Latest Odisha News

BREAKING NEWS

Browsing Tag

Death

ରାଜ୍ୟରେ ଆଉ ୪୪ କରୋନା ରୋଗୀଙ୍କ ମୃତ୍ୟୁ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ…

ଭୁବନେଶ୍ୱର: ରାଜ୍ୟରେ ଆଉ ୪୪ କରୋନା ରୋଗୀଙ୍କ ମୃତ୍ୟୁ ହୋଇଛି। ଯାହାକୁ ମିଶାଇ ମୋଟ୍ ମୃତ୍ୟୁ ସଂଖ୍ୟା ୩୩୪୬ ରେ ପହଞ୍ଚିଛି। ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁଯାୟୀ ସୋମବାର ଦିନ ରାଜ୍ୟର ୧୯ଟି ଜିଲ୍ଲାରୁ ଏହି ୪୪ ରୋଗୀଙ୍କ ମୃତ୍ୟୁ ଘଟିଛି। ଖୋର୍ଦ୍ଧାରୁ ସର୍ବାଧିକ ପାଞ୍ଚ ଜଣଙ୍କର ମୃତ୍ୟୁ…

ପରଲୋକରେ ଏସୀୟ ଗେମ୍ସ ସ୍ବର୍ଣ୍ଣ ପଦକ ବିଜେତା ବକ୍ସର୍ ଡିଙ୍କୋ ସିଂ

ଭୁବନେଶ୍ୱର: କରୋନା ବିରୋଧରେ ସେ ଜିତିଥିଲେ । ହେଲେ କ୍ୟାନ୍ସର ବ୍ୟାଧି ନିକଟରୁ ସେ ପରାଜିତ ହୋଇଛନ୍ତି । ଆଉ ନାହାଁନ୍ତି ଏସୀୟ ଗେମ୍ସରେ ସ୍ବର୍ଣ୍ଣ ବିଜେତା ବକ୍ସର ଡିଙ୍କୋ ସିଂ । ଦୀର୍ଘଦିନ ଧରି ଲିଭର କ୍ୟାନ୍ସର୍‌ରେ ପୀଡିତ ଥିବା ଏହି ବକ୍ସରଙ୍କର ଆଜି ଦେହାନ୍ତ ହୋଇଛି । ୨୦୧୭ରୁ…

ବନ୍ୟାଜଳରେ ଭାସିଗଲେ ଦୁଇଜଣ, ଉଦ୍ଧାର ୬ଜଣ

ମୟୁରଭଂଜ: ବାତ୍ୟା “ୟାସ୍‌” ଦେଖାଇଥିଲା ଭୟାନକ ରୂପ । ଆଉ ଏବେ ବନ୍ୟା ସ୍ଥିତି ଲୋକଙ୍କ ମନରେ ସୃଷ୍ଟି କରିଛି କୋକୁଆ ଭୟ । ବର୍ଷା ଓ ସମୁଦ୍ର ଜଳ ଅନେକ ଗାଁକୁ ଜଳବନ୍ଦୀ କରିଛି । ଏପରି ସ୍ଥିତିରେ ମୟୁରଭଂଜ ସାରସକଣା ତଟାସାହି ଗାଁରେ ସାମ୍ନାକୁ ଆସିଛି ଅଭାବନୀୟ ଘଟଣା । ସୁବର୍ଣ୍ଣରେଖା…

ଅକାଳରେ ଜୀବନ ନେଇଗଲା ବାସି ବିରିଆନି

ଉମରକୋଟ: ବାସି ଖାଦ୍ୟ ଖାଇ ନବାଳିକାର ମୃତ୍ୟୁ । ପଡିଶା ଘରୁ ବାସି ବିରିଆନି ଆଣି ଖାଇବା ଦୁଇଦୁଇଟି ପରିବାରକୁ ମହଙ୍ଗା ପଡିଛି । ସ୍ୱାସ୍ଥ୍ୟ ପ୍ରତି ସଚେତନ ରହିବାକୁ ସ୍ୱାସ୍ଥ୍ୟ ବିଭାଗ ବିଭିନ୍ନ ଉପାୟରେ ଲୋକଙ୍କୁ ସଚେତନ କରୁଛନ୍ତି । ତଥାପି ବାସି ବିରିଆନି ଖାଇ ଜଣେ ନାବାଳିକାର ମୃତ୍ୟୁ…

ଦାଦନ ଶ୍ରମିକଙ୍କୁ ନିର୍ମମ ହତ୍ୟା, ବେଙ୍ଗାଳୁରୁରେ ପଡିଛି ମୃତଦେହ

ବାରିପଦା: ଦାଦନ ଶ୍ରମିକଙ୍କ ସନ୍ଦେହଜନକ ମୃତ୍ୟୁ । ଧାରୁଆ ଅସ୍ତ୍ରରେ ହତ୍ୟା କରାଯାଇଥିବା ଅଭିଯୋଗ । ମୃତ ଶ୍ରମିକଙ୍କ ଘର ମୟୁରଭଂଜ ଜିଲ୍ଲା ଶରତ ଗାଁ । ବେଙ୍ଗାଳୁରୁରେ ତାଙ୍କ ମୃତ୍ୟୁ ହୋଇଥିଲାବେଳେ ମୃତଦେହକୁ ଫେରାଇ ଆଣିବା ପାଇଁ ପ୍ରଶାସନ ନିକଟରେ ଗୁହାରି କରିଛନ୍ତି ତାଙ୍କ ପରିବାର ଲୋକେ ।…

