Latest Odisha News

BREAKING NEWS

Browsing Tag

D.Prakash Rao

ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ସମ୍ପନ୍ନ ହେଲା ପଦ୍ମଶ୍ରୀ ପ୍ରକାଶ ରାଓଙ୍କ ଶେଷକୃତ୍ୟ

କଟକ : ପଞ୍ଚମହାଭୂତରେ ବିଲୀନ ହେଲେ ବିଶିଷ୍ଟ ସମାଜସେବୀ ପଦ୍ମଶ୍ରୀ ପ୍ରକାଶ ରାଓ । କାଳିଆବୋଦା ଶ୍ମଶାନରେ ରାଷ୍ଟ୍ରୀୟ ମର୍ଯ୍ୟାଦା ଦିଆଯିବା ପରେ ଶେଷକୃତ୍ୟ ସମ୍ପନ୍ନ ହୋଇଥିଲା । ତାଙ୍କ ମୁଖାଗ୍ନି ଦେଇଥିଲେ । ଶେଷକୃତ୍ୟ ସମୟରେ ବହୁ ମାନ୍ୟଗଣ୍ୟ ତଥା ବିଶିଷ୍ଟ ବ୍ୟକ୍ତି ଉପସ୍ଥିତ ରହି ତାଙ୍କୁ…

ପଦ୍ମଶ୍ରୀ ଡ଼ି. ପ୍ରକାଶ ରାଓଙ୍କ ଦେହାନ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶୋକ

ଭୁବନେଶ୍ୱର: ପଦ୍ମଶ୍ରୀ ଡ଼ି. ପ୍ରକାଶ ରାଓଙ୍କ ପରଲୋକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୋକପ୍ରକାଶ କରିଛନ୍ତି । ସେ ଟ୍ୱିଟରେ ଶ୍ରୀ ରାଓଙ୍କୁ ଶ୍ରଦ୍ଧାଂଜଳି ଜଣାଇବା ସହ ତାଙ୍କ ସହ ବିତେଇଥିବା ସମୟକୁ ମନେପକାଇ ଫଟୋ ସେୟାର କରିଛନ୍ତି । Saddened by the demise of Shri D Prakash…

ଆରପାରିରେ ସମାଜସେବୀ ପଦ୍ମଶ୍ରୀ ଡି. ପ୍ରକାଶ ରାଓ

ଭୁବନେଶ୍ବର: ବିଶିଷ୍ଟ ସମାଜସେବୀ ପଦ୍ମଶ୍ରୀ ଡି. ପ୍ରକାଶ ରାଓଙ୍କର ଆଜି ଅପରାହ୍ନ ୪.୧୫ରେ ପରଲୋକ ହୋଇଛି। ସେ କରୋନାରେ ଆକ୍ରାନ୍ତ ହୋଇ ୨୦ ଦିନ ପୂର୍ବରୁ ହସ୍ପିଟାଲ୍‌ରେ ଭର୍ତ୍ତି ହୋଇଥିଲେ। କଟକ ଏସସିବି କୋଭିଡ୍ ହସ୍ପିଟାଲରେ ଶ୍ରୀ ରାଓଙ୍କର ଚିକିତ୍ସା ଚାଲିଥିଲା। ସେଠାରେ ଆଜି ତାଙ୍କର…

ହସ୍ପିଟାଲରେ ଭର୍ତ୍ତି ହେଲେ ପଦ୍ମଶ୍ରୀ ଡି. ପ୍ରକାଶ ରାଓ

କଟକ: ରାଜ୍ୟ ତଥା ଦେଶର ଜଣାଶୁଣା ବ୍ୟକ୍ତିତ୍ୱ ଓ ସମାଜସେବୀ ପଦ୍ମଶ୍ରୀ ଡି. ପ୍ରକାଶ ରାଓ । କରୋନାଭାଇରସରେ ସଂକ୍ରମିତ ହୋଇଥିବାରୁ ଆଜି ତାଙ୍କୁ କଟକ ବଡ ମେଡିକାଲରେ ଭର୍ତ୍ତି କରାଯାଇଛି । ତାଙ୍କ ସ୍ୱାସ୍ଥ୍ୟାବସ୍ଥାକୁ ନେଇ ଜିଲ୍ଲା ପ୍ରଶାସନ ତରଫରୁ ସମସ୍ତ ସମ୍ଭାବ୍ୟ ଚିକିତ୍ସା ପାଇଁ…

ପଦ୍ମଶ୍ରୀ ଡି.ପ୍ରକାଶ ରାଓ ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି

କଟକ: ବିଶିଷ୍ଟ ସମାଜସେବୀ ତଥା ପଦ୍ମଶ୍ରୀ ପ୍ରାପ୍ତ ଡି.ପ୍ରକାଶ ରାଓ ଅସୁସ୍ଥ ହୋଇ କଟକ ବଡ ମେଡିକାଲର ମେଡିସିନ୍ ୱାଡର ଆଇସିୟୁରେ ଚିକିତ୍ସାଧିନ ରହିଛନ୍ତି । ମିଳିଥିବା ସୂଚନାନୁଯାୟୀ ଗତକାଲି ବିଳମ୍ବିତ ରାତିରେ ସେ ହଠାତ୍ ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ମେଡିକାଲକୁ…