Latest Odisha News

BREAKING NEWS

Browsing Tag

Death Anniversary

ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ତିରୋଧାନ ଦିବସ, ମହାନ ଜନନାୟକଙ୍କୁ ଝୁରୁଛି ଓଡ଼ିଶା

ଭୁବନେଶ୍ବର :  ଆଜି ପ୍ରବାଦ ପୁରୁଷ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ୱର୍ଗତ ବିଜୁ ପଟ୍ଟନାୟକଙ୍କ ୨୬ତମ ତିରୋଧାନ ଦିବସ। ୧୯୧୬ ମାର୍ଚ୍ଚ ୫ରୁ ୧୯୯୭ ଏପ୍ରିଲ ୧୭ ତାରିଖ, ମାନେ ୮୧ ବର୍ଷର ଜୀବନରେ ଏହି କିମ୍ବଦନ୍ତୀ ପୁରୁଷଙ୍କର ପ୍ରତିଟି ମୁହୂର୍ତ୍ତ ଥିଲା କର୍ମମୟ। ନବ ଉତ୍କଳର ଅନ୍ୟତମ ପୁରୋଧା…

ଜନ୍ମାଷ୍ଟମୀକୁ ନେଇ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ଆଶ୍ରମରେ ପ୍ରସ୍ତୁତି ଜୋରଦାର, ସୁରକ୍ଷା କଡ଼ାକଡ଼ି

ବାଲିଗୁଡ଼ା: ଆସନ୍ତାକାଲି ପବିତ୍ର ଜନ୍ମାଷ୍ଟମୀ । ଏହି ତିଥିରେ ପାଳନ ହେଉଛି ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ୧୪ତମ ଶ୍ରାଦ୍ଧ ବାର୍ଷିକୀ । ଏନେଇ ସମଗ୍ର କନ୍ଧମାଳ ଜିଲ୍ଲାରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି । ମହାମାରୀ କରୋନା କଟକଣା ଯୋଗୁଁ ଗତ ଦୁଇବର୍ଷ ହେଲା ନିରାଡ଼ମ୍ବର…

ଶ୍ରାଦ୍ଧରେ ଶ୍ରଦ୍ଧାଞ୍ଜଳି : ରମାଦେବୀ

ସେବା, ସଂଗ୍ରାମ, ସଂସ୍କାର, ସ୍ନେହ, କରୁଣା ଓ ତ୍ୟାଗର ପ୍ରତୀକ ମା’ ରମାଦେବୀ । ୧୮୯୯ ଡ଼ିସେମ୍ବର ୩ ତାରିଖରେ ଜନ୍ମିତା ମା’  ରମାଦେବୀ ଇହଲୀଳା ସମ୍ବରଣ କଲେ ୧୯୮୫ ଜୁଲାଇ ୨୨ ତାରିଖରେ। ଉତ୍କଳ ଗୌରବ ମଧୂସୁଦନ ଦାସଙ୍କ ସାନ ଭାଇ ଗୋପାଳ ବଲ୍ଲଭ ଦାସଙ୍କ ସୁପୁତ୍ରୀ ରମାଦେବୀ ବିବାହ କରିଥିଲେ…

ଉତ୍କଳମଣିଙ୍କ ୯୩ତମ ଶ୍ରାଦ୍ଧ ଦିବସରେ ଆଲୋଚନା ଚକ୍ର

ଭୁବନେଶ୍ୱର : ଉତ୍କଳ ସମ୍ମିଳନୀ କେନ୍ଦ୍ରୀୟ କମିଟି ଏବଂ ଅଖିଳ ଭାରତୀୟ ସାହିତ୍ୟ ପରିଷଦ, ଓଡିଶାଙ୍କ ମିଳିତ ଆନୁକୁଲ୍ୟରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୯୩ତମ ଶ୍ରାଦ୍ଧ ଦିବସ ଅବସରରେ ଅନଲାଇନ ମାଧ୍ୟମରେ ଏକ ଆଭାସି ବୈଠକ ଅନୁଷ୍ଠିତ ହୋଇଯାଇଛି । ଉତ୍କଳ ସମ୍ମିଳନୀର କେନ୍ଦ୍ରୀୟ…

କବି ପ୍ରସନ୍ନ କୁମାର ମିଶ୍ରଙ୍କ ଜୟନ୍ତୀ ଉପଲକ୍ଷେ ଫାଲଗୁନ ଆସର

ଭୁବନେଶ୍ୱର : ବିଶିଷ୍ଟ କବି ଡକ୍ଟର ପ୍ରସନ୍ନ କୁମାର ମିଶ୍ରଙ୍କ ଜୟନ୍ତୀ ଅବସରରେ ସ୍ଥାନୀୟ ଜୟ ଭାରତ ଭବନରେ ଫାଲଗୁନ ଆସର ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ କବି ଶ୍ରୀ ମିଶ୍ରଙ୍କ ଜୀବନୀ ସମ୍ବନ୍ଧିତ ବୃତ୍ତଚିତ୍ର 'ରହୁ କି ନ ରହୁ' ପ୍ରଦର୍ଶିତ ହୋଇଥିଲା। ଏହାସହ ଡ. ମିଶ୍ରଙ୍କ ଜଣେ ଛାତ୍ର…

