Latest Odisha News

BREAKING NEWS

Browsing Tag

DeadBody Found

ବ୍ରିଜ ତଳୁ ଡ଼ାକ୍ତରୀ ଛାତ୍ରଙ୍କ ମୃତଦେହ ଉଦ୍ଧାର

କଟକ: କଟକ ମଧୁସୂଦନ ବ୍ରିଜ୍ ତଳୁ ଡ଼ାକ୍ତରୀ ଛାତ୍ରଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତ ଛାତ୍ର ଜଣକ ହେଲେ ଏସସିବି ମେଡ଼ିକାଲ କଲେଜରେ ପିଜି ଶେଷବର୍ଷ ଛାତ୍ର । ମୃତ ଛାତ୍ର ବ୍ରହ୍ମପୁର ଅଞ୍ଚଳର ଜଗମୋହନ ସେଠୀ ବୋଲି ଜଣାପଡ଼ିଛି । ଗତକାଲିଠାରୁ ସେ ନିଖୋଜ ଥିଲେ । ବ୍ରିଜ ଉପରେ ଗତକାଲିଠୁ ତାଙ୍କର…

ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ

ବାଲେଶ୍ୱର: ଜିଲ୍ଲାର ଷ୍ଟେସନ୍ ଛକ ସ୍ଥିତ ବିଦେଶୀ ମଦ ଦୋକାନ ଫାଟକରେ ଆଜି ସକାଳେ ଝୁଲି ରହିଥିଲା ଜଣେ ଅଚିହ୍ନା ଯୁବକଙ୍କ ମୃତଦେହ । ଦେହର ଅଧିକାଂଶ ସ୍ଥାନରେ ସୃଷ୍ଟି ହୋଇଥିଲା କ୍ଷତ ଚିହ୍ନ । ସ୍ଥାନାୟ ଲୋକଙ୍କଠାରୁ ଖବର ପାଇଁ ଘଟଣାସ୍ଥଳରେ ପହଁଚିଥିଲା ସହଦେବଖୁଣ୍ଟା ପୋଲିସ । ମିଳିଥିବା…

ରକ୍ତ ଜୁଡୁବୁଡୁ ଅବସ୍ଥାରେ ଯୁବକ ଓ ଯୁବତୀଙ୍କ ମୃତଦେହ ଉଦ୍ଧାର

ଗଜପତି : ଗଜପତି ଜିଲ୍ଲା ଗୁରାଣ୍ଡି ଥାନା ଅନ୍ତର୍ଗତ ଆରିବା ଗାଁରେ ଅଭାବନୀୟ ଘଟଣା । ଘର ଭିତରେ ଯୁବକ ଓ ଯୁବତୀଙ୍କ ସନ୍ଦେହଜନକ ମୃତ୍ୟୁ । ଯୁବକ-ଯୁବତୀଙ୍କ ମୃତଦେହ ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ପଡ଼ି ରହିଛି । ଉଭୟ ଆତ୍ମହତ୍ୟା କରିଥିବା​ ସନ୍ଦେହ କରାଯାଉଛି । ଖବର ପାଇ ପୋଲିସ ଘଟଣାସ୍ଥଳରେ…

ଗୋଟିଏ ଘରୁ ଦୁଇ ଜଣଙ୍କ ମୃତଦେହ ଉଦ୍ଧାର, ଶିଶୁକୁ ମାରି ମାଆର ଆତ୍ମହତ୍ୟା !

କଟକ: କଟକ ବିଡାନାସୀ ଅନ୍ତର୍ଗତ ସେଲଟର ଛକ ଷ୍ଟେଟ ବ୍ୟାଙ୍କ କଲୋନୀରେ ଘଟିଛି ଅଭାବନୀୟ ଘଟଣା । ଗୋଟିଏ ଘରୁ ଦୁଇଟି ମୃତ ଦେହ ଉଦ୍ଧାର କରାଯାଇଛି । ସାତ ମାସର ଶିଶୁ ସହ ମାଆର ମୃତ ଦେହ ଉଦ୍ଧାର ହୋଇଛି । ମାଆର ମୃତ ଦେହ ଘର ଭିତରୁ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରାଯାଇଛି । ଘର ଭିତରେ ୭ ମାସର…

ନିଖୋଜର ତିନି ଦିନ ପରେ ବାଳିଆପାଳ ଅଞ୍ଚଳ ନାବାଳିକାଙ୍କ ମୃତଦେହ ଉଦ୍ଧାର

ବାଲେଶ୍ୱର: ବାଲିଆପାଳ ଥାନା ଅଞ୍ଚଳରୁ ନିଖୋଜ ନାବାଳିକାର ମୃତଦେହ ଉଦ୍ଧାର ହୋଇଛି । ସୁନ୍ଦରକୋଇଲି ଗାଁର ଏକ ପୋଖରୀ ହୁଡ଼ାରୁ ନାବାଳିକାର ମୃତଦେହ ଉଦ୍ଧାର ହୋଇଛି । ମୃତକଙ୍କ ବୟସ ୭ ବର୍ଷ ହେବ । ଗତ ଶୁକ୍ରବାରଠାରୁ ସେ ନିଖୋଜ ଥିଲେ । ବହୁ ଖୋଜାଖୋଜି ପରେ ଝିଅକୁ ନପାଇବାରୁ ପରିବାର ଲୋକେ…

ବରମୁଣ୍ଡା ଓଭରବ୍ରିଜ ନିକଟରୁ ଅଚିହ୍ନା ଯୁବକଙ୍କ ମୃତଦେହ ଉଦ୍ଧାର

ଭୁବନେଶ୍ୱର: ବରମୁଣ୍ଡ ଓଭରବ୍ରିଜ ନିକଟରୁ ଜଣେ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତଦେହକୁ ଦେଖି ପୋଲିସକୁ ଖବର ଦେଇଥିଲେ ସ୍ଥାନୀୟ ଲୋକ । ଖଣ୍ଡଗିରି ଥାନା ପୋଲିସ ପହଞ୍ଚି ମୃତଦେହକୁ ଉଦ୍ଧାର କରିବା ସହ ପୋଷ୍ଟମର୍ଟମ ପାଇଁ ପଠାଇଛି । ତାଙ୍କ ଦେହରେ କ୍ଷତ ଚିହ୍ନ ରହିଛି । ମୃତକଙ୍କ…

ନାଳରୁ ଯୁବତୀଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ଅନୁଗୁଳ: ଅନୁଗୁଳ ଜିଲ୍ଲା ଆଠମଲ୍ଲିକ ବ୍ଲକ ଅନ୍ତର୍ଗତ ତୁସର ପଂଚାୟତ ଓରଡା ନାଳରୁ ଜଣେ ଯୁବତୀଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତ ଯୁବତୀ ହେଳେ ସୁଜାତା ନାୟକ । ତାଙ୍କ ବୟସ ୨୦ ବର୍ଷ । ସେ ଭୀମପୁର ଗାଁର ବାସିନ୍ଦା । ଯୁବତୀ ଜଣକ କିଶୋରନଗର କଲେଜର ଯୁକ୍ତ ୩ ଦ୍ୱିତୀୟ ବର୍ଷ ଛାତ୍ରୀ ବୋଲି…