Latest Odisha News

BREAKING NEWS

Browsing Tag

Death Penalty

୩ ଜଣଙ୍କୁ ହତ୍ୟା ମାମଲାରେ ବାପାଙ୍କୁ ଫାଶୀଦଣ୍ଡ, ପୁଅକୁ ଆଜୀବନ ଜେଲ୍

ସମ୍ବଲପୁର: ବାପାକୁ ଫାଶୀ, ପୁଅକୁ ଆଜୀବନ ଜେଲ୍ । ଲପଡ଼ା ଗାଁରେ ତିନିଜଣଙ୍କୁ ହତ୍ୟା ମାମଲାରେ ସମ୍ବଲପୁର ଜିଲ୍ଲା କୋର୍ଟ ବାପାଙ୍କୁ ମୃତ୍ୟୁ ଦଣ୍ଡାଦେଶ ଦେଇଥିବା ବେଳେ ପୁଅକୁ ଆଜୀବନ କାରାଦଣ୍ଡାଦେଶ ଶୁଣାଇଛନ୍ତି । ୨୦୨୦ ମହୁଲପାଲି ଥାନା ଲପଡ଼ା ଗାଁରେ ତିନିଜଣଙ୍କୁ ହତ୍ୟା କରାଯାଇଥିଲା ।…

ମୃତ୍ୟୁ ଦଣ୍ଡାଦେଶ ଉପରେ ରୋକ୍ ଲଗାଇବା ପାଇଁ ମାଲେସିଆ ଆଣୁଛି ନୂଆ ନିୟମ

କୁଆଲାଲାମପୁର: ମାଲେସିଆରେ ଉଚ୍ଛେଦ ହେବ ମୃତ୍ୟୁ ଦଣ୍ଡ । ସରକାର ବାଧ୍ୟତାମୂଳକ ମୃତ୍ୟୁଦଣ୍ଡ ବ୍ୟବସ୍ଥାକୁ ଉଚ୍ଛେଦ କରିବା ପାଇଁ ସହମତି ପ୍ରକାଶ କରିଛନ୍ତି । ଏବେ ଯେଉଁମାନେ ଅପରାଧ ଅନୁଯାୟୀ ଦଣ୍ଡ ପାଇବେ । କିନ୍ତୁ ମୃତ୍ୟୁ ଦଣ୍ଡ ପାଇବେ ନାହିଁ । ଦେଶର ବିଚାରପତିଙ୍କୁ ମୃତ୍ୟୁ ଦଣ୍ଡର ବିକଳ୍ପ…

ନାବାଳିକା ଦୁଷ୍କର୍ମ ଓ ହତ୍ୟାକାରୀଙ୍କୁ ମିଳିଲା ଫାଶୀ ଦଣ୍ଡାଦେଶ

କଟକ: ଜଣେ ୬ ବର୍ଷୀୟ ନାବାଳିକାକୁ ଦୁଷ୍କର୍ମ ଓ ହତ୍ୟା ମାମଲାରେ ଗୁରୁବାର ଦିନ କଟକର ସ୍ୱତନ୍ତ୍ର ପୋକ୍ସୋ କୋର୍ଟ ମୁଖ୍ୟ ଅଭିଯୁକ୍ତ ମହମ୍ମଦ ମସ୍ତାକକୁ ଫାଶୀ ଦଣ୍ଡ ଶୁଣାଇଛନ୍ତି । ଗତବର୍ଷ ଏପ୍ରିଲ୍ ୨୧ ତାରିଖରେ କଟକର ସାଲେପୁର ଅଞ୍ଚଳରେ ଏହି ଅଘଟଣ ଘଟିଥିଲା । ଘଟଣାନୁଯାୟୀ ୨୦୧୮ ମସିହା…