର: ୧୬ ଜିଲ୍ଲାରେ ପ୍ରବଳ ବର୍ଷିବ । ବର୍ଷା ସହ ବଜ୍ରପାତ ହେବା ସମ୍ଭାବନା ରହିଛି । ଏନେଇ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଝାଡଖଣ୍ଡ ଓ ଏହାର ଆଖପାଖରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ମୟୂରଭଂଜ, କେନ୍ଦୁଝର ଓ…

ଆଜିଠୁ ୧୪ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ସାରା ରାଜ୍ୟରେ ଆଗାମୀ ୧୪ ତାରିଖ ଯାଏଁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ନେଇ ଭାରତୀୟ ପାଣିପାଗ କେନ୍ଦ୍ର (ଆଇଏମଡି) ପକ୍ଷରୁ ବୁଧବାର ଦିନ ପୂର୍ବାନୁମାନ କରାଯାଇଛି । ଗଣମାଧ୍ୟମକୁ ସୂଚନା ଦେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗର ଡ୍ୟୁଟି ଅଫିସର ଲକ୍ଷ୍ମୀକାନ୍ତ…