Latest Odisha News

BREAKING NEWS

Browsing Tag

Darshan

ଶ୍ରୀମନ୍ଦିରରେ ବନକଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ଦର୍ଶନ

ପୁରୀ: ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ । ଦ୍ଵିତୀୟ ଭୋଗ ମଣ୍ଡପ ଉଠିବା ପରେ ଦତ୍ତମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରିବା ସହ ମହାପ୍ରଭଙ୍କର ଶ୍ରୀମୁଖ ଶୃଙ୍ଗାର କରିବେ । ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ…

ବାଧ୍ୟତାମୂଳକ କୋଭିଡ ରିପୋର୍ଟ ଯୋଗୁଁ କମ ଭକ୍ତ କରୁଛନ୍ତି ଜଗା ଦର୍ଶନ

ପୁରୀ: ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ସର୍ବସାଧାରଣ ଦର୍ଶନ ପାଇଁ ଗତ ତିନି ତାରିଖରୁ ଶ୍ରୀମନ୍ଦିର ଖୋଲିଛି। ତେବେ ଶ୍ରଦ୍ଧାଳୁଙ୍କ ପାଇଁ କୋଭିଡ୍ ନେଗେଟିଭ୍ ରିପୋର୍ଟ ଦେଖାଇ ଭିତରକୁ ଯିବା ବାଧ୍ୟତାମୂଳକ ଥିବାରୁ ବହୁ ସଂଖ୍ୟାରେ ଭକ୍ତ ଫେରିଯାଉଛନ୍ତି । ଗତକାଲି ମାତ୍ର ଦେଢ ହଜାର ଭକ୍ତ ଦର୍ଶନ…

ଶ୍ରୀଜଗନ୍ନାଥ ମନ୍ଦିରରେ ୪ଘଣ୍ଟା ଯାଏଁ ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ

ପୁରୀ: ପୁରୀ ଶ୍ରୀଜଗନ୍ନାଥ ମନ୍ଦିରରେ ସୋମବାର ଦିନ ହେବାକୁ ଥିବା ମହାପ୍ରଭୁଙ୍କ ‘ପଇତାଲାଗି’ ନୀତି ପାଇଁ ପାଖାପାଖି ୪ ଘଣ୍ଟା ଧରି ଶ୍ରୀଜିଉଙ୍କ ଦର୍ଶନ ବନ୍ଦ ରହିବ । ମିଳିଥିବା ସୂଚନା ଅନୁଯାୟୀ ଆଜି ଶ୍ରୀମନ୍ଦିରରେ ‘ପଇତାଲାଗି’ ଅନୁଷ୍ଠିତ ହେବ । ଏହି ପରିପ୍ରେକ୍ଷୀରେ ଅପରାହ୍ନ ୪ଟାରୁ…