Latest Odisha News

BREAKING NEWS

Browsing Tag

Daringbadi

ଦାରିଙ୍ଗବାଡିର ସୁପର ମା ; ପୁଅ ଠାରୁ ଅଧିକ ନମ୍ବର ରଖି ମାଟ୍ରିକ ପାସ୍ କଲେ ମା

ବାଲିଗୁଡ଼ା : ବିଫଳତା ହେଉଛି ସଫଳତାର ଚାବିକାଠି । ଏକଥାକୁ ପ୍ରମାଣ କରି ଦେଖାଇଛନ୍ତି କନ୍ଧମାଳର ସୁପର ମା ସୁଜାତା । ୪୭ ବର୍ଷ ବୟସରେ ପୁଅ ସହ ମାଟ୍ରିକ ପରୀକ୍ଷା ଦେଇ କୃତକାର୍ଯ୍ୟ ହୋଇଛନ୍ତି ସୁଜାତା । ଆଉ ସମାଜକୁ ଦେଇଛନ୍ତି ଏକ ପ୍ରେରଣା । ଏଭଳି ଏକ ଭିନ୍ନ ଘଟଣା କନ୍ଧମାଳ ଜିଲ୍ଲା…

ଆଶ୍ରମ ବିଦ୍ୟାଳୟରେ କନିଷ୍ଠ ଛାତ୍ରଙ୍କୁ ମାଡ଼ ମାରୁଛନ୍ତି ବରିଷ୍ଠ, ଭିଡିଓ ଭାଇରାଲ୍

ବାଲିଗୁଡ଼ା: ଏବେ କଲେଜ ନୁହେଁ ବିଦ୍ୟାଳୟକୁ ବ୍ୟାପିଲାଣିଂ ରାଗିଂ ରୋଗ । ଟିକଟକ୍ ସର୍ଟ୍ସ ଭଳି ଦେଖା ଯାଉଥିବା ରାଗିଂ ଭିଡିଓ ସାମାଜିକ ଗଣମାଧ୍ୟମରେ ଭାଇରାଲ୍ ହେଉଛି । କନ୍ଧମାଳ ଜିଲ୍ଲାର ସରକାରୀ ଆଶ୍ରମ ବିଦ୍ୟାଳୟରେ ସପ୍ତମ ଶ୍ରେଣୀ ଛାତ୍ରଙ୍କୁ ମାଡ଼ ମାରୁଛନ୍ତି ଦଶମ ଶ୍ରେଣୀ ଛାତ୍ର । ଖାଲି…

୨ ଛୁଆକୁ ଛାଡ଼ି ମାଆ ଫେରାର୍, ଥାନାରେ ଏତଲା

ବାଲିଗୁଡ଼ା: ଦୁଇ ଛୁଆକୁ ଛାଡ଼ି ମାଆ କେଉଁ ଆଡ଼େ ଫେରାର୍ । ଏଭଳି ଅଭିଯୋଗ ଆସିଛି କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡ଼ି ବ୍ଲକ ସାରିଙ୍ଗିଇର୍ପି ଗାଁରୁ । ଅଭିଯୋଗ ପ୍ରକାରେ ଗାଁର ରାଉତ ପ୍ରଧାନଙ୍କ ପତ୍ନୀ ରାନୀ ନାୟକ ନିଜର ଦୁଇ ଛୁଆଙ୍କୁ ଛାଡ଼ି କେଉଁ ଆଡ଼େ ପଳାଇଛନ୍ତି । ଏନେଇ ପରିବାର ଲୋକେ…

ଲଗାଣ ବର୍ଷାରେ ଧସିଲା ସାମନବାଡ଼ି ପୋଲ ରାସ୍ତା

ବାଲିଗୁଡ଼ା: ବନ୍ୟା ପରେ ପୁଣି ଲଘୁଚାପ ଜନିତ ଲଗାଣ ବର୍ଷା ଆରମ୍ଭ ହୋଇଛି । ଦାରିଙ୍ଗବାଡ଼ି ବ୍ଲକ ତିଲୋରୀ ପଞ୍ଚାୟତର ସାମନବାଡ଼ି ଗାଁ ନିକଟରେ ଥିବା ସାମନବାଡ଼ି ପୋଲର ପାର୍ଶ୍ଵ ରାସ୍ତା ଧସି ଯାଇଛି । ଯାହା ଫଳରେ ବର୍ତ୍ତମାନ ସେହି ରାସ୍ତା ଦେଇ ବସ୍ ଚଳାଚଳ ସମ୍ପୂର୍ଣ୍ଣ ଭାବେ ଠପ୍ ହୋଇ ଯାଇଥିବା…