ଗଳ୍ପ : ଝିଅ
ଦେବଜ୍ଯୋତି ଅବିନାଶ
ଖଟ ଉପରେ ସେମିତି ଶୋଇ ରହିଥାନ୍ତି ହରିହର ବାବୁ। ବୟସ ୮୦ ଉପରେ । ୨ ବର୍ଷ ହେଲା ଶରୀର ଅଚଳ। ତାଙ୍କୁ ଖୁଆଇ ଦେଇ ସାରି ଅରୁଣିମା ଯାଇଛି ରୋଷେଇ ଘରକୁ, କ୍ଷୀର ଗରମ କରି ଆଣିବ ବୋଲି। ଅରୁଣିମା ତାଙ୍କର ଗୋଟିଏ ବୋଲି ଝିଅ, ତିନି ଭାଇ ଭଉଣୀ ଭିତରୁ ସବୁଠୁ ସାନ।…