Latest Odisha News

BREAKING NEWS

Browsing Tag

delhi

ପରାଜୟ ପରେ ମୁହଁ ଖୋଲିଲେ କେଜ୍ରିୱାଲ… 

ନୂଆଦିଲ୍ଲୀ: ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ନିଜର ପରାଜୟକୁ ସ୍ୱୀକାର କରିଛନ୍ତି। ସେ ଏକ ଭିଡିଓ ବାର୍ତ୍ତାରେ ଜନତାଙ୍କୁ କହିଛନ୍ତି, “ଆମେ ଲୋକଙ୍କ ଜନାଦେଶକୁ ଅତ୍ୟନ୍ତ ନମ୍ରତାର ସହିତ ଗ୍ରହଣ କରୁଛୁ। ମୁଁ ବିଜେପିକୁ ଏହି ବିଜୟ ପାଇଁ ଅଭିନନ୍ଦନ ଜଣାଉଛି। ଲୋକମାନେ…

ଋଣ ବୋଝରେ ସରକାର, ନିଲାମ ହେବ ହିମାଚଳ ଭବନ

ନୂଆଦିଲ୍ଲୀ: ହିମାଚଳ ପ୍ରଦେଶରେ ଏକ ବିଜୁଳି କମ୍ପାନୀର ଟଙ୍କା ଫେରସ୍ତ ନକରିବାରୁ ହାଇକୋର୍ଟ ଦିଲ୍ଲୀରେ ଥିବା ସରକାରୀ ସମ୍ପତ୍ତି ନିଲାମ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ବର୍ତ୍ତମାନ ଏହି ଆଦର୍ଶ ହେତୁ ହିମାଚଳ ପ୍ରଦେଶ ସରକାର ବିବାଦ ଘେରରେ ରହିଛନ୍ତି। ୬୪ କୋଟି ଟଙ୍କାର ବକେୟା ପରିଶୋଧ…

୪୯ ସିଗାରେଟର ଧୁଆଁ ସହ ସମାନ ଦିଲ୍ଲୀର ବାୟୁ

ନୂଆଦିଲ୍ଲୀ: ଦିଲ୍ଲୀ-ଏନସିଆରରେ ବାୟୁ ପ୍ରଦୂଷଣ ପରିସ୍ଥିତି ବହୁତ ଖରାପ ପରିସ୍ଥିତିରେ ପହଞ୍ଚିଲାଣି। ବାଣ ଏବଂ ନଡା ଜଳିବା ପ୍ରଦୂଷଣର ମୁଖ୍ୟ କାରଣ ବୋଲି ଜଣାପଡିଛି। ବିଷାକ୍ତ ବାୟୁ ଯୋଗୁଁ ନିଶ୍ୱାସ ପ୍ରଶ୍ୱାସ ରେ ଅସୁବିଧା ସହ ଲୋକମାନେ ଆଖିରେ ଜ୍ୱଳନ ମଧ୍ଯ ଅନୁଭବ କରୁଛନ୍ତି। ତେବେ…

ଦୀପାବଳି ପୂର୍ବରୁ ବିଗୁଡୁଛି ରାଜଧାନୀର ଏକ୍ୟୁଆଇ

ନୂଆଦିଲ୍ଲୀ: ଦିଲ୍ଲୀରେ ଦୀପାବଳିର ଏକ ସପ୍ତାହ ପୂର୍ବରୁ ବିଗିଡିଲାଣି ବାୟୁ ଗୁଣବତ୍ତା (ଏକ୍ୟୁଆଇ)। ସୋମବାର ଦିନ ବାୟୁ ଗୁଣବତ୍ତା 'ଅତ୍ୟନ୍ତ ନିମ୍ନଶ୍ରେଣୀ' କୁ ଖସି ଆସିଛି। ସଫାର-ଇଣ୍ଡିଆ ତଥ୍ୟ ଅନୁଯାୟୀ ରାଜଧାନୀର ଅନେକ ଅଞ୍ଚଳରେ ବାୟୁ ଗୁଣବତ୍ତା ସୂଚକାଙ୍କ (ଏକ୍ୟୁଆଇ) ୩୦୦ରୁ ଅଧିକ…

ଭୂକମ୍ପ ଝଟକାରେ ଥରିଲା ଦିଲ୍ଲୀ-ଏନସିଆର, ପାକିସ୍ତାନରେ କେନ୍ଦ୍ର ସ୍ଥଳୀ 

ନୂଆଦିଲ୍ଲୀ: ଦିଲ୍ଲୀ-ଏନସିଆରରେ ବୁଧବାର ଦିନ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୫.୮ ରେକର୍ଡ କରାଯାଇଥିଲା। ସୂଚନା ଅନୁଯାୟୀ, ଭୂକମ୍ପର କେନ୍ଦ୍ର ସ୍ଥଳୀ ପାକିସ୍ତାନରେ ରହିଥିଲା। ଇସଲାମାବାଦ ଏବଂ ଲାହୋରରେ ମଧ୍ଯ ଏହି ଭୂକମ୍ପର ଝଟକା ଅନୁଭୂତ…

