Latest Odisha News

BREAKING NEWS

Browsing Tag

Death

ରହସ୍ୟମୟ ଢଙ୍ଗରେ ମିର୍ଜାପୁର ଫେମ୍ ଅଭିନେତା ବ୍ରହ୍ମା ମିଶ୍ରାଙ୍କ ମୃତ୍ୟୁ

ମୁମ୍ବାଇ: ଆଉ ନାହାଁନ୍ତି ଫିଲ୍ମ ଅଭିନେତା ବ୍ରହ୍ମା ମିଶ୍ରା । ଅନେକ ବଲିଉଡ ଫିଲ୍ମରେ ସେ ଛୋଟଛୋଟ କିର୍ଦାରରେ ଦର୍ଶକଙ୍କ ସାମ୍ନାକୁ ଆସିଥିଲେ । ହେଲେ ଖାସ କରି ମାଂଝୀ: ଦ ମାଉଣ୍ଟେନ୍ ମ୍ୟାନ୍ ଭଳି ଫିଲ୍ମ ଓ ମିର୍ଜାପୁର ୱେବ୍ ସିରିଜରେ ସେ ଖୁବ ଲୋକପ୍ରିୟତା ହାସଲ କରିଥିଲେ । ଆଜି ଭର୍ସୋଭା…

ପରଲୋକରେ ଜଣାଶୁଣା କୋରିଓଗ୍ରାଫର୍ ଶିବା ଶଙ୍କର

ଭୁବନେଶ୍ୱର: ଆଉ ନାହାଁନ୍ତି ଟଲିଉଡର ଜଣାଶୁଣା କୋରିଓଗ୍ରାଫର୍ ଶିବା ଶଙ୍କର । ଗତକାଲି ହାଇଦ୍ରାବାଦରେ ତାଙ୍କର ନିଧନ ହୋଇଛି । ଦୀର୍ଘଦିନ ଧରି କରୋନାରେ ସଂକ୍ରମିତ ହୋଇ ଏକ ଘରୋଇ ହସ୍ପିଟାଲରେ ସେ ଚିକିତ୍ସିତ ହେଉଥିଲେ । ସ୍ୱାସ୍ଥ୍ୟାବସ୍ଥାରେ ଜଟିଳତା ଦେଖାଯିବାରୁ ତାଙ୍କୁ ଆଇସିୟୁରେ ଭର୍ତ୍ତି…

ଗୋରୁ ଖାଇଗଲା ବିରି, ତୀର ନେଇଗଲା ମଣିଷ ଜୀବନ

କେନ୍ଦୁଝର: ବିରି ପାଇଁ ଚାଲିଗଲା ଯୁବକଙ୍କ ଜୀବନ । ଗୋରୁ ବିରି ଖାଇବା ଘଟଣାକୁ ନେଇ ଘଟିଯାଇଛି ନୃଶଂସ ହତ୍ୟାକାଣ୍ଡ । ଏଭଳି ଏକ ଘଟଣାକୁ ନେଇ କେନ୍ଦୁଝର ଜିଲ୍ଲା କୋଡାକଳା ଗାଁ ଚର୍ଚ୍ଚାକୁ ଆସିଛି । ସବିଶେଷ ରିପୋର୍ଟ ଅନୁଯାୟୀ ଗୁରୁବାର ଅପରାହ୍ନରେ କୋଡାକଳା ଗାଁର ଜଗଦୀଶ ଦେହୁରୀ, ସାଗୁ…

ମାଲକାନଗିରିରେ ସଡକ ଦୁର୍ଘଟଣା, କାର ଧକ୍କାରେ ବାଇକ ଚାଳକ ମୃତ

ମାଲକାନଗିରି: ବାଇକ ଚାଳକଙ୍କୁ ଧକ୍କା ଦେଲା କାର୍ । ଘଟଣାସ୍ଥଳରେ ବାଇକ୍ ଚାଳକ ରିଙ୍କୁ ସିଙ୍ଗାଡିଙ୍କର ମୃତ୍ୟୁ ଘଟିଛି । ମାଲକାନଗିରି ଜିଲ୍ଲାର ମାଥିଲି ଥାନା ଅନ୍ତର୍ଗତ ଟଙ୍ଗଗୁଡା ଗାଁରେ ଏହି ଦୁର୍ଘଟଣା ଘଟିଥିବା ଜଣାପଡିଛି । ଦୁର୍ଘଟଣା ଘଟାଇଥିବା କାରକୁ ଅଟକ ରଖିବା ସହ ଲୋକେ ୩୨୬…

ଟିଭି ସିରିଜ୍ ଯୋଦ୍ଧା ଅକବରର ଅଭିନେତ୍ରୀ ମନୀଷାଙ୍କ ଦେହାନ୍ତ

ମୁମ୍ବାଇ: ଟେଲି ନଗରୀରେ ଦୁଃଖଦ ଖବର । ଆଉ ନାହାଁନ୍ତି ଚର୍ଚ୍ଚିତ ଅଭିନେତ୍ରୀ ମନୀଷା ଯାଦବ । ଟିଭି ସିରିଜ୍ ଯୋଦ୍ଧା ଅକବରରେ ତାଙ୍କ ନିପୁଣ ଅଭିନୟ ଦର୍ଶକଙ୍କ ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଥିଲା । ଅଭିନେତ୍ରୀ ମନୀଷା ସିରିଜ୍ ଯୋଦ୍ଧା ଅକବରରେ ସଲିମା ବେଗମ ଭାବେ ଦର୍ଶକଙ୍କ ସାମ୍ନାକୁ…

