Latest Odisha News

BREAKING NEWS

Browsing Tag

Cyclonic Storm

୧୨ ଘଣ୍ଟାରେ ଆରବସାଗରରେ ସୃଷ୍ଟି ହୋଇପାରେ ବାତ୍ୟା ‘ବିପର୍ଯ୍ୟୟ’

ଭୁବନେଶ୍ୱର: ଦକ୍ଷିଣପୂର୍ବ ଆରବସାଗରରେ ଗତକାଲି ସୃଷ୍ଟି ହୋଇଥିବା ଲଘୁଚାପ ଆଜି ଅବପାତରେ ପରିଣତ ହୋଇଛି । ଅବପାତ କ୍ରମଶଃ ଉତ୍ତର ଦିଗରେ ଗତି କରି ଆଗାମୀ ୧୨ ଘଣ୍ଟାରେ ପୂର୍ବକେନ୍ଦ୍ରୀୟ ଆରବସାଗରରେ ବାତ୍ୟାରେ ପରିଣତ ହୋଇପାରେ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି ।…

ସ୍ଥଳ ଭାଗ ଛୁଇଁଲା ଅତି ଭୀଷଣ ବାତ୍ୟା ‘ମୋକା’, ରଚୁଛି ତାଣ୍ଡବ

ଭୁବନେଶ୍ୱର: ଅତି ଭୀଷଣ ବାତ୍ୟା ‘ମୋକା’ ସ୍ଥଳଭାଗ ଛୁଇଁବା ସହ ତାଣ୍ଡବ ରଚୁଛି । ଆରମ୍ଭ ହୋଇଛି ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା । ବାତ୍ୟା ‘ମୋକା’ ମିଆଁମାର ଓ ବାଂଲାଦେଶ ଉପକୂଳରେ ସ୍ଥଳଭାଗ ଛୁଇଁବା ସହ ପବନ ଓ ବର୍ଷା ବଢ଼ିବାରେ ଲାଗିଛି ।…

ଦକ୍ଷିଣ ଆଣ୍ଡାମାନ୍‌ ସମୁଦ୍ରରେ ଲଘୁଚାପ କ୍ଷେତ୍ର, ହୋଇପାରେ ବାତ୍ୟା

ନୂଆଦିଲ୍ଲୀ:ବଙ୍ଗୋପ ସାଗରରେ ବାତ୍ୟା ଆଶଙ୍କା  ।  ଦକ୍ଷିଣ ଆଣ୍ଡାମାନ୍‌ ସମୁଦ୍ରରେ ସୃଷ୍ଟି ହୋଇଛି  ଲଘୁଚାପ କ୍ଷେତ୍ର । ଏହା  ଘନିଭୂତ ହୋଇ ନେଇପାରେ ସାମୁଦ୍ରିକ ଝଡ଼ର ରୂପ । ଏମିତି କିଛି ଅନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ । ଏହି ସାମୁଦ୍ରିକ ଝଡ଼  ଦକ୍ଷିଣ-ପଶ୍ଚିମମୁହାଁ ହୋଇ ଉତ୍ତର…

ଆସୁଛି ବାତ୍ୟା: ଦକ୍ଷିଣ ଓଡ଼ିଶା ଓ ଆନ୍ଧ୍ରକୁ ସତର୍କ ସୂଚନା

ଭୁବନେଶ୍ୱର: ବଙ୍ଗପସାଗରରେ ସୃଷ୍ଟି ହେବ ସାମୁଦ୍ରିକ ଝଡ଼ । ସମ୍ଭାବ୍ୟ ବାତ୍ୟା ନେଇ ସତର୍କ କରାଇଲା ଭାରତୀୟ ପାଣିପାଗ ବିଭାଗ । ଉତ୍ତର ଆନ୍ଧ୍ର ପ୍ରଦେଶ ଓ ସଂଲଗ୍ନ ଦକ୍ଷିଣ ଓଡ଼ିଶା ଉପକୂଳ ପାଇଁ ଜାରି ହୋଇଥି ବାତ୍ୟା ସତର୍କତା । ବାତ୍ୟା ନେଇ ୟେଲୋ ଆଲର୍ଟ ଜାରି କରିଛି ଭାରତୀୟ ପାଣିପାଗ…

ବାତ୍ୟା ‘ୟଶ’ରେ ପରିଣତ ହେଲା ଗଭୀର ଅବପାତ, ଏବେ ପାରାଦୀପ ଠାରୁ ୫୪୦ କିମି ଦୂରରେ

ଭୁବନେଶ୍ୱର: ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ବାତ୍ୟା ‘ୟଶ୍’ରେ ପରିଣତ ହୋଇଛି । ଏବେ ବାତ୍ୟା ‘ୟଶ୍’ ପୋର୍ଟବ୍ଲେୟାର ଠାରୁ ଉତ୍ତର-ଉତ୍ତରପଶ୍ଚିମ ଦିଗରେ ୬୦୦ କିମି ଦୂରରେ ରହିଥିବା ବେଳେ ପାରାଦୀପ ଠାରୁ ଦକ୍ଷିଣ-ଦକ୍ଷିଣ ପୂର୍ବରେ ୫୯୦ କିମି ଦୂରରେ ଅଛି । ସେହିଭଳି…