ଭାରତରେ ଶରଣ ନେଲେ କି ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଦେଶ ଛାଡିବାର କିଛି ଘଣ୍ଟା ପରେ ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହସିନା ସୋମବାର ସନ୍ଧ୍ୟାରେ ଗାଜିଆବାଦର ହିଣ୍ଡନ ବିମାନବନ୍ଦରରେ ଅବତରଣ କରିଛନ୍ତି। ଆଜି ସେ ବାଂଲାଦେଶର ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେବା ସହ ଢାକା ଛାଡି ଦେଇଥିଲେ। ଅପରପକ୍ଷରେ ବାଂଲାଦେଶର…

ଦିଲ୍ଲୀ ଆଇଏଏସ କୋଚିଂ ସେଣ୍ଟରରେ ଅଘଟଣ, ଆଉ ୫ ଗିରଫ

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀର ଓଲ୍ଡ ରାଜିନ୍ଦର ନଗରରେ ଥିବା ସ୍ଥିତ RAU'S IAS କୋଚିଂ ସେଣ୍ଟରରେ ଛାତ୍ରଛାତ୍ରୀଙ୍କ ମୃତ୍ୟୁ ମାମଲାରେ ଆଉ ୫ ଜଣଙ୍କୁ ପୋଲିସ ଗିରଫ କରିଛି। ଏହାକୁ ମିଶାଇ ମୋଟ ଗିରଫଦାରୀ ସଂଖ୍ୟା ୭ରେ ପହଞ୍ଚିଛି। ଗିରଫ ହୋଇଥିବା ବ୍ୟକ୍ତିଙ୍କ ମଧ୍ୟରେ କୋଚିଂ ସେଣ୍ଟରର…

ତିହାର ଜେଲରେ ୧୨୫ କଏଦୀ ଏଚଆଇଭି ପଜିଟିଭ୍

ନୂଆଦିଲ୍ଲୀ: ଦିଲ୍ଲୀର ତିହାର ଜେଲରେ ୧୨୫ କଏଦୀ ଏଚ.ଆଇ.ଭି. ପଜିଟିଭ୍ ଚିହ୍ନଟ ହୋଇଥିବାବେଳେ ୨୦୦ କଏଦୀଙ୍କୁ ସିଫିଲିସ୍ ହୋଇଥିବା ଜଣାପଡିଛି। ଯାହାକୁ ନେଇ ଚାଞ୍ଚଲ୍ୟ ଖେଳିଯାଇଛି। ସୂଚନା ଅନୁଯାୟୀ, ୧୦,୫୦୦ କଏଦୀଙ୍କ ଚେକଅପ କରାଯିବା ପରେ ଏହି ଘଟଣା ଲୋକଲୋଚନକୁ ଆସିଛି। ଏହି ଜେଲରେ ମୋଟ…

ଦିଲ୍ଲୀର ହାଉଜଖାସ ଜଗନ୍ନାଥ ମନ୍ଦିରର ପ୍ରତିଷ୍ଠା ଦିବସ ପାଳନ

ନୂଆ ଦିଲ୍ଲୀ : ରାଜଧାନୀ ଦିଲ୍ଲୀ ହାଉଜଖାସର ପ୍ରମୁଖ ଜଗନ୍ନାଥ ମନ୍ଦିର ୪୬ତମ ପ୍ରତିଷ୍ଠା ଦିବସ ମହାସମାରୋହରେ ପାଳନ କରାଯାଇଛି। ତିନିଦିନ ଧରି ଅନୁଷ୍ଠିତ ଏହି ମହୋତ୍ସବରେ ସହସ୍ରାଧିକ ଭକ୍ତ ସାମିଲ ହୋଇଥିଲେ। ଏହି ଅବସରରେ ମୁଖ୍ୟ ଅତିଥି ଭାବରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ…

ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କୁ ବାନ୍ଧିପାରେ ଇଡ଼ି, ଆଶଙ୍କା ପ୍ରକାଶ କଲା ଆମ୍ ଆଦମୀ ପାର୍ଟି

ନୂଆଦିଲ୍ଲୀ: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ବାନ୍ଧିପାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ବା ଇଡ଼ି। ଏଥିପାଇଁ ପ୍ରସ୍ତୁତି ଆରମ୍ଭ କରିଦେଇଥିବା ନେଇ ସୂଚନା ରହିଛି। ସୂଚନାଯୋଗ୍ୟ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲଙ୍କୁ ତୃତୀୟ ଥର ପାଇଁ ଇଡ଼ିର ନୋଟିସକୁ ଅଣଦେଖା…