Latest Odisha News
Browsing Tag

Death

ଟ୍ରେନ ଧକ୍କାରେ ଯୁବକଙ୍କ ମୃତ୍ୟୁ

ସୁବର୍ଣ୍ଣପୁର : ଟ୍ରେନ ଧକ୍କାରେ ଯୁବକଙ୍କ ମୃତ୍ୟୁ । ଏଭଳି ଅଭାବନୀୟ ଘଟଣା ଘଟିଛି  ସୁବର୍ଣ୍ଣପୁର ଡୁଙ୍ଗୁରିପାଲି ଫାଟକରେ ।  ଆଜି ସକାଳୁ ମର୍ଣ୍ଣିଙ୍ଗ ୱାକରେ ଗଲାବେଳେ ଡୁଙ୍ଗୁରିପାଲି  ସ୍ଥିତ ଲେବଲ୍ କ୍ରସିଂ ପାରି ହେଲା ବେଳେ ଧକ୍କା ଦେଲା ଟ୍ରେନ୍ । ମୃତ ବ୍ୟକ୍ତି ଜଣକ ହେଲେ ବଲାଙ୍ଗିରର…

ନାଇଜେରିଆରେ ବୋମା ବିସ୍ଫୋରଣ

ନୂଆଦିଲ୍ଲୀ : ନାଇଜେରିଆର ଉତ୍ତର-ମଧ୍ୟ ରାଜ୍ୟ ନସାରାଓ୍ବା ବେନ୍ୟୁ ଅଞ୍ଚଳରେ ବୋମା ବିସ୍ଫୋରଣ । ବୋମା ମାଡ଼ରେ ୧୨ରୁ ଅଧିକ ଗୋ-ପାଳକ ଏବଂ ସେଠାରେ ଉପସ୍ଥିତ ଥିବା ୫୦ରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇଥିବା ବେଳେ ଅନେକ ଲୋକ ଗୁରୁତର ଆହତ ହୋଇଥିବା ଜଣାପଡ଼ିଛି । ସମସ୍ତ ଆହତ ମାନଙ୍କୁ…

ବାପାଙ୍କ ମୃତ୍ୟୁର ବର୍ଷକ ପରେ ଚାଲିଗଲେ ପୁଅ

କଟକ: କଥାରେ ଅଛି ମୃତ୍ୟୁ କେତେବେଳେ କଉଠି ବି ଆସେ କାହାକୁ ଜଣା ନଥାଏ । କିଏ ଜାଣିଥିଲା ଏତେ କମ୍ ବୟସରେ ସେ ଦୁନିଆ ଛାଡ଼ି ଚାଲି ଯିବେ । ଯେଉଁ ବୟସରେ ଭବିଷ୍ୟତ ଗଢିବାକୁ ସ୍ବପଦେଖିବା କଥା ସେ ଆଜି ଅଫେରା ରାଇଜରେ । ଆାମେ କହୁଛୁ ଓଡ଼ିଆ ଟେଲି ଜଗତର ଲୋକପ୍ରିୟ ଅଭିନେତା ମିହିର ଦାସଙ୍କ ସାନ…

ଚାଇନିଜ୍‌ ନୂଆବର୍ଷ ପାଳନ ବେଳେ ଗୁଳିକାଣ୍ଡ , ୯ ମୃତ

କାଲିଫୋର୍ଣ୍ଣିଆ: ଶନିବାର ଆମେରିକାର କାଲିଫୋର୍ଣ୍ଣିଆରେ  ଘଟିଥିବା ଗୁଳିକାଣ୍ଡରେ ୯ ଜଣଙ୍କ ମୃତ୍ୟୁ ହୋଇଯାଇଛି । ଗୁଳିକାଣ୍ଡରେ ଅନେକ ଲୋକ ଆହତ ହୋଇଥିବା ଜଣାପଡ଼ିଛି । ସୂଚନା ଅନୂଯାୟୀ ଏହି ଘଟଣା ଶନିବାର ରାତି ୧୦ ଟା ପରେ ହୋଇଥିଲା । ଗୁଳିମାଡ଼ କରିଥିବା ବ୍ୟକ୍ତି ହାତରେ ମେସିନ ଗନ୍…

କୂଅରେ ପଡ଼ି ନାବାଳକର ମୃତ୍ୟୁ

ଖୋର୍ଦ୍ଧା : ସାଇକେଲ ଚଲାଇବା ବେଳେ ଅଘଟଣ ।କୂଅରେ ପଡ଼ି ନାବାଳକର ମୃତ୍ୟୁ। ଅସାବଧାନତା କାରଣରୁ ନାବାଳକ ଜଣଙ୍କ ସାଇକଲ ସହ ପଡ଼ି ଯାଇଥିଲେ କୂଅରେ । ଏଭଳି ଅଭାବନୀୟ ଘଟଣା ଘଟିଛି ଘଟଣା ଖୋର୍ଦ୍ଧା ଥାନା ପୁବୁସାହି ଓଲସିଂ ଗାଁରେ । ମୃତ ନାବାଳକ ହେଲେ ଦିବ୍ୟଜ୍ୟୋତି ବେହେରା । ସୂଚନା…

