Latest Odisha News

BREAKING NEWS

Browsing Tag

deadbody seize

ଭଦ୍ରକ ତିହିଡି ଅଞ୍ଚରେ ମହିଳାଙ୍କ ଝୁଲନ୍ତା ଶବ ଉଦ୍ଧାର, ସାଇଣ୍ଟିଫିକ ଟିମର ତଦନ୍ତ

ଭଦ୍ରକ : ଭଦ୍ରକ ଜିଲ୍ଲା ତିହିଡି ବ୍ଲକ୍ ପୀରହାଟ ଥାନା ନଛିବିନ୍ଧା ଗ୍ରାମରେ ଅଭାବନୀୟ ଘଟଣା । ଘର ଭିତରୁ ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହୋଇଛି ମହିଳାଙ୍କ ମୃତଦେହ । ମୃତା ମହିଳା ଶଶଧର ରାଉଳଙ୍କ ସ୍ତ୍ରୀ କବିତା ରାଉଳ ବୋଲି ଜଣାଯାଇଛି । ଶୋଇବା ଘର ଖଟ ଉପରେ ମୃତଦେହ ପଡ଼ିଥିବା ବେଳେ, ସିଲିଂ…

ପାଣି ଭିତରୁ ଯୁବକଙ୍କ ମୃତଦେହ ଉଦ୍ଧାର

ଯାଜପୁର : ଯାଜପୁର ଥାନା ବୈତରଣୀ ନଦୀର ସିଦ୍ଧେଶ୍ବର ଘାଟ ନିକଟରୁ ଗୋଡ ହାତ ବନ୍ଧା ଅବସ୍ଥାରେ ଯୁବକଙ୍କ ମୃତଦେହ ଉଦ୍ଧାର । ଯୁବକ ଜଣକୁ ହତ୍ୟା କରିବା ପରେ ନଦୀରେ ଫିଙ୍ଗି ଦିଆଯାଇଥିବା ସନ୍ଦେହ କରାଯାଉଛି । ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଶବ ଜବତ କରି ତଦନ୍ତ ଚଳାଇଛି । ସୂଚନା…