ଟିସୁ କଲ୍ଚର କଦଳୀ ଚାଷ-୨
କୃଷି ଭିତ୍ତିକ ନିୟମିତ ସ୍ତମ୍ଭ: ‘ଆମ ଚାଷୀ ଆମ ପରିଚୟ’
ସାଧାରଣତଃ ଗ୍ରାମାଂଚଳ ମାନଙ୍କରେ କଦଳୀ ଚାଷକୁ ଚାଷୀ ମାନେ ବେଶୀ ପ୍ରାଥମିକତା ଦେଇଥାନ୍ତି । କାରଣ କଦଳୀ ଚାଷ ଏକ ଲାଭଜନକ ଫସଲ । ତେଣୁ ଚାଷୀମାନେ ସେମାନଙ୍କ ପୁରୁଣା ପଦ୍ଧତିକୁ ଆପଣେଇ ଚାଷ କରନ୍ତି । କିନ୍ତୁ ଏବର ସମୟ ଆସିଛି…