ଶୀତରେ ଥରୁଛି କାବୁଲ : ୭୮ଜଣଙ୍କ ମୃତ୍ୟୁ

କାବୁଲ : ଆଫଗାନିସ୍ତାନ ରାଜଧାନୀ କାବୁଲରେ ଶୀତର ଲହରୀ । ଯାହା ଫଳରେ  ସପ୍ତାହକ ମଧ୍ୟରେ କାବୁଲରେ ପ୍ରାୟ ୭୮ ଲୋକଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ତାଲିବାନ ନେତୃତ୍ବାଧୀନ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରାଳୟ ଦ୍ବାରା ପ୍ରାୟ ୧୦ ଲକ୍ଷ ପ୍ରଭାବିତ ଲୋକଙ୍କୁ ଖାଦ୍ୟ ଏବଂ ଆର୍ଥିକ ସହାୟତା…

ପରଜଙ୍ଗରେ ହାତୀ ଆତଙ୍କ : ବୃଦ୍ଧ ଓ ବୃଦ୍ଧାଙ୍କୁ ଦଳିଦେଲା ଦନ୍ତା

ଢେଙ୍କାନାଳ : ଦିନକୁ ଦିନ ବଢି ଚାଲିଛି ହାତୀ ଉପଦ୍ରବ । ଢେଙ୍କାନାଳ ବନଖଣ୍ଡ ମହାବିରୋଡ଼ ରେଞ୍ଜ ପରଜଙ୍ଗ ଅଞ୍ଚଳରେ ମାତିଛନ୍ତି ହାତୀ । ଫଳରେ ଦନ୍ତା ଆକ୍ରମଣରେ ୨ ଜଣଙ୍କର ମୃତ୍ୟୁ ହୋଇଛି ।ଡିହଡୋଳ ଫରେଷ୍ଟ ସେକ୍ସନ ଅନ୍ତର୍ଗତ ଖାଲପାଳ ଗାଁର ବୃଦ୍ଧ ଅଲେଖ ନାୟକ ଘର ପାଖ ପଡ଼ିଆକୁ ଶୌଚ ହେବାକୁ…

ରାଇସ ମିଲରେ ଚାଉଳ ବସ୍ତା ତଳେ ଚାପି ହୋଇ ଦୁଇ ଶ୍ରମିକ ମୃତ

ନୟାଗଡ଼ : ଚାଉଳ ବସ୍ତା ତଳେ ଚାପି ହୋଇ ଦୁଇ ଶ୍ରମିକ ମୃତ । ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ନୟାଗଡ଼ ଓଡ଼ଗାଁ ଥାନା ରୋହୀବାଙ୍କରେ ଥିବା ମା ମଙ୍ଗଳା ରାଇସ ମିଲରେ । ସେହି  ମିଲରେ କାମ କରୁଥିବା ବେଳେ ଚାଉଳ ବସ୍ତା ତଳେ ଚାପି ହୋଇ ଦୁଇ ଶ୍ରମିକଙ୍କ ମୃତ୍ୟୁ ହୋଇଛି । ମୃତକ ହେଲେ…

ଆସିଲା ପୋଷ୍ଟମର୍ଟମ ରିପୋର୍ଟ; ବିଷକ୍ରିୟାରୁ ଡାକ୍ତରାଣୀ ଶୁଭଶ୍ରୀ କରଙ୍କ ମୃତ୍ୟୁ

କେନ୍ଦୁଝର : ବିଷକ୍ରିୟାରୁ କେନ୍ଦୁଝର ଡାକ୍ତରାଣୀ ଶୁଭଶ୍ରୀ କରଙ୍କ ମୃତ୍ୟୁ ହୋଇଛି । ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ଏନେଇ ସୂଚନା ଦେଇଛି । ପୋଷ୍ଟମର୍ଟମ ପରେ ବିଷ କ୍ରିୟାରୁ ମୃତ୍ୟୁ ହୋଇଥିବା କହିଛି ବିଭାଗ । ଜବତ ବିଷ ବୋତଲକୁ ଫରେନସିକ୍ ସାଇନ୍ସ ଲ୍ୟାବକୁ ପଠାଯିବ । ଯୋଡ଼ା ହେଲଥ୍ ଆଣ୍ଡ୍…

ଯୁବତୀଙ୍କ ସନ୍ଦେହ ଜନକ ମୃତ୍ୟୁ, ହତ୍ୟା କରାଯାଇଥିବା ଅଭିଯୋଗ ଆଣିଲେ ପରିବାର

ଯାଜପୁର : ବାଲିଚନ୍ଦ୍ରପୁର ଥାନା ଅଧୀନସ୍ଥ ପଲେଇ ଗ୍ରାମରେ ଘଟିଛି ଅଭାବନୀୟ ଘଟଣା । ଜଣେ ଯୁବତୀଙ୍କ ସନ୍ଦେହ ଜନକ ମୃତ୍ୟୁ  । ଝିଅକୁ ହତ୍ୟା କରାଯାଇଥିବା ଅଭିଯୋଗ ଆଣିଲେ ପରିବାର ଲୋକେ । ସୂଚନା ଅନୁଯାୟୀ ପଲେଇ ଗ୍ରାମର ଚୈତନ୍ୟ ନାୟକଙ୍କ ଝିଅ ଶୁଭଶ୍ରୀ ନାୟକଙ୍କୁ ଘରୁ ଦୁଇ ଜଣ ଯୁବକ ଆସି…