Latest Odisha News

BREAKING NEWS

Browsing Tag

deadbody

ସୁଟକେଶ ଭିତରେ ମୃତ ଦେହ

ବାଲୁଗାଁ: ନାଚୁଣୀ ଥାନା ଅନ୍ତର୍ଗତ ହରିପୁର ଜଙ୍ଗଲରୁ ଏକ ସୁଟକେଶରୁ ଯୁବକଙ୍କ ମୃତଦେହ ମିଳିଛି। ରବିବାର ସକାଳେ କିଛି ଲୋକ ଉକ୍ତ ଜଙ୍ଗଲ ଭିତରକୁ କାଠ ପାଇଁ ଯାଇଥିବା ବେଳେ, ଏକ ନୀଳ ରଙ୍ଗର ସୁଟକେଶ ଦେଖିଥିଲେ। ଜଙ୍ଗଲ ଭିତରେ ସୁଟକେଶ ଦେଖି ଏ ବାବଦରେ ସ୍ଥାନୀୟ ପୋଲିସରେ ଖବର ଦେଇଥିଲେ। ଖବର…

ସୁଟକେସରୁ ମିଳିଲା ମହିଳାଙ୍କ ମୃତଦେହ

ନୂଆଦିଲ୍ଲୀ : ଶ୍ରଦ୍ଧା ଓ୍ୱାକର ହତ୍ୟାକାଣ୍ଡ ଘଟଣା ଥମି ନଥିବା ବେଳେ ପୁଣି ରାଜଧାନୀରୁ ଆସିଲା ଆଉ ଏକ ଚାଞ୍ଚଲ୍ୟକର ଘଟଣା । ସୁଟକେସ୍‌ରୁ ମିଳିଲା ମହିଳାଙ୍କ ମୃତଦେହ  । ପଞ୍ଜାବୀ ବାଗ ଅଞ୍ଚଳରେ ରିଙ୍ଗ ରୋଡରେ ଏକ ନଳା ନିକଟରୁ ମୃତଦେହ ଉଦ୍ଧାର କରିଛି ପୋଲିସ  । ତେବେ ସୁଟକେସରେ ଥିବା ମହିଳା…

ରାଜଧାନୀର ଏ କି ବ୍ୟବସ୍ଥା, ମା’ର ଶବକୁ ଷ୍ଟ୍ରେଚରରେ ବୋହିଲା ପୁଅ

ଭୁବନେଶ୍ବର : ପଦାରେ ପଡ଼ିଲା ରାଜଧାନୀର ଅବ୍ୟବସ୍ଥା  । ମୃତ ମାକୁ ମିଳିଲାନି ସରକାରୀ ଆମ୍ବୁଲାନ୍ସ  । ଷ୍ଟ୍ରେଚରରେ ବୋହି ନେଲା ଅସହାୟ ପୁଅ । ସରକାରଙ୍କ ଯୋଜନାକୁ ନେଇ ଉଠିଲା ପ୍ରଶ୍ନ  । ଏ ଦୃଶ୍ୟ ହେଉଛି ଭୁବନେଶ୍ବର କ୍ୟାପିଟାଲ ହସ୍ପିଟାଲର । ମୃତ ମହିଳା ହେଲେ ବୋଲଗଡ଼ ଡଙ୍ଗରପଡ଼ା…

ଝୁଲନ୍ତା ଅବସ୍ଥାରେ ମିଳିଲା ଯୁକ୍ତ ଦୁଇ ଛାତ୍ରୀଙ୍କ ମୃତଦେହ

ପୁରୀ : ଯୁକ୍ତ ଦୁଇ ଦ୍ବିତୀୟ ବର୍ଷର ଛାତ୍ରୀ ସୁମିତ୍ରା ପଣ୍ଡାଙ୍କ ମୃତ ଦେହ ଉଦ୍ଧାର  । ସାମନ୍ତ ଚନ୍ଦ୍ରଶେଖର ମହାବିଦ୍ୟାଳୟର ଜଣେ ଯୁକ୍ତ ଦୁଇ ଛାତ୍ରୀଙ୍କ ଝୁଲନ୍ତା  ଅବସ୍ଥାରେ ଉଦ୍ଧାର ହୋଇଛି। କଲେଜ ପରିସରରେ ଥିବା ସୁକନ୍ୟା ଛାତ୍ରୀନିବାସ ୧୨ ନମ୍ବର ରୁମ୍ ରେ ଛାତ୍ରୀଙ୍କ ମୃତ ଦେହ ମିଳିଛି…

କୋଇଲା ଭିତରୁ ମିଳିଲା ନିଖୋଜ ଯୁବକଙ୍କର ଶବ

ଝାରସୁଗୁଡା : କୋଇଲା ଭିତରୁ ନିଖୋଜ ଯୁବକର ଶବ ଉଦ୍ଧାର କରାଯାଇଛି । ପଶ୍ଚିମବଙ୍ଗ ରାଜ୍ୟର ମୂଳ ବାସିନ୍ଦା ହୋଇଥିବା ବେଳେ ଝାରସୁଗୁଡା ତେଲିଭଟ୍ଟା କବରସ୍ଥାନ ପଡ଼ାରେ ରହୁଥିଲା । ଗତ ୭ ତାରିଖରୁ ଯୁବକ ଜଣକ ନିଖୋଜ ହୋଇଥିବା ବେଳେ  ଗତ ୧୧ ତାରିଖରେ ନିଖୋଜ ସମ୍ପର୍କରେ ଝାରସୁଗୁଡା ସଦର ଥାନାରେ…

