ଦଣ୍ଡ ନାଚରେ ଲାଗିଲା କଟକଣା
ଗଞ୍ଜାମ : ରାଜ୍ୟରେ କରୋନା ସଂକ୍ରମଣ ବଢୁଥିବା ବେଳେ, ଦଣ୍ଡନାଚ ଉପରେ କଟକଣା ଲଗାଇଛନ୍ତି ଗଞ୍ଜାମ ଜିଲ୍ଲାପାଳ । ଦଣ୍ଡନାଚରେ କେବଳ ୨୫ ଜଣ ଲୋକ ଯୋଗ ଦେଇପାରିବେ ବୋଲି ଟ୍ବିଟ୍ କରି ସୂଚନା ଦେଇଛନ୍ତି ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେ ।
ଏହାସହ ଜିଲ୍ଲାରେ କୌଣସି ପ୍ରକାର…