Latest Odisha News

BREAKING NEWS

Browsing Tag

DCGI

ଜାୟଡସ୍ କାଡିଲା ଟିକା ‘ଜାୟକୋଭ୍-ଡି’କୁ ଜରୁରୀ ବ୍ୟବହାର ପାଇଁ ଅନୁମତି

ନୂଆଦିଲ୍ଲୀ: କରୋନା ବିରୋଧୀ ଲଢ଼େଇରେ ସାମିଲ ହେବ ଆଉ ଗୋଟିଏ ସ୍ୱଦେଶୀ ଟିକା । ଜାୟଡସ୍ କାଡିଲା କରୋନା ଟିକାକୁ ଜରୁରିକାଳୀନ ବ୍ୟବହାର ପାଇଁ ମିଳିଲା ଅନୁମତି । ଜାୟଡସ୍ କାଡିଲାର ଜାୟକୋଭ୍-ଡି ଟିକାକୁ ଜରୁରିକାଳୀନ ଅନୁମତି ଦେଇଛି ଡ୍ରଗ୍ସ କଣ୍ଟ୍ରୋଲର ଅଫ୍ ଇଣ୍ଡିଆ ବା ଡିସିଜିଆଇର ବିଶେଷଜ୍ଞ…

କରୋନା ଟିକାର ଜରୁରିକାଳୀନ ବ୍ୟବହାର ପାଇଁ DCGI ଅନୁମତି ଲୋଡ଼ିଲା ଜାୟଜସ୍ କାଡିଲା

ନୂଆଦିଲ୍ଲୀ: ଖୁବଶୀଘ୍ର ଦେଶକୁ ମିଳିପାରେ ଆଉ ଗୋଟିଏ କରୋନା ଟିକା । ମହାମାରୀ ବିରୋଧ ଲଢ଼େଇରେ ସାମିଲ ହେବ ଜାୟଡସ୍ କାଡିଲାର କରୋନା ଭ୍ୟାକସିନ୍ । ଜରୁରିକାଳୀନ ବ୍ୟବହାର ପାଇଁ ଡ୍ରଗ୍ କଣ୍ଟ୍ରୋଲର ଜେନେରାଲ୍ ଅଫ୍ ଇଣ୍ଡିଆକୁ (DCGI) ଅନୁମତି ମାଗିଛି ଜାୟଡସ୍ କାଡିଲା । ଭାରତରେ ୫୦ଟି…

୨-୧୮ ବର୍ଷ ପିଲାଙ୍କ ଉପରେ କୋଭାକ୍ସିନ୍ ଟିକାର ଟ୍ରାଏଲକୁ DCGIର ଅନୁମତି

ନୂଆଦିଲ୍ଲୀ: ଖୁବଶୀଘ୍ର ଦେଶରେ ୨ବର୍ଷରୁ ଅଧିକ ଛୁଆଙ୍କୁ ମିଳିପାରେ କରୋନା ଟିକା । ୨-୧୮ ବର୍ଷ ପିଲାଙ୍କ ଉପରେ କୋଭାକ୍ସିନ ଟିକାର କ୍ଲିନିକାଲ୍ ଟ୍ରାଏଲ ପାଇଁ ଭାରତ ବାୟୋଟେକକୁ ଅନୁମତି ଦେଇଛି ଡ୍ରଗ୍ସ କଣ୍ଟ୍ରୋଲର ଜେନେରାଲ୍ ଅଫ ଇଣ୍ଡିଆ ବା DCGI । ଦ୍ୱିତୀୟ ଓ ତୃତୀୟ ପର୍ଯ୍ୟାୟ ଟିକା…

