Latest Odisha News

BREAKING NEWS

Browsing Tag

Death

ପୋଲ ତଳକୁ ଖସିଲା ଯାତ୍ରୀବାହୀ ଟ୍ରାକ୍ଟର ଟ୍ରଲି ,୩ ମୃତ ୨୫ ଗୁରୁତର

ଭୋପାଳ: ମଧ୍ୟପ୍ରଦେଶର ଦତିଆ ଜିଲ୍ଲାର ସେବରାରେ ମର୍ମନ୍ତୁଦ ଦୁର୍ଘଟଣା । ଭାରସାମ୍ୟ ହରାଇ ପୋଲ ତଳକୁ ଖସିଲା ଯାତ୍ରୀବାହୀ ଟ୍ରାକ୍କରର ଟଲ୍ଲୀ । ଦୁର୍ଘଟଣାରେ ୩ ମୃତ ୨୫ରୁ ଅଧିକ ଗୁରୁତର ଆହତ ହୋଇଛନ୍ତି । ଗତକାଲି ବିଳମ୍ବିତ ରାତିରେ ଗୋଟିଏ ଟ୍ରାକ୍ଟରର ଟ୍ରଲିରେ ବସି କିଛି…

ଅଭିନେତ୍ରୀ ବୈଶାଳୀ ଠକ୍କର କାହିଁକି କଲେ ଆତ୍ମହତ୍ୟା ? ଜଣାପଡ଼ିଲା ରହସ୍ୟ..

ମୁମ୍ବାଇ: ସାମ୍ନାକୁ ଆସିଲା ଅଭିନେତ୍ରୀ ବୈଶାଳୀ ଠକ୍କରଙ୍କ ଆତ୍ମହତ୍ୟାର ରହସ୍ୟ । ଗତକାଲି ଟେଲି ଅଭିନେତ୍ରୀ ବୈଶାଳୀ ଠକ୍କର ଇନ୍ଦୋର ଠାରେ ଆତ୍ମହତ୍ୟା କରିଥିଲେ । ତାଙ୍କ ଆତ୍ମହତ୍ୟା ଖବର ସମସ୍ତଙ୍କ ମନରେ ଗଭୀର ଦୁଃଖ ଦେଇଥିଲା। ତେବେ ଚର୍ଚ୍ଚିତ ଅଭିନେତ୍ରୀ ବୈଶାଳୀ ଠକ୍କରଙ୍କ…

କଇଁଥଗୋଡ଼ାରେ ଦନ୍ତା ହାତୀ ମୃତ

କାମାକ୍ଷାନଗର : ବିଦ୍ୟୁତ ଆଘାତରେ ଦନ୍ତାହାତୀ ମୃତ। ଢେଙ୍କାନାଳ ବନଖଣ୍ଡ ଭୁବନ ରେଞ୍ଜ ଜିରାଳ ଫରେଷ୍ଟ ସେକ୍ସନ ଅନ୍ତର୍ଗତ କଇଁଥଗୋଡା ନିକଟରେ ଦନ୍ତା ହାତୀର ମୃତ ଦେହ ଉଦ୍ଧାର । ବିଦ୍ୟୁତ ଜନିତ ଆଘାତ କାରଣରୁ ଦନ୍ତା ହାତୀଟିର ମୃତ୍ୟୁ ହୋଇଥିବା ସନ୍ଦେହ କରାଯାଉଛି । ହାତୀଟିର ଅନୁମାନିକ ବୟସ…

ନବଜାତ ଶିଶୁର ମୃତ୍ୟୁ ପାଇଁ ଡାକ୍ତରଙ୍କୁ ଦାୟୀ କଲେ ପରିବାର ଲୋକେ

ନିଆଳି: ନବଜାତ ଶିଶୁର ମୃତ୍ୟୁକୁ ନେଇ ଡାକ୍ତରଙ୍କୁ ଦାୟୀ କଲେ ସ୍ଥାନୀୟ ଲୋକେ । ଚିକିତ୍ସା ଅବହେଳାରୁ ନବଜାତ ଶିଶୁଟିର ମୃତ୍ୟୁ ହୋଇଥିବା ସନ୍ଦେହ କରାଯାଉଛି । ଏନେଇ ନବଜାତ ଶିଶୁର ମୃତ୍ୟୁକୁ ନେଇ ଚାରିଛକ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଦେଖାଦେଇଥିଲା ଉତ୍ତେଜନା । ପୁରୀ ଜିଲ୍ଲା…

ଗାଡି ଧକ୍କାରେ ବାଇକ ଆରୋହୀଙ୍କର ମୃତ୍ୟୁ

କାମାକ୍ଷାନଗର: ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଥାନା ମହୁଲପାଳ-ଜିରାଳ ପୂର୍ତ୍ତ ବିଭାଗ ରାସ୍ତାର ଦାନପଶି ଛକ ନିକଟରେ ଅଜଣା ଗାଡି ଧକ୍କାରେ ଜଣେ ବାଇକ ଆରୋହୀଙ୍କର ମୃତ୍ୟୁ ଘଟିଛି । ମୃତକ ଜଣଙ୍କ ହେଲେ ଘଟଘଟିଆ ଗାଁର ମୋହନ ନାୟକ । ମୋହନ ନିଜ ବାଇକ ଯୋଗେ କାମାକ୍ଷାନଗର ଯାଉଥିବା ବେଳେ…

