Latest Odisha News

BREAKING NEWS

Browsing Tag

Death

ସୁନ୍ଦରଗଡରେ ନଦୀରେ ଭାସିଯାଇ ଯୁବତୀ ମୃତ୍ୟୁ ଘଟଣାରେ ଭିଡିଓ ଭାଇରାଲ

ସୁନ୍ଦରଗଡ଼: ଇବ୍ ନଦୀ କୂଳରେ ସେଲଫି ନେବା ବେଳେ ସୁଅରେ ଭାସିଯିବା ଘଟଣାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି । ଘଟଣାଟି ଗତ ତିନି ତାରିଖରେ ଘଟିଥିଲା । ଦୀର୍ଘ ୨୨ ଘଣ୍ଟାର ଖୋଜାଖୋଜି ପରେ ମୃତଦେହ ଏକ ପଥର ସନ୍ଧିରୁ ମିଳିଥିଲା । ସୂଚନା ଅନୁଯାୟୀ, ରାଜଗାଙ୍ଗପୁର କୁମ୍ଭାରପଡ଼ାର ୨୩…

ଓଡ଼ିଶାରେ କରୋନା ମୃତ୍ୟୁ ସଂଖ୍ୟା ୧୮୮୩କୁ ବୃଦ୍ଧି

ଭୁବନେଶ୍ୱର: ରାଜ୍ୟରେ ଦୈନିକ ସଂକ୍ରମଣ ସହ କରୋନା ମୃତ୍ୟୁ ସଂଖ୍ୟା ମଧ୍ୟ କମିବାରେ ଲାଗିଛି । ଗୋଟିଏ ଦିନରେ ରାଜ୍ୟରେ ପ୍ରାଣ ହରାଇଛନ୍ତି ଆଉ ୩ ଜଣ ଆକ୍ରାନ୍ତ। ଯାହାକୁ ମିଶାଇ ମୋଟ ମୃତ୍ୟୁ ସଂଖ୍ୟା ୧୮୮୩କୁ ବୃଦ୍ଧି ପାଇଛି । ଏନେଇ ଟ୍ୱିଟ ଯୋଗେ ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର…

ଆରପାରିରେ ବଲିଉଡ ଅଭିନେତ୍ରୀ ଆର୍ଯ୍ୟା ବାନାର୍ଜି

କୋଲକାତା: ଆଉ ନାହାନ୍ତି ଅଭିନେତ୍ରୀ ଦେବଦତ୍ତା ଓରଫ ଆର୍ଯ୍ୟା ବାନାର୍ଜି । ୩୫ ବର୍ଷ ବୟସରେ ସେ ଶୁକ୍ରବାର କୋଲକାତାର ନିଜ ବାସଭବନରେ ମୃତ ଅବସ୍ଥାରେ ଉଦ୍ଧାର ହୋଇଥିଲେ । ପୋଷ୍ଟମୋର୍ଟମରେ ଜଣାପଡିଛି ଲିଭର୍ ସମସ୍ୟା ଦେଇ ଗତି କରୁଥିବା ଆର୍ଯ୍ୟାଙ୍କ ପେଟରେ ମଦ ମିଳିଥିଲା । ସ୍ୱର୍ଗତ ସୀତାର…

ପରଲୋକରେ ବରିଷ୍ଠ ସାମ୍ବାଦିକ ରାଜେନ୍ଦ୍ର ନାଥ ମିଶ୍ର

ରାଉରକେଲା: ଆଜି ସକାଳେ ବରିଷ୍ଠ ସାମ୍ବାଦିକ ରାଜେନ୍ଦ୍ର ନାଥ ମିଶ୍ରଙ୍କର ଦେହାନ୍ତ ହୋଇଛି । ମେଳାପି ସ୍ୱଭାବର ରାଜେନ୍ଦ୍ର ଓଡିଶା ଗଣମାଧ୍ୟମରେ ଜଣେ ପରିଚିତ ଚେହେରା ଥିଲେ । ରାଉରକେଲାର ଆଇଜିଏଚ୍ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ନିଧନ ହୋଇଥିବା ଜଣାପଡିଛି । ଦୀର୍ଘଦିନ ଧରି…

ପରଲୋକରେ ବରିଷ୍ଠ ଅଭିନେତା ରବି ପଟୱର୍ଦ୍ଧନ

ମୁମ୍ବାଇ: ଆଉ ନାହାନ୍ତି ବରିଷ୍ଠ ଅଭିନେତା ରବି ପଟୱର୍ଦ୍ଧନ୍ । ୮୩ ବର୍ଷ ବୟସରେ ଏହି ଅଭିନେତାଙ୍କର ହୃଦଘାତରେ ନିଧନ ହୋଇଛି । ନିଃଶ୍ୱାସ ନେବାରେ ସମସ୍ୟା ଦେଖାଦେବାରୁ ତାଙ୍କୁ ଶନିବାର ମୁମ୍ବାଇର ଏକ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ତେବେ ପୂର୍ବରୁ ବି ମାର୍ଚ୍ଚ ମାସରେ ତାଙ୍କର ହୃଦଘାତ…

ଆରପାରିରେ ଫୁଟବଲ ଯାଦୁଗର ମାରାଡୋନା !