କରୋନା ଆକ୍ରାନ୍ତଙ୍କ କ୍ଷେତ୍ରରେ 2-DG ଔଷଧ ବ୍ୟବହାର ପାଇଁ DCGIର ଅନୁମତି

ନୂଆଦିଲ୍ଲୀ: କରୋନା ଆକ୍ରାନ୍ତଙ୍କ ଚିକିତ୍ସାରେ ଜରୁରୀକାଳୀନ ବ୍ୟବହାର ପାଇଁ ଡିସିଜିଆଇ ଆଉ ଏକ ଔଷଧକୁ ଅନୁମତି ଦେଇଛନ୍ତି । ଡିଆରଡିଓ ପ୍ରସ୍ତୁତ କରିଥିବା ଥେରାପୁଟିକ ଆପ୍ଲିକେସନ୍ ଅଫ୍ ଡ୍ରଗ୍-୨ ଡେକ୍ସି-ଡି-ଗ୍ଲୁକ୍ଲୋଜ୍ (2-DG)କୁ ଅନୁମତି ମିଳିଛି । ମଧ୍ୟମରୁ ଗୁରୁତର କୋଭିଡ୍…

ଭାରତକୁ ମିଳିଲା ତୃତୀୟ ଟିକା: ସ୍ପୁଟନିକ୍-Vର ଜରୁରୀ ବ୍ୟବହାର ପାଇଁ ଅନୁମତି ଦେଲା DCGI

ନୂଆଦିଲ୍ଲୀ: କରୋନା ସଂକ୍ରମଣ ଭିତରେ ଖୁସି ଖବର । ମହାମାରୀ ସହ ଲଢ଼େଇରେ ଭାରତକୁ ମିଳିଲା ଆଉ ଗୋଟିଏ କରୋନା ଟିକା । ଋଷର ସ୍ପୁଟନିକ-V ଟିକାକୁ ଜରୁରିକାଳୀନ ବ୍ୟବହାର ପାଇଁ ଗ୍ରୀନ୍ ସିଗନାଲ୍ ମିଳିଛି । ଗତକାଲି ସବଜେକ୍ଟ ଏକ୍ସପର୍ଟ କମିଟି ପରେ ଆଜି ଅନୁମତି ପ୍ରଦାନ କରିଛି ଡ୍ରଗ୍…

ଛୁଆଙ୍କ ଉପରେ ଖୁବଶୀଘ୍ର ପରୀକ୍ଷଣ ହୋଇପାରେ କୋଭିଡ୍ ଭ୍ୟାକ୍ସିନ୍ କୋଭାକ୍ସିନ୍

ନାଗପୁର: ପିଲାଙ୍କୁ ବିଦ୍ୟାଳୟ ପଠାଇବାକୁ ଡରୁଛନ୍ତି ଅଭିଭାବକ । ବିଶେଷକରି କରୋନା ସଂକ୍ରମଣକୁ ଦେଖି ଛୋଟଛୁଆଙ୍କୁ ପ୍ରାଥମିକ ବିଦ୍ୟାଳୟ ପଠାଇବାକୁ ଭୟଭୀତ ଅଛନ୍ତି । ଆଉ ୧୮ ବର୍ଷରୁ କମ୍ ବୟସ୍କଙ୍କ ଲାଗି କୋଭିଡ୍ ଭ୍ୟାକ୍ସିନ୍ କେବେ ଆସିବ ସେ ଅପେକ୍ଷାରେ ଅଛନ୍ତି ସମସ୍ତେ । ଖୁବଶୀଘ୍ର ଏହି…

(DCGI) ପକ୍ଷରୁ ସେରମ୍‌ ଇନଷ୍ଟିଚ୍ୟୁଟ୍‌କୁ ମିଳିଲା ସବୁଜ ସଙ୍କେତ; ଦେଶରେ କୋଭିସିଲ୍ଡ ଟିକା ଉତ୍ପାଦନକୁ ମିଳିଲା…