ଜଙ୍ଗଲରୁ ନିଖୋଜ ମହିଳାଙ୍କ ଶବ ଉଦ୍ଧାର

ରାୟଗଡ଼ା: ଅମ୍ବାଦଳା ଥାନା ଡିମିରିଗୁଡା ପଞ୍ଚାୟତ କାମାରି ଗାଁ ଗୁରୁଟୁ ମାସ୍କା ନାଳ ନିକଟ ଜଙ୍ଗଲରୁ ଜଣେ ମହିଳାଙ୍କ ଗଳିତ ଶବ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରିଛି ପୋଲିସ । ସୁଚନା ଅନୁଯାୟୀ ମୃତ ମହିଳା ଜଣକ ହେଉଛନ୍ତି ଆସ୍କୁଲି ମାଝୀ ଡିମିରିଗୁଡ଼ା ପଞ୍ଚାୟତ ସେରୁବାରୁ ଗାଁର ହୋଇଥିବା ବେଳେ…

ପୋଖରୀରୁ ମୃତଦେହ ଉଦ୍ଧାର

ପୁରୀ : ପୋଖରୀରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଭାସୁଥିବା ଅବସ୍ଥାରେ ଉଦ୍ଧାର ହୋଇଛି । ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍ ରାସ୍ତା ବାଲିଗୁଆଳି ନିକଟରେ ଥିବା ଏକ ପୋଖରୀ ରୁ ମୃତ ଦେହ ଉଦ୍ଧାର ହୋଇଚି। ସ୍ଥାନୀୟ ଲୋକ ମୃତଦେହ ଭାସୁଥିବା ଦେଖି ପୋଲିସକୁ ଖବର ଦେବାପରେ ପେଣ୍ଠକଟା ମେରାଇନ ଥାନା…

ନିଖୋଜ କାଉଡ଼ିଆଙ୍କ ମୃତଦେହ ଉଦ୍ଧାର

କାମାକ୍ଷାନଗର: ଶ୍ରାବଣ ତୃତୀୟ ସୋମବାର ଜଳ ଲାଗି ପାଇଁ ଯିବାବେଳେ ଭାସି ଯାଇଥିବା ସେବାୟତଙ୍କ ମୃତଦେହ ମିଳିଛି । ଗତକାଲି ଜଳାଭିଷେକ ପାଇଁ ଯିବା ବେଳେ ଭାସି ଯାଇଥିଲେ ଶ୍ୟାମ ସୁନ୍ଦର । ଆଜି ତାଙ୍କ ମୃତଦେହ ପରଜଙ୍ଗ ଥାନା କୁଆଳୋ ଗାଁ ସ୍ଥିତ ରେଙ୍ଗାଳୀ ବାମ ପାର୍ଶ୍ୱ କେନାଲରୁ ମିଳିଛି । ମୃତକ…

ସ୍କୁଲ ପରିସରରୁ ଅଜଣା ଯୁବତୀଙ୍କ ମୃତଦେହ ଉଦ୍ଧାର

ବଲାଙ୍ଗିର : ସ୍କୁଲ ପରିସରରୁ ଅଜଣା ଯୁବତୀଙ୍କ ମୃତଦେହ ଉଦ୍ଧାର । ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଗନ୍ଧର୍ଲା ପଞ୍ଚାୟତ ଶୁଣ୍ଢିମୁଣ୍ଡା ପ୍ରାଥମିକ ବିଦ୍ୟାଳୟ ପରିସରରୁ ଜଣେ ଯୁବତୀଙ୍କ ମୃତଦେହ ଉଦ୍ଧାର ହୋଇଛି । ସ୍କୁଲ ଭିତରୁ ଦୁର୍ଗନ୍ଧ ବାହାରିବାରୁ ସ୍ଥାନୀୟ ଲୋକ ଖୋଜାଖୋଜି…

ପୋଲ ତଳୁ ଅଜଣା ମୃତଦେହ ଉଦ୍ଧାର

ଭଦ୍ରକ: ଭଦ୍ରକ ଜିଲ୍ଲା ନାଥସାହିରେ ଥିବା ପେଟ୍ରୋଲ ପମ୍ପ ନିକଟ ପୋଲ ତଳୁ ମୃତଦେହ ଉଦ୍ଧାର । ଏଯାଏଁ ମୃତବ୍ୟକ୍ତିଙ୍କ ପରିଚୟ ଅସ୍ପଷ୍ଟ ରହିଛି । ମୃତଦେହଟି ପୋଲ ତଳେ ଥିବା ପାଇପଲାଇନ୍ ନିକଟରେ ପଡ଼ିରହିଥିଲା । ଆଜି ସକାଳୁ ସ୍ଥାନୀୟ ଲୋକେ ମୃତଦେହକୁ ଦେଖି ପୁରୁଣା ବଜାର ପୋଲିସକୁ ଖବର…