Latest Odisha News

BREAKING NEWS

Browsing Tag

dead body

ଶୌଚାଳୟରୁ ମହିଳାଙ୍କ ମୃତଦେହ ମିଳିବା ଘଟଣା ; ଆସିଲା ପୋଷ୍ଟମର୍ଟମ ରିପୋର୍ଟ

ଭୁବନେଶ୍ୱର : ସତ୍ୟନଗର କୋଚିଂ ୟାର୍ଡ଼ରେ ଧାନବାଦ ଏକ୍ସପ୍ରେସର ଟଏଲେଟରୁ ମହିଳାଙ୍କ ମୃତଦେହ ମିଳିବା ଘଟଣା । ଜିଆରପି ପୋଲିସକୁ ମିଳିଛି ମୃତ ମହିଳାଙ୍କ ପ୍ରାଥମିକ ପୋଷ୍ଟମର୍ଟମ ରିପୋର୍ଟ । ମୃତ ମହିଳାଙ୍କ ବେକରେ ରହିଛି କ୍ଷତ ଚିହ୍ନ । ମହିଳାଙ୍କୁ ହତ୍ୟା କରାଯାଇଥିବା ଅନୁମାନ । ଆଜି…

ମେଡିକାଲରୁ ମୃତଦେହକୁ ହାତରେ ବୋହି ବୋହି ନେଲେ ସମ୍ପର୍କୀୟ

କୋରାପୁଟ: କୋରାପୁଟରେ ଦାନ ମାଝୀ ରିପିଟ୍ । କୋରାପୁଟ ଜିଲ୍ଲା ଉପାନ୍ତ ଲମତାପୁଟ ବ୍ଲକରେ ଦାନ ମାଝୀ ଘଟଣାର ପୁନରାବୃତ୍ତି ହୋଇଛି । ମେଡିକାଲରୁ ହାତରେ ଧରି ମୃତଦେହକୁ ନେଇଛନ୍ତି ସମ୍ପର୍କୀୟ । ପତେଣ୍ଡା ଗାଁର ୭୦ ବର୍ଷୀୟ  ବୁଦୁ ମାଝୀ ହଠାତ୍ ଅସୁସ୍ଥ ହେଇ ପଡ଼ିବାରୁ ଆଶା କିରଣ ମେଡିକାଲକୁ…

ପୋଖରୀରୁ ଯୁବକଙ୍କ ମୃତ ଦେହ ଉଦ୍ଧାର

ପୁରୀ : ପୋଖରୀରୁ ଉଦ୍ଧାର ହେଲା ଯୁବକଙ୍କ ମୃତଦେହ । ପୁରୀ ଜିଲ୍ଲା ଅନ୍ତର୍ଗତ ଗୋପ ଥାନା ଗଣେଶ୍ୱରପୁର ପଞ୍ଚାୟତ ଲୁଣଭାର ଗାଁ ପୋଖରରୀରେ ଜଣେ ଯୁବକଙ୍କ ମୃତ ଦେହ ଉଦ୍ଧାର ହୋଇଛି । ପୋଖରରୀରେ ମୃତଦେହ ଭାସୁଥିବାର ଦେଖି ଗ୍ରାମବାସୀ ଗୋପ ପୋଲିସ କୁ ଖବର ଦେଇଥିଲେ ପୋଲିସ ଘଟଣା ସ୍ଥଳରେ ପହଁଚି…

ସାଲେପୁର ବିରୂପା ନଦୀକୂଳରୁ ଝୁଲନ୍ତା ଅବସ୍ଥାରେ ଯୁବକର ମୃତଦେହ ଉଦ୍ଧାର

କଟକ : ସାଲେପୁର ଜପକୂଦ ଫାଣ୍ଡି ବିରୂପା ନଦୀକୂଳରୁ ଯୁବକଙ୍କ ମୃତଦେହ ଉଦ୍ଧାର । ଏକ ଗଛରେ ଝୁଲନ୍ତା ଅବସ୍ଥାରେ ଯୁବକର ମୃତଦେହ ଉଦ୍ଧାର କରାଯାଇଛି । ମୃତକ ଯୁବକ ହେଲେ କୁଅଁରପୁର ଗାଁର ନରେନ୍ଦ୍ର ନାଥ ପ୍ରଧାନଙ୍କ ପୁଅ ଭରତ କୁମାର ପ୍ରଧାନ । ଗତକାଲି ଘରକୁ ନଫେରିବାରୁ ପରିବାର ଲୋକେ ବହୁ…

ୱେଲଡିଂ ଦୋକାନରୁ ଉଦ୍ଧାର ହେଲା ଝୁଲନ୍ତା ମୃତଦେହ !