ଆଦିକବି ସାରଳା ଦାସଙ୍କ ତିରୋଧାନ ଦିବସ ପାଳିତ

ଭୁବନେଶ୍ୱର : ଆଦିକବି ସାରଳା ଦାସଙ୍କ ମହାସମାଧି ଦିବସ ତିଥିରେ ଭୁବନେଶ୍ୱର ଭଞ୍ଜକଳା ମଣ୍ଡପ ପରିସରରେ ଥିବା ତାଙ୍କ ପ୍ରତିମୂର୍ତ୍ତିରେ ବିଧାୟକ ରମେଶ ଚନ୍ଦ୍ର ସାଏ , ଦେବରାଜ ସେନାପତି , ସୁରେନ୍ଦ୍ରନାଥ ଛୋଟରାୟ , ଯତୀନ୍ଦ୍ର ମୋହନ ଛୋଟରାୟ , ଲଷ୍ମୀଧର ବେହେରା ପ୍ରମୁଖ ପୁଷ୍ପମାଲ୍ୟ ପ୍ରଦାନ…

ଆମେ ଗାନ୍ଧିଜୀଙ୍କ ପୂଣ୍ୟତିଥି ପାଳନ କରିବୁ, କଂଗ୍ରେସକୁ ଅଟକାଇଲେ ଆନ୍ଦୋଳନ ହେବ: ବାହିନୀପତି 

ବ୍ରହ୍ମପୁର : ଆସନ୍ତାକାଲି ବ୍ରହ୍ମପୁର ଠାରେ କଂଗ୍ରେସ ଦଳ ପକ୍ଷରୁ ମହାତ୍ମାଗାନ୍ଧିଙ୍କ ତିରୋଧାନ ଦିବସ ପାଳନ କରାଯିବ । ଖଲିକୋଟ କଲେଜ ଷ୍ଟାଡିୟମରେ ପୂର୍ବାହ୍ନ ୧୧ଟାରେ ଏହି କାର୍ଯ୍ୟକ୍ରମ ହେବ । କାର୍ଯ୍ୟକ୍ରମରେ ଆସିବାକୁ ଥିବା କଂଗ୍ରେସ କର୍ମୀଙ୍କୁ ରାସ୍ତାରେ ଅଟକାଗଲେ ରାଜ୍ୟ ସାରା…

ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୯୨ତମ ଶ୍ରାଦ୍ଧଦିବସରେ ଶ୍ରଦ୍ଧାଞ୍ଜଳି

ଢେଙ୍କାନାଳ: ଢେଙ୍କାନାଳ ଟାଉନହଲଠାରେ ଶନିବାର ଦିନ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୯୨ତମ ଶ୍ରାଦ୍ଧଦିବସରେ ଏହି ପୂଣ୍ୟାତ୍ମାଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି । ଉତ୍କଳ ସମ୍ମିଳନୀ କେନ୍ଦ୍ରୀୟ କମିଟି ପକ୍ଷରୁ ପୂଣ୍ୟାତ୍ମା ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତିରେ ସଭାପତି ବସନ୍ତ…

ଏଭେରେଷ୍ଟ ବିଜୟିନୀ କଳ୍ପନା ଦାଶଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକୀ ପାଳିତ

ଢେଙ୍କାନାଳ/ଭୁବନେଶ୍ୱର : ରାଜ୍ୟର ପ୍ରଥମ ଏଭେରେଷ୍ଟ ବିଜୟିନୀ ଦୁଃସାହସିକ କ୍ରୀଡ଼ାବିତ୍ କଳ୍ପନା ଦାଶଙ୍କର ଶନିବାର ପ୍ରଥମ ଶ୍ରାଦ୍ଧ ଦିବସ ପାଳିତ ହୋଇଛି । ଲକ୍‌ଡାଉନ୍ କାରଣରୁ କୌଣସି ବିଶେଷ ଉତ୍ସବ ଅୟୋଜିତ ହୋଇ ନ ଥିବାବେଳଳେ ଢ଼େଙ୍କାନାଳରେ ତାଙ୍କ ପରିବାର ପକ୍ଷରୁ ଶ୍ରାଦ୍ଧ କାର‌୍ୟ୍ୟ…

ଚନ୍ଦ୍ରଶେଖର ଆଜାଦଙ୍କ ଆଜି ଶ୍ରାଦ୍ଧବାର୍ଷିକୀ, ଜାଣନ୍ତୁ ତାଙ୍କ ସମ୍ପର୍କରେ…

ଭୁବନେଶ୍ୱର: ଭାରତୀୟ ସଶସ୍ତ୍ର ସ୍ୱାଧୀନତା ସଂଗ୍ରାମର ପ୍ରସିଦ୍ଧ ସଂଗ୍ରାମୀଙ୍କ ମଧ୍ୟରେ ଅନ୍ୟତମ ଥିଲେ ଚନ୍ଦ୍ରଶେଖର ଆଜାଦ । ସେ ଥିଲେ ସହିଦ ଭଗତ ସିଂହଙ୍କ ଗୁରୁ ତଥା ‘ହୁନ୍ଦୁସ୍ତାନ ସୋସିଆଲିଷ୍ଟ ରିପବ୍ଲିକାନ୍ ଆସୋସିଏସନ୍‌’ର ପ୍ରତିଷ୍ଠାତା । ୧୯୩୧ ମସିହା ଫେବୃଆରୀ ୨୭ ତାରିଖରେ ସେ…