Latest Odisha News

BREAKING NEWS

Browsing Tag

Death Toll Increase

ବେକାବୁ କରୋନା, ଚୀନରେ ନେଲାଣି ୬୩୬ ମୁଣ୍ଡ

ବେଜିଂ: ମାରାତ୍ମକ କରୋନା ଭାଇରସ୍ ପ୍ରତିଦିନ ଚୀନରେ ପାଖାପାଖି ୫୦ ଜଣଙ୍କର ଜୀବନ ନେଉଛି । ଏହି ପ୍ରାଣଘାତୀ ଭୂତାଣୁ ବର୍ତ୍ତମାନ ସୁଦ୍ଧା ଚୀନରେ ୬୩୬ ଜଣଙ୍କର ମୁଣ୍ଡ ନେଲାଣି । ଆକ୍ରାନ୍ତ ସଂଖ୍ୟା ୩୧ ହଜାର ପାଖାପାଖି ପହଞ୍ଚିଲାଣି । ବିଶେଷ କରି ହୁଭେଇ ପ୍ରଦେଶରେ କରୋନାର ଲଗାମଛଡା ହେଉଛି ।…