Latest Odisha News

BREAKING NEWS

Browsing Tag

Dead

ନନ୍ଦନକାନନରେ ପୁଣି ଏକ ଆନାକୋଣ୍ଡାର ମୃତ୍ୟୁ

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ୨ ଦିନତଳେ ଏକ ହଳଦିଆ ଆନାକୋଣ୍ଡାର ମୃତ୍ୟୁ ଘଟିଥିବା ବେଳେ ଶନିବାର ଦିନ ପୁଣି ଆଉ ଗୋଟିଏ ଆନାକୋଣ୍ଡାର ମୃତ୍ୟୁ ଘଟିଛି । ଏହାବ୍ୟତିତ ଅନ୍ୟ ୩ଟି ଆନାକୋଣ୍ଡାର ସ୍ୱାସ୍ଥ୍ୟବସ୍ଥା ସଙ୍କଟାପନ୍ନ ଥିବା ନେଇ ପ୍ରାଣୀ ଉଦ୍ୟାନ୍…

କୋଏଲ୍ ନଦୀରୁ ଉଦ୍ଧାର ହେଲା ନିଖୋଜ ଛାତ୍ରର ମୃତଦେହ

ରାଉରକେଲା: ରାଉରକେଲାସ୍ଥିତ ପ୍ରଧାନପାଲ୍ଲୀ ନିକଟ କୋଏଲ୍ ନଦୀରୁ ନିଖୋଜ ନବମ ଶ୍ରେଣୀ ଛାତ୍ରଙ୍କ ମୃତଦେହ ଶନିବାର ଦିନ ପୋଲିସ ଉଦ୍ଧାର କରିଛି । ମୃତ ଛାତ୍ରଙ୍କ ନାମ ନିଲେଶ ଦାସ । ଗତ ୨୬ ତାରିଖରେ ନିଲେଶ ଝିରପାଣି ବ୍ରିଜରୁ ଡେଇଁ ପଡିଥିବା ନେଇ ଅଭିଯୋଗ ହୋଇଥିଲା । ଏହାବ୍ୟତିତ…

କୋରାପୁଟ ଫରେଷ୍ଟ ରେଞ୍ଜରୁ ମାଈ ହାତୀର ମୃତଦେହ ଉଦ୍ଧାର

କୋରାପୁଟ : କୋରାପୁଟ ଜିଲ୍ଲା ଘଟଗାଁ ଫରେଷ୍ଟ ରେଞ୍ଜ ଅନ୍ତର୍ଗତ ଗୟଲମୁଣ୍ଡା ଜଙ୍ଗଲରୁ ବୁଧବାର ରାତିରେ ଏକ ମାଈ ହାତୀର ମୃତଦେହ ଉଦ୍ଧାର ହୋଇଛି । ମିଳିଥିବା ସୂଚନା ଅନୁଯାୟୀ କିଛି ସ୍ଥାନୀୟ ବାସିନ୍ଦାମାନେ ଏକ ହାତୀର ମୃତଦେହ ଠାବ କରିବା ପରେ ବନ ବିଭାଗକୁ ଜଣାଇଥିଲେ । ଖବର ପାଇ…