Latest Odisha News

BREAKING NEWS

Browsing Tag

Delhi CM Arvind Kejriwal

କେନ୍ଦ୍ରକୁ କେଜ୍ରିୱାଲଙ୍କ ଟାର୍ଗେଟ୍ ! କହିଲେ ସିବିଆଇ ଓ ଇଡିର ଦୁରୁପଯାେଗ କରୁଛି କେନ୍ଦ୍ର

ନୂଆଦିଲ୍ଲୀ : ଅବକାରୀ ଦୁର୍ନୀତି ମାମଲାରେ ସିବିଆଇର ସମନ ପରେ ଶନିବାର ସାମ୍ବାଦିକ ସମ୍ମିଳନୀ କରି କେନ୍ଦ୍ର ଉପରେ ବର୍ଷିଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ। ଅରବିନ୍ଦ କହିଛନ୍ତି, କେନ୍ଦ୍ରୀୟ ଏଜେନ୍ସି ଆମ ଆଦମୀ ପାର୍ଟିର ନେତାଙ୍କୁ ଉଦ୍ଦେଶ୍ୟମୂଳକ ଭାବେ ନିର୍ଯାତନା ଦେଉଛି।…

ପୁଞ୍ଜପତି ବନ୍ଧୁଙ୍କୁ ସହଯୋଗ କରୁଛନ୍ତି ମୋଦୀ , ସିବିଆଇ ଏବଂ ଇଡି ତଦନ୍ତ ଦାବି କଲା ଆପ୍ ।

ଭୁବନେଶ୍ୱର : ଦିଲ୍ଲୀରେ ଅପରେସନ ଲୋଟସ୍ ଫେଲ ହେବା ପରେ ବିଜେପିକୁ ସିରିଏଲ୍ କିଲର କହିଥିଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ  ।ଏହାପରେ ଆଜି ପ୍ରେସ ମିଟ କରି ରାଜ୍ୟ ଆପ୍ ସଭାପତି ନିଶିକାନ୍ତ ମହାପାତ୍ର ବିଜେପି ସରକାର ଓ ମୋଦୀ ସରକାରଙ୍କ ଉପରେ ଅନେକ ଅଭିଯୋଗ ଲଗାଇଛନ୍ତି  । ଆପ୍…

କୋଭିଡ୍ ଟିକା ନେଲେ ଅରବିନ୍ଦ କେଜ୍ରିଓ୍ୱାଲ

ନୂଆଦିଲ୍ଲୀ: ଦେଶରେ ଦ୍ୱିତୀୟ ପର୍ୟ୍ୟାୟ କୋଭିଡ୍ ଟିକାକରଣ ଚାଲିଛି । ଆଜି କୋଭିଡ୍ ଟିକା ନେଇଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ୱାଲ୍ । ଦିଲ୍ଲୀ ସ୍ଥିତ ଏଲଏନଜେପି ହସ୍ପିଟାଲରେ ସେ ଟିକା ନେଇଛନ୍ତି । ଏହାସହ କେଜ୍ରିଓ୍ୱାଲଙ୍କ ବାପା-ମାଆ ବି ଟିକା ନେଇଛନ୍ତି । ସେମାନଙ୍କୁ…

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ୱାଲ ଗୃହବନ୍ଦୀ, ଅଭିଯୋଗ ଆଣିଲା ଆମ୍ ଆଦମୀ ପାର୍ଟି

ନୂଆଦିଲ୍ଲୀ: ଆମ୍ ଆଦମୀ ପାର୍ଟି ଅଭିଯୋଗ ଆଣିଛି, ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅପବିନ୍ଦ କେଜ୍ରିଓ୍ୱାଲଙ୍କୁ ଗୃହବନ୍ଦୀରେ ରଖାଯାଇଛି । କେନ୍ଦ୍ରୀୟ ପୁଲିସ୍‌ ବାହିନୀ‌ ତାଙ୍କୁ ଗୃହବନ୍ଦୀ କରି ରଖିଛି । ସେ ନିଜ ବାସ ଭବନରେ ଅଟକ ଅଛନ୍ତି । ଟ୍ୱିଟ୍‌ କରି ଏହି ସୂଚନା ଦେଇଛି ଆମ୍‌ ଆଦମୀ ପାର୍ଟି । ଦଳ…

ଦିଲ୍ଲୀକୁ ଫେରିବ ଲକଡାଉନ୍ ! କଟକଣା ଲାଗୁ ପାଇଁ କେନ୍ଦ୍ରକୁ କେଜ୍ରିଓ୍ୱାଲଙ୍କ ପ୍ରସ୍ତାବ

ନୂଆଦିଲ୍ଲୀ: ପୁଣି ଦିଲ୍ଲାରେ କାୟା ମେଲାଇଚି କରୋନା । ସଂକ୍ରମିତଙ୍କ ସଂଖ୍ୟା ବଢ଼ି ବଢ଼ି ଚାଲିଛି । ମୁକାବିଲା ପାଇଁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ୱାଲ୍ ପୁଣି ଥରେ ଲକଡାଉନ୍ ଲାଗୁ ପାଇଁ କେନ୍ଦ୍ରର ଅନୁମତି ଲୋଡିଛନ୍ତି । ଦିଲ୍ଲୀର ସବୁ ଅଞ୍ଚଳରେ ନୁହେଁ । ଅଧିକ ସଂକ୍ରମିତ…