ଅନୁଗୁଳ: ଝୁଲୁଥିଲା ମୃତଦେହ । ଆଉ ତା ପୁଣି ୱେଲଡିଂ ଦୋକାନରେ । ଛେଣ୍ଡିପଦା ଥାନା ଅନ୍ତର୍ଗତ ବାଲିପଟା ଗାଁରେ ସାମ୍ନାକୁ ଆସିଛି ଏଭଳି ଅଭାବନୀୟ ଘଟଣା । ମୃତଦେହକୁ ପୋଲିସ ଉଦ୍ଧାର କରିଥିଲାବେଳେ ମୃତକଙ୍କ ପରିଚୟ ଖଲାରୀ ବାସିନ୍ଦା ୩୯ ବର୍ଷୀୟ ହରି ଓରଫ ଅରକ୍ଷିତ ଗଡନାୟକ ବୋଲି ଜଣାପଡିଛି ।…

ପଡିଆରୁ ଉଦ୍ଧାର ହେଲା ମହିଳାଙ୍କ ରକ୍ତାକ୍ତ ମୃତଦେହ; ହତ୍ୟା ସନ୍ଦେହ

ଯାଜପୁର: ଯାଜପୁର ଜିଲ୍ଲା କାଳିଆପାଣି ଥାନା ନାତୁରୁ ଗାଁ ନିକଟରେ ଥିବା ପଡିଆରୁ ଜଣେ ମହିଳାଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର କରାଯାଇଛି । ମୃତା ମହିଳା ଜଣଙ୍କ ଢେଙ୍କାନାଳ ଜିଲ୍ଲା କଙ୍କଡ଼ାହାଡ଼ ଥାନା ଖରଖରୀ ହାତସିଂଗା ଗାଁର ପାଲ ତିହୁ(୫୦) ବୋଲି ଜଣାପଡିଛି। ତେବେ ମହିଳାଙ୍କ ନାକରୁ…

ଭୁୁବନେଶ୍ୱରରେ ୩ ମହଲା କୋଠା ଉପରେ ଝୁଲିଛି ମୃତଦେହ

ଭୁବନେଶ୍ୱର: ୩ ମହଲା କୋଠା ଉପରେ ଝୁଲିଛି ମୃତଦେହ । ଭୁବନେଶ୍ୱରର ଭିଆଇପି ଅଂଚଳ ସହିଦ ନଗରରେ ଦେଖିବାକୁ ମିଳିଛି ଏଭଳି ଦୃଶ୍ୟ । ଏନେଇ ଅଭିଯୋଗ ହେବା ପରେ କମିଶନରେଟ୍‌ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଭୁବନେଶ୍ୱର ସହିଦ ନଗରରେ ଥିବା ଏକ ୩ ମହଲା କୋଠାରେ ଲାଗିଥିବା…

ଅଖା ଭିତରୁ ମିଳିଲା ଖଣ୍ଡ ବିଖଣ୍ଡିତ ମୃତଦେହ

କେନ୍ଦୁଝର: କେନ୍ଦୁଝର ବାଇପାସ୍ ଫ୍ଲାଏ ଓଭର ନିକଟରେ ଜଣେ ବ୍ୟକ୍ତି ମୃତଦେହ ଭର୍ତ୍ତି ଥିବା ଏକ ଅଖା ପକାଇ ଘଟଣାସ୍ଥଳରୁ ପଳାଇ ଯାଇଥିବା ଅଭିଯୋଗ ହୋଇଛି। ସୂଚନାନୁସାରେ, ଉକ୍ତ ଅଞ୍ଚଳରେ ଜଣେ ବ୍ୟକ୍ତି ସନ୍ଦେହଜନକ ଭାବେ ଚଳପ୍ରଚଳ କରୁଥିବା ଦେଖି ସ୍ଥାନୀୟ ଲୋକମାନେ ତାଙ୍କ ମୋପେଡରେ କ'ଣ ଅଛି…

ନାବାଳିକାକୁ ଦୁଷ୍କର୍ମ ପରେ ହତ୍ୟା, ନାବାଳକ ଅଟକ

କେନ୍ଦୁଝର : ବାମେବାରୀ ଥାନା ଜମିର୍ତ୍ତା ଗାଁରେ ଛଅ ବର୍ଷର ନାବାଳିକାକୁ ଦୁଷ୍କର୍ମ ପରେ ହତ୍ୟା ହୋଇଛି । ଏହି ଘଟଣାରେ ପୋଲିସ ୧୪ବର୍ଷର ଜଣେ ନାବାଳକକୁ ଅଟକ ରଖି ପଚରାଉଚୁରା କରୁଛି । ପୋଲିସର ସୂଚନା ଅନୁଯାୟୀ ନାବାଳକ ଜଣକ ଦୁଷ୍କର୍ମ କରିବା ପରେ କଥା ପ୍ରଘଟ ହେବା ଭୟରେ ପିଟିପିଟି ହତ୍ୟା…

ରାଜଧାନୀରେ ଯୁବକଙ୍କ ମୃତଦେହ ଉଦ୍ଧାର

ଭୁବନେଶ୍ଵର: ରାଜଧାନୀର ବୋମିଖାଲ ଅଞ୍ଚଳର ଏକ ବିଲଡିଂ ତଳୁ ଠାବ ହୋଇଛି ଏକ ମୃତଦେହ । ସ୍ଥାନୀୟ ଲୋକେ ପୋଲିସକୁ ଖବର ଦେବାପରେ ଲକ୍ଷ୍ମୀସାଗର ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରିବା ସହ ବ୍ୟବଛେଦ ପାଇଁ କ୍ୟାପିଟାଲ ହସ୍ପିଟାଲକୁ ପଠାଇଛି । ମିଳିଥିବା ସୂଚନା ଅନୁସାରେ ମୃତ…