ନୂଆଦିଲ୍ଲୀ: ଡ୍ରଗ୍ କଣ୍ଟ୍ରୋଲର୍ ଜେନେରାଲ୍ ଅଫ୍ ଇଣ୍ଡିଆ (ଡିସିଜିଆଇ) ଆଜି ସେରମ୍ ଇନଷ୍ଟିଚ୍ୟୁଟ୍ ଅଫ୍ ଇଣ୍ଡିଆର କରୋନା ଭ୍ୟାକ୍‌ସିନ କୋଭିସିଲ୍ଡର ଉତ୍ପାଦନକୁ ଅନୁମୋଦନ କରିଛି। ଡ୍ରଗ୍ କଣ୍ଟ୍ରୋଲର୍ ଜେନେରାଲ୍ ଅଫ୍ ଇଣ୍ଡିଆ (DCGI) ଏକ ଲିଖିତ କ୍ରମରେ ସେରମ୍‌ ଏହାର କରୋନା ଭ୍ୟାକ୍‌ସିନ…

କରୋନା ଟିକା ସମ୍ପର୍କିତ ଗୁଜବକୁ DCGIର ଖଣ୍ଡନ, ଭ୍ୟାକ୍ସିନ ୧୧୦% ସୁରକ୍ଷିତ

ନୂଆଦିଲ୍ଲୀ: ଡ୍ରଗ୍ କଣ୍ଟ୍ରୋଲର୍ ଜେନେରାଲ୍ ଅଫ୍ ଇଣ୍ଡିଆ (ଡିସିଜିଆଇ) ଭାରତରେ ଦୁଇଟି ଟିକା କୋଭିଶିଲ୍ଡ ଏବଂ କୋଭାକ୍ସିନର ଜରୁରୀକାଳୀନ ବ୍ୟବହାରକୁ ଅନୁମୋଦନ କରିଛି। ଯାହାକୁ ନେଇ ସମସ୍ତେ ଖୁସିଥିବା ବେଳେ ଟିକା ସମ୍ପର୍କିତ ଗୁଜବକୁ ନେଇ ଜନସାଧାରଣ ଆଶଙ୍କାରେ ରହିଥିଲେ। ହେଲେ ଟିକାକୁ…

କୋଭିସିଲ୍ଡକୁ DCGIର ମଞ୍ଜୁରୀ ପରେ କ’ଣ ପ୍ରତିକ୍ରିୟା ରଖିଲେ ଆଦର ପୁନାୱାଲା…

ନୂଆଦିଲ୍ଲୀ: କରୋନା ଭାଇରସ୍ ଭ୍ୟାକ୍ସିନକୁ ଅପେକ୍ଷା କରିଥିବା ଜନସାଧାରଣଙ୍କ ପାଇଁ ଖୁସି ଖବର। ସେରମ୍ ଇନଷ୍ଟିଚ୍ୟୁଟ୍ ଅଫ୍ ଇଣ୍ଡିଆ ଦ୍ବାରା ବିକଶିତ ହୋଇଥିବା କୋଭିସିଲ୍ଡ ଏବଂ ଭାରତ ବାୟୋଟେକର ଭ୍ୟାକ୍ସିନ୍ କୋଭାକ୍ସିନର ଜରୁରୀକାଳୀନ ବ୍ୟବହାରକୁ ଡ୍ରଗ୍ କଣ୍ଟ୍ରୋଲର୍ ଅଫ୍ ଇଣ୍ଡିଆ (DCGI)…

କରୋନା ଟିକା ଉପରେ ଆଜି ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିପାରେ DCGI

ନୂଆଦିଲ୍ଲୀ: ଦେଶରେ କରୋନା ଟିକା ପ୍ରଦାନ ଉପରେ ଆଜି ମିଳିପାରେ ଖୁସି ଖବର । ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିପାରେ ଭାରତୀୟ ଔଷଦ ନିୟାମକ ବା DCGI । ଆଜି ସକାଳ ୧୧ଟାରେ ଏଥିପାଇଁ ସାମ୍ବାଦିକ ସମ୍ମିଳନୀ ଡାକିଛନ୍ତି DCGI । ଏଥିରେ ଟିକାର ଜରୁରିକାଳୀନ ବ୍ୟବହାରକୁ ଅନୁମତି ଦେବା ନେଇ ଘୋଷଣା…