ମୋରମ ନେଇଗଲା ଜୀବନ, ଜଣେ ନାବାଳିକା ମୃତ ୨ ଗୁରୁତର

ରାୟଗଡା: ବିଷମକଟକ ଥାନା ଅନ୍ତର୍ଗତ ସାନ କାଚାପାଇ ଗାଁରୁ ଆସିଲା ଦୁଃଖଦ ଖବର । ମୋରମ ଖୋଳା ଚାଲିଥିଲାବେଳେ ମାଟି ଧସି ଜଣେ ନାବାଳିକାର ମୃତ୍ୟୁ ଘଟିଛି । ଅନ୍ୟପଟେ ଆଉ ଦୁଇଜଣ ଗୁରୁତର ଭାବେ ଆହତ ହୋଇଥିବା ସୂଚନା ମିଳିଛି । ମିଳିଥିବା ରିପୋର୍ଟ ଅନୁଯାୟୀ ଆଜି ଅପରାହ୍ନରେ ସାନ କାଚାପାଇ…

ଆମେରିକାରେ ରହସ୍ୟମୟ ଢ଼ଙ୍ଗରେ ପକ୍ଷୀଙ୍କ ମୃତ୍ୟୁ, ମହାମାରୀ ଆଶଙ୍କା !

ନ୍ୟୁୟର୍କ: ଆମେରିକାରେ ରହସ୍ୟମୟ ଢ଼ଙ୍ଗରେ ପକ୍ଷୀଙ୍କ ମୃତ୍ୟୁ ଘଟୁଥିବା ଦେଖିବାକୁ ମିଳିଛି । କେଉଁ ରୋଗରେ ଆକ୍ରାନ୍ତ ହୋଇ ସେମାନେ ମୃତ୍ୟୁବରଣ କରୁଛନ୍ତି ତାହାର ତଦନ୍ତ ଚାଲିଛି । ଷ୍ଟାରଲିଙ୍ଗସ, ବ୍ଲୁ ଜେଜ, ଗ୍ରେକଲ୍ସଙ୍କ ପରୀ ପକ୍ଷୀ ମରିବା ପରୋକ୍ଷରେ ମହାମାରୀର ଆଶଙ୍କା ସୃଷ୍ଟି କରିଛି ।…

ଆରପାରିରେ ରେଡିଓ ମଣିଷ ଉପେନ୍ଦ୍ର କୁମାର ପାହାଡସିଂ

ଭୁବନେଶ୍ୱର: ଆଉ ନାହାଁନ୍ତି ଆକାଶବାଣୀର ବିଶିଷ୍ଠ ସମ୍ବାଦ ପାଠକ ଉପେନ୍ଦ୍ର ପାହାଡସିଂ । ଦିନେ ଏହି ମହାନ ବ୍ୟକ୍ତିତ୍ୱଙ୍କ ଗୁରୁ ଗମ୍ଭୀର ସ୍ୱର ସାରା ଓଡିଶାର ରେଡିଓ ପ୍ରେମୀଙ୍କ ମନକୁ ଆନ୍ଦୋଳିତ କରୁଥିଲା । ହେଲେ ଆଜି ଶେଷ ହୋଇଛି ଉପେନ୍ଦ୍ର କୁମାର ପାହାଡସିଂଙ୍କ ଯୁଗ  । ଦିଲ୍ଲୀର ଏକ…

ରାଜ୍ୟରେ ଆଉ ୪୩ ଜଣଙ୍କ ମୃତ୍ୟୁ; ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ

ଭୁବନେଶ୍ୱର: ରାଜ୍ୟରେ ଦୈନିକ ସଂକ୍ରମଣ ସହ କରୋନା ମୃତ୍ୟୁ ସଂଖ୍ୟା ଧିରେଧିରେ କମିବାରେ ଲାଗିଛି। ଗୋଟିଏ ଦିନରେ ରାଜ୍ୟରେ ପ୍ରାଣ ହରାଇଛନ୍ତି ଆଉ ୪୩ ଜଣ ଆକ୍ରାନ୍ତ। ଯାହାକୁ ମିଶାଇ ମୋଟ ମୃତ୍ୟୁ ସଂଖ୍ୟା ୩ ହଜାର ୯୩୦କୁ ବୃଦ୍ଧି ପାଇଛି । ଏନେଇ ଟ୍ୱିଟ ଯୋଗେ ସୂଚନା ଦେଇଛି ରାଜ୍ୟ…

କରୋନା ସାଜିଲା କାଳ, ଆପଣାର ହେଲେ ପର

ଭଦ୍ରକ: କରୋନା ମହମାରୀ କେବଳ ମୃତ୍ୟୁର ନୂତନ ସଂଜ୍ଞା ଦେଇନାହିଁ । ଆପଣାର ହୋଇଛନ୍ତି ପର, ପର ସାଜିଛନ୍ତି ସତେ ଅବା ଦେବଦୂତ । ଏପରି ଅନେକ ଉଦାହରଣ ନଜରକୁ ଆସିଛି । ଏହି ଧାରାରେ ଚର୍ଚ୍ଚାକୁ ଆସିଛି ଭଦ୍ରକ ଧାମନଗର ବ୍ଲକ ଅନ୍ତର୍ଗତ ବଡତରଣି ଗାଁ । ଏହି ଗାଁରେ ଜଣେ ବର୍ଷିୟାନ୍ କଳାକାର…