Latest Odisha News

BREAKING NEWS

Browsing Tag

Death Anniversary

ସ୍ମୃତିରେ ତୁମେ ଖୋକା ଭାଇ…

ଭୁବନେଶ୍ୱର: ଓଡ଼ିଆ ସଙ୍ଗୀତ ଦୁନିଆର ଅପ୍ରତିଦ୍ୱନ୍ଦୀ ତଥା ସର୍ବକାଳୀନ ଲୋକପ୍ରିୟ ଗାୟକ ଚିର ସବୁଜ ଅକ୍ଷୟ ମହାନ୍ତିଙ୍କର ଆଜି ହେଉଛି ଶ୍ରାଦ୍ଧବାର୍ଷିକୀ । ଯେକୋଣସି ବୟସର ଶ୍ରୋତାଙ୍କୁ କିମିଆ କରିଦେବା ପରି ଅକ୍ଷୟଙ୍କ ସୁମଧୁର କଣ୍ଠସ୍ୱର ଆଜି ମଧ୍ୟ ବେଶ୍ ଜନପ୍ରିୟତା ହାସଲ କରିପାରିଛି ।…

ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ଆଜି ଶ୍ରାଦ୍ଧବାର୍ଷିକୀ, କନ୍ଧମାଳରେ ସୁରକ୍ଷା ବ୍ୟବସ୍ଥା କଡାକଡି

ଫୁଲବାଣୀ: ବିଶ୍ୱ ହିନ୍ଦୁ ପରିଷଦର ନେତା ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ୧୧ତମ ଶ୍ରାଦ୍ଧବାର୍ଷିକୀ ତଥା ଜନ୍ମାଷ୍ଟମୀ ଅବସରରେ କନ୍ଧମାଳ ଜିଲ୍ଲାରେ ପ୍ରଶାସନ ପକ୍ଷରୁ ଶୁକ୍ରବାର ଦିନ ସୁରକ୍ଷା ବ୍ୟବସ୍ଥାକୁ କଡାକଡ଼ି କରାଯାଇଛି । ଗଣମାଧ୍ୟମକୁ ସୂଚନା ଦେଇ କନ୍ଧମାଳ ଏସପି ପ୍ରତିକ ସିଂହ…

ଏବେବି ରହସ୍ୟ ଘେରରେ ନେତାଜୀଙ୍କ ମୃତ୍ୟୁ !

ଭୁବନେଶ୍ୱର: ଆଜିକୁ ୭୪ ବର୍ଷ ବିତିଯାଇଥିଲେ ମଧ୍ୟ ଏବେବି ରହସ୍ୟ ଘେରରେ ରହିଛି ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ମୃତ୍ୟୁ । “ମୋତେ ରକ୍ତ ଦିଅ, ମୁଁ ତୁମକୁ ସ୍ୱାଧୀନତା ଦେବି” ଏହି ଉକ୍ତିଟିକୁ କହିଥିବା ଭାରତର ଏହି ମହାନ୍ ସ୍ୱାଧୀନତା ସଂଗ୍ରାମୀଙ୍କ ଆଜି ପୁଣ୍ୟତିଥି । ୧୯୪୫ ମସିହା ଅଗଷ୍ଟ…

ସ୍ୱର୍ଗତଃ ବାଜପେୟୀଙ୍କ ଆଜି ଶ୍ରାଦ୍ଧ ବାର୍ଷିକୀ: ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୋଦି ଓ କୋବିନ୍ଦ

ନୂଆଦିଲ୍ଲୀ: ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ସ୍ୱର୍ଗତଃ ଅଟଳ ବିହାରୀ ବାଜପେୟୀଙ୍କ ଆଜି ହେଉଛି ପ୍ରଥମ ଶ୍ରାଦ୍ଧ ବାର୍ଷିକୀ । ଦେଶର ଏହି ମହାନ ଜନନାୟକଙ୍କୁ ଆଜି ବି ମନେପକାଉଛନ୍ତି ଦେଶବାସୀ। ୨୦୧୮ ମସିହା ଆଜିର ଦିନରେ ଦେଶର ମହାନାୟକ ଭାବେ ପରିଚିତ ଅଟଳ ବିହାରୀ ବାଜପେୟୀଙ୍କ…