ଭୁବନେଶ୍ୱର: ଆର୍ଜେଣ୍ଟିନାର ମହାନ୍ ଫୁଟବଲର୍ ଡିଏଗୋ ମାରାଡୋନା । ସାରା ବିଶ୍ୱରେ ଜଣେ ଅନନ୍ୟ ଖେଳାଳି ରୂପେ ଇତିହାସର ସ୍ୱର୍ଣ୍ଣ ପୃଷ୍ଠାରେ ତାଙ୍କ ନାଁ ଲିପିବଦ୍ଧ । ତେବେ ବୁଧବାର ଏହି ମହାନ ଖେଳାଳି ଅଗଣିତ ଫୁଟବଲ ପ୍ରେମୀଙ୍କୁ ଏକାକି କରି ଆରପାରିକୁ ଚାଲିଯାଇଛନ୍ତି । ସ୍ଥାନୀୟ ଗଣମାଧ୍ୟମର…

ପରଲୋକରେ ଯୋଦ୍ଧା ଆକବର ଅଭିନେତା !

ନୂଆଦିଲ୍ଲୀ: ଆଉ ନାହାଁନ୍ତି ବରିଷ୍ଠ ଅଭିନେତା ଓ ଥିଏଟର ବ୍ୟକ୍ତିତ୍ୱ ବିଶ୍ୱ ମୋହନ ବଡୋଲା । ବୟସାଧିକ ଓ ସ୍ୱାସ୍ଥ୍ୟଗତ ସମସ୍ୟା କାରଣରୁ ଗତକାଲି ରାତିରେ ତାଙ୍କର ନିଧନ ଘଟିଛି । ଏହି ପୁରୁଖା କଳାକାର ଅନେକ ଫିଲ୍ମ, ଟିଭି ସିରିଜ୍ ଓ ଖାସ କରି ଥିଏଟର ସହ ଜଡିତ ଥିଲେ । ଚର୍ଚ୍ଚିତ ଅଭିନେତା…

ଓଡିଆ ଅଭିନେତା ଜିମୂତ ପଟ୍ଟନାୟକଙ୍କ ଦେହାନ୍ତ

ଭୁବନେଶ୍ବର: ବରିଷ୍ଠ ଓଡିଆ ଅଭିନେତା ଜିମୂତ ପଟ୍ଟନାୟକଙ୍କର ଭୁବନେଶ୍ବର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଦେହାନ୍ତ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୬୨ ବର୍ଷ ବୟସ ହୋଇଥିଲା। ସୂଚନା ଅନୁଯାୟୀ ସେ ଗତ କିଛି ଦିନ ହେବ ନିମୋନିଆରେ ପିଡିତ ହୋଇ ଚିକିତ୍ସିତ ହେଉଥିଲ‌େ। ହେଲେ ଚିକିତ୍ସାଧୀନ…

ଗୋଆର ପ୍ରଥମ ମହିଳା ରାଜ୍ୟପାଳ ମୃଦୁଳା ସିହ୍ନାଙ୍କ ପରଲୋକ

ନୂଆଦିଲ୍ଲୀ: ୭୭ ବର୍ଷ ବୟସରେ ଆଜି ଗୋଆର ପୂର୍ବତନ ରାଜ୍ୟପାଳ ତଥା ବରିଷ୍ଠ ବିଜେପି ନେତ୍ରୀ ମୃଦୁଳା ସିହ୍ନାଙ୍କର ନିଧନ ହୋଇଛି । ସେ ଏକ ଧାରାରେ ଥିଲେ ଜଣେ ଜଣାଶୁଣା ହିନ୍ଦୀ ଲେଖିକା, ସାହିତ୍ୟିକ ଓ ଔପନ୍ୟାସିକା । ତା ଛଡା ବିଜେପି ମହିଳା ମୋର୍ଚ୍ଚା ଓ କେନ୍ଦ୍ରୀୟ ସମାଜ କଲ୍ୟାଣ ବୋର୍ଡର…

ରୋଗାଗ୍ରସ୍ତ ବାପାକୁ ହତ୍ୟା କଲା ପୁଅ

ବରଗଡ: ବରଗଡ ଜିଲ୍ଲା ଅତାବିରା ଥାନା ଅନ୍ତର୍ଗତ ଜମିଦାର ପଡା ଅଞ୍ଚଳରେ ପକ୍ଷାଘାତରେ ଆକ୍ରାନ୍ତ ଜଣେ ବ୍ୟକ୍ତିଙ୍କୁ ତାଙ୍କ ପୁଅ ହତ୍ୟା କରିଥିବା ଅଭିଯୋଗ ହୋଇଛି । ମୃତକଙ୍କ ନାମ ସଉକିଲାଲ୍ ସେଠ୍ ବୋଲି ସୁତ୍ରରୁ ପ୍ରକାଶ । ପ୍ରାପ୍ତ ସୂଚନାନୁଯାୟୀ, ଗତ ଶୁକ୍ରବାର ସନ୍ଧ୍ୟା ସମୟରେ କୌଣସି…