ରାଜ୍ୟରେ ଆଉ ୧୫ କରୋନା ରୋଗୀଙ୍କ ମୃତ୍ୟୁ; ମୋଟ୍ ମୃତକଙ୍କ ସଂଖ୍ୟା ୧୩୯୩କୁ ବୃଦ୍ଧି
ଭୁବନେଶ୍ୱର: ରାଜ୍ୟରେ ଶୁକ୍ରବାର ଦିନ ଆଉ ୧୫ଜଣ କୋଭିଡ-୧୯ ଆକ୍ରାନ୍ତ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି । ଯାହାକୁ ମିଶାଇ ରାଜ୍ୟରେ କରୋନା ମୃତକଙ୍କ ସଂଖ୍ୟା ୧୩୯୩ରେ ପହଞ୍ଚିଛି ।
ସ୍ୱାସ୍ଥ୍ୟ ବିଭାଗର ସୂଚନାନୁସାରେ, କଟକରୁ ୧, ଭୁବନେଶ୍ୱରରୁ ୨, ଖୋର୍ଦ୍ଧାରୁ ୧, ମାଲକାନଗିରିରୁ ୧,…