୨୧ ରେ ଖୋଲିବ ରାହୁଲଙ୍କ ୨୪ ଭାଗ୍ୟ !
ଭୁବନେଶ୍ୱର: ମୋଦି ସାଙ୍ଗିଆ ସମ୍ପର୍କିତ ମାନହାନି ମାମଲା ପ୍ରସଙ୍ଗରେ ଆସନ୍ତା ୨୧ ତାରିଖରେ ଶୁଣାଣି କରିବେ ସୁପ୍ରିମକୋର୍ଟ। ମାନହାନି ମାମଲାରେ ସୁରଟ କୋର୍ଟ ରାହୁଲଙ୍କୁ ଦୁଇ ବର୍ଷ ଜେଲ ଦଣ୍ଡ ଶୁଣାଇଛନ୍ତି।
ଏହା ପରେ ଗୁଜରାଟ ହାଇକୋର୍ଟରେ ମଧ୍ୟ ରାହୁଲଙ୍କୁ ଆସ୍ୱସ୍ତି ମିଳି ନ ଥିଲା। ତଳ…