ନୀରବିଗଲେ ଆଙ୍କର ଓ ଆର୍‌ଜେ ସବନମ୍

ଭୁବନେଶ୍ୱର: ଆରପାରିରେ ସବନମ୍ ସିରିନ୍ । ଅନେକ ଲୋକ ଏହି ଖବରକୁ ବିଶ୍ୱାସ କରିପାରୁନାହାନ୍ତି । ଓଡିଶା ଗଣମାଧ୍ୟମରେ ସବନମ୍‌ଙ୍କ ନାଁ ବେଶ ଜଣାଶୁଣା । ହେଲେ ଆଜି ସେ ସମସ୍ତଙ୍କୁ ଟିକେ ଅଧିକ ମନେ ପଡିଛନ୍ତି । କାହିଁକି ନା କରୋନାରେ ସଂକ୍ରମିତ ହୋଇ ସବନମ୍ ଚାଲିଯାଇଛନ୍ତି ଆରପାରିକୁ । କନକ…

ପରଲୋକରେ ଯାତ୍ରା ଜଗତର ହାସ୍ୟ ଅଭିନେତା ଜଗବନ୍ଧୁ ରାଉତ

ଭୁବନେଶ୍ୱର: ସତେ ଯେମିତି କଳାକାରଙ୍କ ଉପରେ କରୋନା ଦାଉ ସାଧିଛି । କେତେବେଳେ ବଲିଉଡ ତ ପୁଣି କେତେବେଳେ ଓଲିଉଡରୁ ଶୁଭିଥିଲା ଦେହାନ୍ତ ଭଳି ଦୁଃଖଦ ଖବର । ହେଲେ ଏବେ ଜଲିଉଡରୁ ଆସିଛି ଆଉ ଏକ କୋହଭରା ସମ୍ବାଦ । ପରଲୋକରେ ଓଡିଆ ଯାତ୍ରା ଜଗତର ଲୋକପ୍ରିୟ ହାସ୍ୟ ଅଭିନେତା ଜଗବନ୍ଧୁ ଓରଫ ଜଗା…

ଓଡ଼ିଶାରେ କରୋନା ମୃତ୍ୟୁ ସଂଖ୍ୟା ୧୯୯୭କୁ ବୃଦ୍ଧି

ଭୁବନେଶ୍ୱର: ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ବୃଦ୍ଧି ପାଉଥିବା ବେଳେ ୨୪ ଘଣ୍ଟାରେ ଆଉ ୯ ଜଣଙ୍କର ମୃତ୍ୟୁ ଘଟିଛି। ଯାହାକୁ ମିଶାଇ ମୋଟ ମୃତ୍ୟୁ ସଂଖ୍ୟା ୧୯୯୭କୁ ବୃଦ୍ଧି ପାଇଛି। ଏନେଇ ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। ତେବେ ଭଦ୍ରକ, କଟକ, ଗଞ୍ଜାମରୁ ଜଣେ…

ସ୍ୱେରେଜ କାମ ବେଳେ ଶ୍ୱାସରୁଦ୍ଧ ହୋଇ ଦୁଇ ଶ୍ରମିକଙ୍କ ମୃତ୍ୟୁ, ଜଣେ ଗୁରୁତର

କଟକ: ସିଡିଏ ସେକ୍ଟର ୧୦ରେ ସ୍ୱରେଜ୍ କାମ ବେଳେ ଅଘଟଣ । ଆଜି ତିନି ଜଣ ଶ୍ରମିକ ସ୍ୱେରେଜ କାମ କରୁଥିବା ବେଳେ ଶ୍ୱାସରୁଦ୍ଧ ହୋଇ ଦୁଇଜଣଙ୍କର ମୃତ୍ୟୁ ହୋଇଛି । ଅନ୍ୟ ଜଣେ ଶ୍ରମିକ ଗୁରୁତର ଥିବା ଜଣାପଡିଛି । ତାଙ୍କୁ କଟକ ବଡ ମେଡିକାଲରେ ଭର୍ତ୍ତିି କରାଯାଇଛି । ମିଳିଥିବା ସୂଚନା ଅନୁଯାୟୀ,…

ଚିକିତ୍ସାଧୀନ ନାବାଳିକାର ମୃତ୍ୟୁ, ମାଲକାନଗିରିରେ ଉତ୍ତେଜନା

ମାଲକାନଗିରି: ମାମଲା ଲମ୍ବିଛି ସୁଦୂର ମାଲକାନଗିରିରୁ କଟକ ନଗରୀ । ଚିକିତ୍ସାଧୀନ ଜଣେ ନାବାଳିକାର ମୃତ୍ୟୁକୁ ନେଇ ଉତ୍ତେଜନା ପ୍ରକାଶ ପାଇଛି । ଅଧିକ ଚିକିତ୍ସା ପାଇଁ ୭ ବର୍ଷୀୟ ନାବାଳିକାକୁ ମାଲକାନଗିରି ଜିଲ୍ଲା ହସ୍ପିଟାଲରୁ କଟକ ବଡ ମେଡିକାଲ ସ୍ଥାନାନ୍ତରିତ କରାଯାଇଥିଲା । ହେଲେ ଝିଅଟିର…