ମଦ ପିଇ ଗାଡି ଚଳାଇବା ଡ୍ରାଇଭରଙ୍କୁ ପଡିଲା ମହଙ୍ଗା, ଆଇନଜୀବୀ ମୃତ

ସାଲେପୁର: ମଦ ପିଇ ଗାଡି ଚଳାଇବା ଡ୍ରାଇଭରଙ୍କୁ ପଡିଲା ମହଙ୍ଗା  । ଗତକାଲି ମଧ୍ୟରାତ୍ରୀରେ କଟକ ନିଶ୍ଚିନ୍ତକୋଇଲି ଥାନା କଟିକଟା-ଜଇପୁର ପୂର୍ତ୍ତ ବିଭାଗ ରାସ୍ତାର ପୁବଂସ ସେତୁ ଗଡା ନିକଟରେ ଯାଉଥିବା ଏକ ମହିନ୍ଦ୍ରା ଥର୍ ଗାଡି ଦ୍ରୁତ ଗତିରେ ଆସି ପୋଲ ଗଡା ରାସ୍ତା ପାର୍ଶ୍ଵରେ ଥୂଆ ହୋଇଥିବା…

ଚିକିତ୍ସାରେ ବିଳମ୍ବ ପାଇଁ ହାତୀର ମୃତ୍ୟୁ

ବାରିପଦା : ମୟୂରଭଞ୍ଜ ଜିଲ୍ଲା ବେତନଟୀ ରେଞ୍ଜ ତଥା ଥାନା ଅଧୀନ ମସିଣାକାଟି ସଂରକ୍ଷିତ ଜଙ୍ଗଲରେ ଅଟକି ରହିଥିବା ଅସୁସ୍ଥ ଦନ୍ତାହାତୀର ରବିବାର ଅସ୍ତ୍ରୋପଚାର ସହିତ ଆବଶ୍ୟକ ଚିକିତ୍ସା କରାଯାଇଥିଲେ ସୁଦ୍ଧା ସୋମବାର ସକାଳେ ଦନ୍ତାର ମୃତଦେହ ଉଦ୍ଧାର କରିଛି ବନବିଭାଗ । ସୂଚନା ମୁତାବକ…

କହ୍ନେୟାଲାଲ ହତ୍ୟାକାରୀଙ୍କୁ କଠୋର ଦଣ୍ଡ ଦିଆଯିବ : ଅଶୋକ ଗେହଲୋଟ

ଓଡ଼ିଶା ସମ୍ବାଦ ବ୍ୟୁରୋ: ରାଜସ୍ଥାନର ଉଦୟପୁରରେ ଜଣେ ସିଲେଇ ଦୋକାନୀଙ୍କ ମୁଣ୍ଡକାଟ ଘଟଣାକୁ କଡା ନିନ୍ଦା କରିଛନ୍ତି ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲୋଟ । ତାଙ୍କ ସରକାର ଏପରି ହତ୍ୟାକାରୀଙ୍କୁ କଠୋର ଦଣ୍ଡ ଦେବ ବୋଲି ସେ କହିଛନ୍ତି ।…

ପରଲୋକରେ ଜଣାଶୁଣା ଅଭିନେତା ଶିବ ଶୁବ୍ରମଣ୍ୟମ୍

ଭୁବନେଶ୍ୱର: ଚଳଚ୍ଚିତ୍ର ଦୁନିଆରୁ ଆସିଲା ଦୁଃଖଦ ଖବର । ଆଉ ନାହାନ୍ତି ଜଣାଶୁଣା ଅଭିନେତା ତଥା ସ୍କ୍ରିନ୍ ରାଇଟର୍ ଶିବ ଶୁବ୍ରମଣ୍ୟମ୍ । ବିଭିନ୍ନ ଭାଷାରେ ନିର୍ମିତ ଫିଲ୍ମରେ ଅଭିନୟ କରିଥିବା ଏହି ଅଭିନେତାଙ୍କ ମୃତ୍ୟୁ ଖବର ମନୋରଂଜନ ଦୁନିଆରେ ଶୋକ ଖେଳାଇଦେଇଛି । ବଲିଉଡରେ ଅନେକ ଫିଲ୍ମରେ…

ଫିଲ୍ମ ‘ଗଲ୍ଲି ବୟ’ ରାପର୍ ଧର୍ମେଶ ପରମାର୍‌ଙ୍କ ମୃତ୍ୟୁ

ମୁମ୍ବାଇ: ଫିଲ୍ମ ଗଲ୍ଲି ବୟରେ ଶୁଣିବାକୁ ମିଳିଥିଲା ଭଳିକିଭଳି ରାପ୍ । ଏହି ଫିଲ୍ମ ପାଇଁ ନିଜ ପ୍ରତିଭା ଦେଖାଇଥିଲେ ଏକାଧିକ ରାପର୍ । ଏହି ତାଲିକାରେ ସାମିଲ ଥିଲେ ରାପର୍ ମ୍ୟାକ୍ ତୋଡ୍ ଫୋଡ୍ ଓରଫ ଧର୍ମେଶ ପରମାର୍ । ତେବେ ନିକଟରେ ଏହି ୨୪ ବର୍ଷୀୟ ରାପର୍‌ଙ୍କର ମୃତ୍ୟୁ ଘଟିଛି । ଧର୍ମେଶ…